Posted inଫୁରସତ

ଏମତି ଉପାୟରେ ମାଛ ଝାମ୍ପି ନେଉଛି ଏହି ପକ୍ଷୀ

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ପକ୍ଷୀକୁ ଦେଖିବାକୁ ମିଳୁଛି। ଯିଏ କାଗଜ ପକାଇ ମାଛ ଧରୁଛି । ପକ୍ଷୀଟି ଚାଲାକ ସହକାରେ ଏକ କାଗଜକୁ ଏଠାରୁ ସେଠାକୁ ପକାଉଛି। ଯାହାକୁ ଖାଦ୍ୟ ଭାବି ମାଛ ଉପରକୁ ଆସୁଛି। ପରେ ପକ୍ଷୀଟି ମାଛକୁ ଧରିପକାଉଛି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ସବୁଠୁ ବଡ଼ ଗାଲଥିବା ମହିଳା କଲେ ଏମିତି କାରନାମା: ଲୋକେ ଆଶ୍ଚର୍ଯ୍ୟ, ଦେଖନ୍ତୁ ଭିଡିଓ

ଆଜିକାଲି ଲୋକମାନେ ସୋସିଆଲ ମିଡିଆ ପସିଦ୍ଧି ଅର୍ଜନ ପାଇଁ ଯେକୌଣସି ସ୍ତରକୁ ଯିବାକୁ ପଛାଉ ନାହାନ୍ତି। ନିଜର ପରିଚୟ ସୃଷ୍ଟି କରିବାକୁ ଲୋକେ ଏମିତି କିଛି...

ଜଙ୍ଗଲରେ ଦୁଇ ଦନ୍ତାଙ୍କ ଜୋରଦାର ଲଢ଼େଇ; ଭିଡିଓ ଦେଖିଲେ ଟାଙ୍କୁରି ଉଠୁଛି ଲୋମ 

ସୋସିଆଲ ମିଡିଆରେ ଦୈନିକ ଶହ ଶହ ଜୀବଜନ୍ତୁଙ୍କ ଭିଡିଓ ଶେୟାର କରାଯାଇଥାଏ। ସେଥିରୁ କିଛି ମଜାଦାର ହୋଇଥିବା ବେଳେ କିଛି ଚକିତ କରିଥାଏ। ଏହି କ୍ରମରେ...

ସବୁଠାରୁ ଲମ୍ବା କେଶ ପାଇଁ ଗିନିଜ ଓ୍ବାର୍ଲଡ ରେକର୍ଡରେ ସ୍ଥାନ ପାଇଲେ ଏହି ମହିଳା

ନୂଆଦିଲ୍ଲୀ,୩୦।୧୧: ଉତ୍ତରପ୍ରଦେଶର ବାସିନ୍ଦା ୪୬ ବର୍ଷୀୟ ସ୍ମିତା ଶ୍ରୀବାସ୍ତବ ଜୀବନ୍ତ ବ୍ୟକ୍ତିଙ୍କ ଲମ୍ବା କେଶ ଥିବା ମହିଳା ଭାବେ ଗିନିଜ ୱାଲର୍‌ଡ ରେକର୍ଡ ଟାଇଟଲ ଜିତିଛନ୍ତି।...

ସଚିନଙ୍କ ନାମରେ ରେଲଓ୍ବେ ଷ୍ଟେଶନ, ଫଟୋ ଉଠାଇଲେ ଗାଭାସ୍କର

ଗାନ୍ଧିନଗର,୩୦।୧୧: ଭାରତର ପୂର୍ବତନ ଅଧିନାୟକ ସୁନୀଲ ଗାଭାସ୍କର ନଭେମ୍ବର ୨୮, ମଙ୍ଗଳବାର ଗୁଜରାଟର ସୁରଟରେ ଥିବା ସଚିନ ରେଳଓ୍ବେ ଷ୍ଟେଶନ ଯାଇ କରି ଖୁସି ବ୍ୟକ୍ତ...

ହାର୍ଦ୍ଦିକଙ୍କୁ ବିବାହ କରିବାକୁ ନେଦରଲ୍ୟାଣ୍ଡରୁ ଭାରତ ଚାଲି ଆସିଲେ ଗବରିଲା

ବହୁଆ(ଫତେହପୁର),୩୦।୧୧: ଉତ୍ତର ପ୍ରଦେଶ ବିକାଶ ଖଣ୍ଡ ଅଞ୍ଚଳର ଦତୌଲି ଗାଁରେ ସାତ ସମୁଦ୍ର ପାରି ହୋଇ ଆସିଥିବା ପ୍ରେମକୁ ତା’ର ଠିକଣା ମିଳିଯାଇଛି। ନେଦରଲ୍ୟାଣ୍ଡର ଝିଅ...

ଖାଇବାକୁ ମନ ହେଲା, ଏକାଥରକେ ୩୨ଲକ୍ଷ ଟଙ୍କାର ଖାଦ୍ୟ ଖାଇଲେ ମହିଳା

ବେଜିଂ,୩୦।୧୧: କିଛି ଲୋକ ଖାଇବାର ବହୁତ ଶୌକିନ ହୋଇଥାନ୍ତି। ସେମାନଙ୍କୁ ଆମେ ଫୁଡି ବୋଲି କହିଥାଉ। ବେଳେବେଳେ କିଛିଙ୍କୁ ଗୋଟିଏ ଆଇଟମର ଏପରି ଦିଓ୍ବାନା ହୋଇଯାଆନ୍ତି...

କାମବାଲି ଓ ଡେଲିଭରି ବଏଙ୍କୁ ଲିଫ୍ଟ ମନା, ବ୍ୟବହାର କଲେ ପଡିବ ଫାଇନ୍‌

ଗୁଜରାଟ,୩୦।୧୧: ବହୁ ମହଲା ବିଶିଷ୍ଟ ବିଲ୍ଡିକୁ ଯିବାପାଇଁ ଲିଫ୍ଟ ବ୍ୟବହାର କରାଯାଇଥାଏ। ଯାହାଦ୍ୱାରା ଜିନିଷପତ୍ର ନବା ଆଣିବା ସହ ଶିଡି ଚଢି ଯିବାକୁ ବେଶୀ ପରିଶ୍ରମ...

ଦିଲ୍ଲୀରେ ପ୍ଲାଟଫର୍ମ ଓ ମେଟ୍ରୋ ଭିତରେ ଚାପି ହୋଇଗଲେ ଯୁବକ, ଭିଡିଓ ଦେଖିଲେ ଥରି ଉଠିବେ…

ନୂଆଦିଲ୍ଲୀ,୩୦।୧୧: ମେଟ୍ରୋ ଟ୍ରେନ ଓ ପ୍ଲାଟଫର୍ମ ମଧ୍ୟରେ ଚାପି ହୋଇ ଯାଇଛନ୍ତି ଯୁବକ। ଯେତେ ଚିତ୍କାର କଲେ ବି ବାହାରକୁ ଆସିପାରୁ ନାହାନ୍ତି। ଏପରି ଭୟାନକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri