ଭବାନୀପାଟଣା,୨୮।୬(ଡି.ଏନ୍.ଏ.) : କଳାହାଣ୍ଡି ଜିଲାର ନର୍ଲା ବ୍ଲକରେ ଏମଜିଏନଆରଇଜିଏସ୍ ବାଟବଣା ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ୧୨ ଜଣ ଶ୍ରମିକ ପିଡି ଡିଆର୍ଡିଏଙ୍କୁ ଲିଖିତ ଅଭିଯୋଗ କରିବା ସହ ଏକ ଦାବି ପତ୍ର ପ୍ରଦାନ କରିଛନ୍ତିା ଟଙ୍କା ମଞ୍ଜୁର, ପଞ୍ଚାୟତ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଆଦି ଦାବିପତ୍ରରେ ଉଲ୍ଲେଖ ରହିଛି।
ସୂଚନାଯୋଗ୍ୟ, ବ୍ଲକର ସେରଗଡ ପଞ୍ଚାୟତର ସିରିପାଲି ଗ୍ରାମର ୧୨ ଜଣ ଶ୍ରମିକ ଗତ ୨୦୧୮ ମାର୍ଚ୍ଚ ୨୮ ତାରିଖରେ ଏମଜିଏନଆରଇଜିଏସରେ ଉପରମୁଣ୍ଡାରେ ମାଟି କାମ କରିଥିଲେ । ତେବେ ଆଜି ପର୍ଯ୍ୟନ୍ତ ସେମାନଙ୍କ ପ୍ରାପ୍ୟ ପାଇନାହାନ୍ତି। ଏ ନେଇ ସେମାନେ ଅନେକଥର ସେରଗଡ ପଞ୍ଚାୟତ ପିଇଓ, ସହକାରୀ ଯନ୍ତ୍ରୀ, ସରପଞ୍ଚ ଓ ଜିଆରଏସ୍ଙ୍କୁ ଜଣାଇଥିଲେ ମଧ୍ୟ କୌଣସି ସୁଫଳ ମିଳିପାରିନାହିଁ। ଟଙ୍କା ମିଳି ନ ଥିବା ଜଣାଇବା ପରେ ସେମାନେ ଶ୍ରମିକମାନଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରୁଥିବା ଅଭିଯୋଗ ହୋଇଛି। ଦାବିପତ୍ର ପ୍ରଦାନ ସମୟରେ ସାହେବ ରଣା, ବ୍ରଜବନ୍ଧୁ ବାଗ, ଗଦନ ନାଗ ପ୍ରମୁଖ ଉପସ୍ଥିତ ଥିଲେ ।

୫ ସନ୍ଦିଗ୍ଧଙ୍କ ରକ୍ତ, ସ୍ବାବ ପରୀକ୍ଷା ପାଇଁ ଗଲା
ସମ୍ବଲପୁର,୨୮।୩ (ବ୍ୟୁରୋ)-ସମ୍ବଲପୁର ଜିଲାର ୫ କରୋନା ସନ୍ଦିଗ୍ଧଙ୍କ ରକ୍ତ ନମୁନା ଓ ସ୍ବାବ୍ ପରୀକ୍ଷା ପାଇଁ ଭୁବନେଶ୍ୱର ପଠାଯାଇଛି ା ସେମାନଙ୍କୁ ବୁର୍ଲା ଭିମ୍ସାରର ଆଇସୋଲେଶନ...

ଭାଉଜ ହତ୍ୟା ଅଭିଯୋଗରେ ଦିଅର ଗିରଫ
ବଡ଼ଗାଁ, ୧୨।୯(ଡି.ଏନ୍.ଏ.)-ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ଗରିଆମାଲ ଗାଁ ନିକଟ ଜଙ୍ଗଲରେ ପୋତା ଯାଇଥିବା ଜଣେ ମହିଳାଙ୍କ ଗଳିତ ମୃତଦେହକୁ ପୋଲିସ ସୋମବାର ଜବତ...

