ଏମାର ମଠ ପାଚେରି ଭୁଶୁଡ଼ିଲା

ପୁରୀ ଅଫିସ,୨୬।୭: ପୁଣି ଭୁଶୁଡ଼ିଲା ଏମାର ମଠ ପାଚେରି। ପୁରୀର ଅନ୍ୟତମ ଏହି ପୁରୁଣା ମଠର ପାଚେରି ଗୁରୁବାର ହୋଇଥିବା ବର୍ଷାରେ ପ୍ରାୟ ୪ଫୁଟ ଭୁଶୁଡ଼ିି ପଡ଼ିିଛି। ସିଂହଦ୍ୱାର ସମ୍ମୁଖ ଦୋଳମଣ୍ଡପ ସାହି ପ୍ରବେଶ ପଥରୁ ଅଳ୍ପ କିଛି ବାଟ ଆଗକୁ ଗଲେ ଡାହାଣ ପଟକୁ ମାଟିମଣ୍ଡପ ସାହିକୁ ଏକ ଗଳି ରାସ୍ତା ଯାଇଛି। ଗୁରୁବାର ରାତିରେ ଏହି ଗଳି ରାସ୍ତା ପାର୍ଶ୍ୱକୁ ମଠର ପାଚେରି ଭୁଶୁଡ଼ି ପଡ଼ିଥିଲା। ଏଥିଯୋଗୁ ରାସ୍ତାରେ ଇଟା ଗଦା ହୋଇରହିଛି। ପୂର୍ବରୁ ଏକାଧିକ ଥର ଏହି ମଠର ପାଚେରି ଭୁଶୁଡ଼ିଥିଲା। କିଛିଦିନ ତଳେ ପ୍ରଶାସନ ପକ୍ଷରୁ ମଠର ଖାଲି ଜାଗାରେ ପାର୍କିଂ ଲାଗି ଜାଗା ସମତୁଲ କରାଯିବାକୁ ନେଇ ଏହି ମଠ ଚର୍ଚ୍ଚାକୁ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମନ ମୋହିଲା ନାଟକ ରଙ୍ଗ ବଦଳେ

ପୁରୀ ଅଫିସ,୨୭ା୨: ପରିବର୍ତ୍ତିତ ସମାଜରେ ସମୟାନୁସାରେ ସବୁ କିଛି ବଦଳିଥାଏ। କିଏ ନିଜର ସ୍ବାର୍ଥ ଲାଗି ତ ଆଉ କିଏ ପରିବାର ଏବଂ କିଏ ସାମୂହିକ...

ଫାଷ୍ଟ ଫୁଡ୍‌ ଦୋକାନ ଆଳରେ ବନ୍ୟପ୍ରାଣୀଙ୍କ ଚମଡ଼ା ବିକ୍ରି

ଭୁବନେଶ୍ୱର,(ବ୍ୟୁରୋ)/ବୌଦ୍ଧ,୨୦ା୩(ସ୍ବ.ପ୍ର.):ଫାଷ୍ଟଫୁଡ୍‌ ଦୋକାନ ଆଳରେ ଚଳାଇଥିଲେ ବନ୍ୟପ୍ରାଣୀଙ୍କ ଚମଡ଼ା ବିକ୍ରି କାରବାର। ଖବର ପାଇ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌)ରବିବାର ରାତିରେ ବୌଦ୍ଧ ଜିଲା ହରଭଙ୍ଗା...

ଧାନରେ ମାଟିଆ ଗୁଣ୍ଡି ପୋକ: ଚିନ୍ତାରେ ଚାଷୀ

ନରାଜ, ୭ା୧୧(ଡି.ଏନ୍‌.ଏ.)- କଟକ-ବାଙ୍କୀ ମୁଖ୍ୟରାସ୍ତାକୁ ଲାଗିରହିଛି ବାଆଁ ରା ଅଞ୍ଚଳର ‘ବାଟି ସୋଅରା’ ଚାଷ ଜମି ଅଞ୍ଚଳ। ଏଠାରେ ବାଆଁ ରା ଓ କୁଅମଡା ଗ୍ରାମର...

ଏସ୍‌ସି, ଏସ୍‌ଟି ଛାତ୍ରୀଛାତ୍ରଙ୍କ ସ୍କଲାରଶିପ୍‌ରେ ହେବନାହିଁ କୌଣସି ପରିବର୍ତ୍ତନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮।୧୧(ବ୍ୟୁରୋ): ଏସ୍‌ସି, ଏସ୍‌ଟି ଛାତ୍ରୀଛାତ୍ରଙ୍କ ପୋଷ୍ଟ ମାଟ୍ରିକ୍‌ ସ୍କଲାରଶିପ୍‌ରେ କୌଣସି ପରିବର୍ତ୍ତନ ହେବ ନାହିଁ। ଛାତ୍ରୀଛାତ୍ର ପ୍ରଚଳିତ ହାରରେ ସ୍କଲାରଶିପ୍‌ ପାଇବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ...

ନିର୍ବାଚନୀ ହିଂସା: ବିଜେଡିକୁ ଟାର୍ଗେଟ କଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୧୬।୨(ବ୍ୟୁରୋ): ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ବୁଧବାର ଶେଷ ହୋଇଛି। ମତଦାନବେଳେ କିଛି ସ୍ଥାନରେ ହିଂସାକାଣ୍ଡ ଘଟିଛି। ଏହାକୁ ନେଇ...

କେନ୍ଦ୍ରାପଡ଼ା ବଳଦେବଜୀଉ ମନ୍ଦିର, ବଡ଼ଦାଣ୍ଡର ଉନ୍ନତୀକରଣ: ୮.୫ କୋଟି ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୫।୧୧(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରାପଡ଼ାର ପ୍ରସିଦ୍ଧ ବଳଦେବଜୀଉ ମନ୍ଦିର ଏବଂ ଗ୍ରାଣ୍ଡରୋଡ୍‌(ବଡ଼ଦାଣ୍ଡ)ର ଉନ୍ନୟନ ପାଇଁ ୮ କୋଟି ୫୦ ଲକ୍ଷ ଟଙ୍କା ଅନୁମୋଦନ...

ଷଷ୍ଠରୁ ଅଷ୍ଟମ ଏକକ ପ୍ରଶ୍ନପତ୍ର

ଭୁବନେଶ୍ୱର, ୬।୧୧(ବ୍ୟୁରୋ): ଆସନ୍ତା ଶିକ୍ଷାବର୍ଷରୁ ସମସ୍ତ ସରକାରୀ ସ୍କୁଲରେ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଏକକ ପରୀକ୍ଷା ଓ ଏକକ ପ୍ରଶ୍ନପତ୍ର ବ୍ୟବସ୍ଥା ଲାଗୁ ହେବ। ଏହି...

ପୁରୀ ସମୁଦ୍ରରେ ମାଛ ମଡ଼କ

ପୁରୀ ଅଫିସ,୧୬।୧୧: ପୁରୀ ବେଳାଭୂମିରେ ଶହ ଶହ ମାଛ ମରି ପଡ଼ିଥିବା ସୋମବାର ଦେଖିବାକୁ ମିଳିଛି। ସ୍ବର୍ଗଦ୍ୱାରଠାରୁ କ୍ୟାମେଲିଆ ପର୍ଯ୍ୟନ୍ତ ବେଳାଭୂମିରେ ମାଛ ମରିପଡ଼ିଛନ୍ତି। ମାଛଗୁଡ଼ିକ...

Advertisement
Archives

Model This Week