Posted inଫୁରସତ

ଏମିତି ଏକ ରୋଗରେ ପୀଡ଼ିତ ଥିଲେ ଯୁବକ, ସର୍ଜରୀ ପରେ ମିଳିଲା ନୂଆ ଜୀବନ

ଚାଇନା: ବିଶ୍ୱରେ କିଛି ଲୋକ ଅଛନ୍ତି, ସେମାନଙ୍କର ଶାରୀରିକ ବିକାଶ ଠିକ୍‌ ଭାବରେ ହୋଇ ନ ଥାଏ। ଫଳରେ ଚଲାବୁଲା କରିବାରେ ବହୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ଏମିତି ଜଣେ ଯୁବକ ହେଉଛନ୍ତି ଚାଇନାରେ ରହୁଥିବା ଲି ହୁଆ। ତାଙ୍କୁ ଆଙ୍କିଲସିଂ ସ୍ପଣ୍ଡିଲାଇଟ୍‌ସ ନାମକ ରୋଗ ହୋଇଛି। ଯାହା କ୍ୱଚିତ୍‌ ଲୋକଙ୍କଠାରେ ଦେଖିବାକୁ ମିଳିଥାଏ। ଏହି ରୋଗ ହେଲେ କମ୍‌ ବୟସରୁ ଅଣ୍ଟା ନଇଁ ଯାଇଥାଏ। ମୁହଁ ଆଣ୍ଠୁ ସହିତ ଲାଗିଯାଏ। ରୋଗୀ ସିଧା ଭାବରେ ଠିଆ ହୋଇପାରେ ନାହିଁ। ୨୮ ବର୍ଷୀୟ ଲି’ସେହି ରୋଗରେ ପୀଡ଼ିତ। ଲି’ଙ୍କୁ ଚାଲିବା, ବୁଲିବା, ଉଠିବା, ବସିବା ସବୁଥିରେ ଅସୁବିଧା ହେଉଥିଲା। ଦୀର୍ଘଦିନ ଧରି ଲି’ ଏହି ରୋଗରେ ପଡ଼ିବା ପରେ ଏବେ ଆରୋଗ୍ୟ ହୋଇଛନ୍ତି।

ସେଣ୍ଟ୍ରାଲ ଚାଇନାରେ ରହୁଥିବା ଲି’ଙ୍କୁ ପରିବାର ଲୋକେ ୨୦୧୮ରେ ଡାକ୍ତରଙ୍କ ପାଖକୁ ନେଇଥିଲେ। କିନ୍ତୁ ଡାକ୍ତର କହିଲେ ସର୍ଜରୀ କଲେ ମଧ୍ୟ ତାଙ୍କ ଜୀବନ ପ୍ରତି ବିପଦ ରହିବ। ପରିବାରର ଲୋକଙ୍କ ଅନୁରୋଧ ସତ୍ତ୍ୱେ ପ୍ରଫେସର ତାଓ ହୁରିୟନ୍‌ ତାଙ୍କ ସର୍ଜରୀ କରାଇଲେ। ଯାହା ସଫଳ ହୋଇଛି। ତାଙ୍କୁ ନୂଆ ଜୀବନ ମିଳିଛି। ୨/୩ ମାସ ପରେ ଲି’ ସମ୍ପୂର୍ଣ୍ଣ ସୁସ୍ଥ ହୋଇଯାଇଛନ୍ତି। ଏହି କିଛିଦିନ ହେବ ସେ ଓ୍ବାକର ସହାୟତାରେ ଚଲାବୁଲା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭବିଷ୍ୟବାଣୀ କଲେ ରବୀନ୍ଦ୍ର: ଭାଜପାରେ ଯୋଗଦେବେ ଆଉ ୨ ଉପକୂଳ ଏମ୍‌ପି