ଟ୍ରକ୍ ପଛରେ ପିଟିହେଲା ପିସିଆର ଭ୍ୟାନ୍
ସମ୍ବଲପୁର ଅଫିସ,୧ା୧: ନୂଆବର୍ଷରେ ଅଘଟଣ। ସମ୍ବଲପୁର ସହରର ଅଇଁଠାପାଲି ଛକରେ ରବିବାର ଟ୍ରକ୍ ପଛରେ ପିସିଆର୍ ଭ୍ୟାନ ପିଟି ହେବାରୁ ୩ ପୋଲିସ କର୍ମଚାରୀ ଗୁରୁତର...

ଛତିଶଗଡ଼, ଓଡ଼ିଶା ବିରୋଧରେ ଅଭିଯୋଗ
ସମ୍ବଲପୁର,୬।୧୧(ବ୍ୟୁରୋ): ସମ୍ବଲପୁର ଜିଲା ହୀରାକୁଦ ବିସ୍ଥାପିତଙ୍କ ଥଇଥାନ ଓ ପୁନର୍ବାସ ସମସ୍ୟା ଉପରେ ଏନ୍ଏଚ୍ଆର୍ସିରେ ଦାଖଲ ହୋଇଥିବା ସତ୍ୟପାଠରେ ଭୁଲ ତଥ୍ୟ ରହିଛି। ଓଡ଼ିଶା ଓ...

ଚିକିତ୍ସା ଲାଗି ଟଁକା ବାଧକ୍: ଜୀବନ୍ ମରନ୍ ସଂଗେ ଯୁଝୁଛନ୍ ଚିନ୍ମୟୀ
କେସିଙ୍ଗା, ୧୦।୭ (ଡି.ଏନ୍.ଏ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍ଏସି ଓ୍ବାର୍ଡ ନଂ.୩ର ବାସିନ୍ଦା ହେଉଛନ୍ ବିନୋଦ ବିଶି(୨୬)। ପରିବାର କହେଲେ ମାଏକିନା ପିରବତୀ ବିଶି(୨୩) ଆର...

ହୀରାକୁଦରୁ ଛଡ଼ାଗଲା ପ୍ରଥମ ବନ୍ୟାଜଳ
ସମ୍ବଲପୁର ଅଫିସ,୧୧ା୭: ହୀରାକୁଦ ଉପରମୁଣ୍ଡରେ ବର୍ଷା ଯୋଗୁ ଜଳଭଣ୍ଡାରକୁ ଜଳର ପ୍ରବେଶ ମାତ୍ରା ବୃଦ୍ଧି ପାଇଛି । ଜଳଭଣ୍ଡାରରେ ଜଳସ୍ତର ନିୟନ୍ତ୍ରଣରେ ରଖିବା ପାଇଁ ରବିବାର...

ମଣ୍ଡିରୁ ଶୀଘ୍ର ଧାନ ଉଠାଣ ଦାବି: ଚାଷୀଙ୍କ ରାସ୍ତାରୋକୋ
ଜୁନାଗଡ/ଦାସିଗଁା,୨୦।୬(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଚିଲଗୁଡା ନୀଳ ମାଧବ ଉଚ୍ଚ ବିଦ୍ୟାଳୟ ପରିସରରେ ସ୍ଥାନୀୟ ଚାଷୀମାନେ ମଣ୍ଡିରୁ ଶୀଘ୍ର ଧାନ ଉଠାଣ କରିବା ଦାବିରେ...

ପଥର ଖଣିରେ ଚାଲିଛି ବେଆଇନ ବ୍ଲାଷ୍ଟିଂ
ଜମନକିରା,୧୭ା୧(ଡି.ଏନ.ଏ.): ଜମନକିରା ବ୍ଲକ ଭୋଜପୁର ପଞ୍ଚାୟତ କୁଇଲାରିଯୋର ପଥର ଖଣିରେ ଗତ କିଛିମାସ ହେବ ବେଆଇନ ଭାବେ ପଥର ବ୍ଲାଷ୍ଟିଂ ଓ କ୍ରଶିଂ ଚାଲିଛି। ପ୍ରଶାସନ...