Posted inଜାତୀୟ

ଏମିତି ଇଦ୍‌ ପାଳିଲେ ନୌଶାଦ୍‌, ଲୋକେ କହିଲେ ବାଃ ବାଃ

ଥିରୁଭାନନ୍ତପୁରମ୍‌,୧୨।୮: ଦେଶର ଚାରି ରାଜ୍ୟ କେରଳ, କର୍ନାଟକ, ମହାରାଷ୍ଟ୍ର ଏବଂ ଗୁଜରାଟରେ ବନ୍ୟା ପରିସ୍ଥିତି ଅସମ୍ଭାଳ ହୋଇଛି। ଏହି ୪ଟି ରାଜ୍ୟରେ ବନ୍ୟା ଯୋଗୁ ୧୭୪ଜଣଙ୍କ ମୃତ୍ୟୁ ହେଲାଣି। କେବଳ କେରଳରେ ୭୨ରୁ ଅଧିକ ଜଣ ବନ୍ୟାରେ ପ୍ରାଣ ହରାଇଲେଣି। ୨.୨୭ଲକ୍ଷ ଲୋକଙ୍କୁ ରିଲିଫ୍‌ ସେଣ୍ଟରରେ ଥଇଥାନ କରାଯାଇଛି। ଲଗାତାର ବର୍ଷା ଯୋଗୁ ଉଦ୍ଧାର କାର୍ଯ୍ୟରେ ବାଧା ସୃଷ୍ଟି ହୋଇଛି। ଫଳରେ କେରଳରେ ଇଦ୍‌ ଉତ୍ସବ ଫିକା ପଡିଯାଇଛି। ଏର୍ନାକୁଲମରେ ନୌଶାଦ୍‌ ନାମକ ଜଣେ ବ୍ୟକ୍ତି ନିଆରା ଢଙ୍ଗରେ ଇଦ୍‌ ପାଳନ କରିଛନ୍ତି। ସେ ନିଜ କପଡା ଗୋଦାମରେ ଥିବା ସବୁ ଲୁଗାପଟା ବନ୍ୟା ପୀଡ଼ିତଙ୍କୁ ଦାନ କରିଦେଇଛନ୍ତି। ସେ କହିଛନ୍ତି, ଚର୍ଚ୍ଚାରେ ରହିବା ପାଇଁ ଏଭଳି ପଦକ୍ଷେପ ନେଇ ନାହିଁ ବରଂ ଲୋକଙ୍କୁ ଏଭଳି ବିପଦ ସମୟରେ ସାହାଯ୍ୟ କରି ମୁଁ ଇଦ୍‌ ଉତ୍ସବ ପାଳନ କରୁଛି। ଏଥର ଇଦ୍‌ ମୋ ପାଇଁ ସ୍ମରଣୀୟ ହୋଇ ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଡବ୍ଲ୍ୟୁସି ବୈଠକରେ ମୋଦି, ଶାହାଙ୍କୁ ସୋନିଆଙ୍କ ଟାର୍ଗେଟ: ଏନ୍‌ପିଆର୍‌ ଏକ ଛଦ୍ମବେଶୀ ଏନ୍‌ଆର୍‌ସି

ନୂଆଦିଲ୍ଲୀ,୧୨ା୧(ପି.ଟି.): ଲୋକଙ୍କୁ ଧର୍ମ ଆଧାରରେ ବିଭାଜନ ପାଇଁ ଉଦ୍ଦିଷ୍ଟ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ପ୍ରତ୍ୟାହାର କରି ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌)କୁ କେନ୍ଦ୍ର ସରକାର...

ରାଜ୍ୟର ୬୧ ପ୍ରତିଶତ ଅଞ୍ଚଳରେ ନାହାଁନ୍ତି ପୋଲିସ: ରାଜସ୍ବ ବିଭାଗ କର୍ମଚାରୀଙ୍କ ହାତରେ ସୁରକ୍ଷା ଦାୟିତ୍ୱ

ଡେରାଡୁନ୍‌, ୨୭।୭: ସୁରକ୍ଷା ଦାୟିତ୍ୱ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି କାର୍ଯ୍ୟ ପୋଲିସ ବିଭାଗ ଉପରେ ନ୍ୟସ୍ତ ରହିଥାଏ। ତେବେ ଭାରତରେ ଏଭଳି ଏକ ରାଜ୍ୟ...

ଦିଲ୍ଲୀ ଦଙ୍ଗା ପାଇଁ ସୌଦିରୁ ଆସିଥିଲା ଟଙ୍କା

ନୂଆଦିଲ୍ଲୀ, ୨।୭: ଦିଲ୍ଲୀରେ ହୋଇଥିବା ଦଙ୍ଗା ପାଇଁ ସୌଦିରୁ ଟଙ୍କା ଆସିଥିଲା। ଏନେଇ ପୂର୍ବରୁ ପ୍ରସ୍ତୁତି ହୋଇଥିଲା। ସୌଦି ସହିତ ଦେଶର କେତେକ ଅଞ୍ଚଳରୁ ମଧ୍ୟ...

ଆଣବିକ କ୍ଷେପଣାସ୍ତ୍ର ଘାଟି: ଭାରତ-ପାକିସ୍ତାନ ତାଲିକା ଦିଆନିଆ

ନୂଆଦିଲ୍ଲୀ,୨ା୧(ପି.ଟି.): ଭାରତକୁ ଆଣବିକ ଯୁଦ୍ଧାସ୍ତ୍ରର ଭୟ ଦେଖାଉଥିବା ପାକିସ୍ତାନରେ କେତେ ଆଣବିକ କ୍ଷେପଣାସ୍ତ୍ର ଘାଟି ରହିଛି ତାହାର ଏକ ତାଲିକା ନୂଆଦିଲ୍ଲୀକୁ ପ୍ରଦାନ କରିଛି ଇସ୍‌ଲାମାବାଦ।...

ତବଲିଗ୍‌ ଜମାତ୍‌ ନେଇ ହରଡ଼ଘଣାରେ ସରକାର !

ନୂଆଦିଲ୍ଲୀ,୧।୪: ଦିଲ୍ଲୀର ନିଜାମୁଦ୍ଦିନ୍‌ରେ ହୋଇଥିବା ତବଲିଗ୍‌ ଜମାତ୍‌ ନେଇ ଏବେ କେନ୍ଦ୍ର ସରକାରଙ୍କ ସହିତ ରାଜ୍ୟ ସରକାର ମଧ୍ୟ ହରଡ଼ଘଣାରେ ପଡ଼ିଛନ୍ତି। ଜମାତ୍‌ରେ ଯୋଗଦେଇଥିବା ୩୨ଜଣଙ୍କୁ...

ନାବାଳିକା ଝିଅଙ୍କୁ ବଳାତ୍କାର ପରେ ହତ୍ୟା ଘଟଣା: ଗୁଜରାଟରେ ଜଣେ ଓଡ଼ିଆଙ୍କୁ ଫାଶୀ ଦଣ୍ଡାଦେଶ

ସୁରଟ୍‌,୧୧ା୧(ପି.ଟି.): ନିଜର ନାବାଳିକା ଝିଅ(୧୪ଙ୍କୁ ବଳାତ୍କାର କରି ଗର୍ଭବତୀ କରିବା ପରେ ତଣ୍ଟିଚିପି ମାରିବା ଘଟଣାରେ ଗୁଜରାଟର ସ୍ପତନ୍ତ୍ର କୋର୍ଟ ଜଣେ ଓଡ଼ିଆଙ୍କୁ ଫାଶୀଦଣ୍ଡାଦେଶ ଦେଇଛନ୍ତି।...

ରାହୁଲଙ୍କ ଇସ୍ତଫା ନାଟକ: ଅଗ୍ରାହ୍ୟ କଲା କଂଗ୍ରେସ ଓ୍ବାର୍କିଂ କମିଟି

ନୂଆଦିଲ୍ଲୀ,୨୫।୫: ଲୋକ ସଭା ନିର୍ବାଚନରେ କଂଗ୍ରେସର ବିଫଳତା ପରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ନୈତିକତା ଦୃଷ୍ଟିରୁ ଇସ୍ତଫା ଦେବେ ବୋଲି କୁହାଯାଉଥିଲା। ଶନିବାର କଂଗ୍ରେସ...

ଅନ୍‌ଲକ-୩: ଏହି ରାଜ୍ୟରେ ଖୋଲିବ ହୋଟେଲ

ନୂଆଦିଲ୍ଲୀ,୧୯।୮: କରୋନା ମହାମାରୀ ଯୋଗୁ ଦେଶରେ ଏବେ ଅନ୍‌ଲକ-୩ ଜାରି ରହିଛି। ଏହି ଲକ୍‌ଡାଉନ ସମୟରେ କେନ୍ଦ୍ରସରକାର କେତେକ କଟକଣା ଜାରି କରିଛନ୍ତି। ତେବେ ରାଜ୍ୟର...


Coronavirus Update

Archives

Model This Week

Why Dharitri