ଭୁବନେଶ୍ୱର,୨୭।୫(ସୁନିତ୍‌ ମିଶ୍ର):ବିଜେଡି ଛାଡ଼ିବା ସହ ଦେବାଶିଷ ସାମନ୍ତରାୟ ରାଜ୍ୟ ସଭା ସଦସ୍ୟ ପଦରୁ ସୋମବାର ଇସ୍ତଫା ଦେଇ ଦେବା ପରେ ଅନେକ ରାଜନୈତିକ ଚର୍ଚ୍ଚା ହେଉଛି। ତାଙ୍କ…

୫ ସୁଦ୍ଧା ଦିଲ୍ଲୀ ଜିମ୍‌ଖାନା ପରିସର ଦଖଲକୁ ନିଆଯିବ ନାହିଁ

ନୂଆଦିଲ୍ଲୀ,୨୭ା୫: ଔପନିବେଶୀୟ ଯୁଗରୁ ରହିଆସିଥିବା ଦିଲ୍ଲୀ ଜିମ୍‌ଖାନା ପରିସରକୁ କେନ୍ଦ୍ର ସରକାର ଜୁନ୍‌ ୫ ସୁଦ୍ଧା ବଳପୂର୍ବକ ଦଖଲକୁ ନେବେ ନାହିଁ ବୋଲି ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟଙ୍କୁ…

ପରାଜୟ ପରେ ମମତାଙ୍କୁଠୁ ଦୂରୋଉଛନ୍ତି କର୍ମୀ, ଇସ୍ତଫା ଦେଲେ ୧୦୦ କାଉନସିଲର

କୋଲକାତା,୨୭ା୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପରାଜୟ ପରେ ନେତା ଓ କର୍ମୀମାନେ ଦଳରୁ ଦୂରେଇବା ଆରମ୍ଭ କରିଛନ୍ତି। ଏମ୍‌ପି କାକୋଲି…

OAS ପରୀକ୍ଷାରେ କମାଲ୍‌ କଲେ ଦେବଗଡର ପିୟୁଷ: ଦ୍ୱିତୀୟ ପ୍ରଚେଷ୍ଟାରେ ହାସଲ କଲେ ସଫଳତା

ଦେବଗଡ଼, ୨୭।୫(ଶଶାଙ୍କ ଶେଖର ଝାଙ୍କର): ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓସିଏସ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି । ଦେବଗଡ ସହରର ପିୟୁଷ ସାହୁ ୪୦…

ଜୁନ୍‌ ୧ରୁ ଅଗ୍ନିପଥ ଯୋଜନା:ଜାଣନ୍ତୁ କେମିତି କରିବେ ଆବେଦନ

କଟକ,୨୭।୫(କାର୍ତ୍ତିକ ସାହୁ):ଭାରତୀୟ ସେନାରେ ନିଯୁକ୍ତି ପାଇଁ ଅଗ୍ନିପଥ ଯୋଜନା ଏବଂ ନିୟମିତ କ୍ୟାଡ୍‌ର ଅନ୍‌ଲାଇନ ସାଧାରଣ ପ୍ରବେଶିକା ପରୀକ୍ଷା ଆସନ୍ତା ଜୁନ ୧ରୁ ୧୨ ତାରିଖ ପର୍ଯ୍ୟନ୍ତ…

ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ, ଅଭିଯୁକ୍ତ ଗିରଫ

ହାଟଡିହୀ/ଛେନାପଦୀ,୨୭l୫(ଶୁଭକାନ୍ତ ନାୟକ/ନିରାକାର ପରିଡା): ଗତ ମାର୍ଚ୍ଚ ମାସ ୩୦ ତାରିଖ ବିଳମ୍ବିତ ରାତିରେ କେନ୍ଦୁଝର ଜିଲା ନନ୍ଦିପଦା ଥାନାର ଜଣେ କାର୍ଯ୍ୟରତ ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ ଅଭିଯୋଗରେ…

କନ୍ୟା ଆସିଲେନି, ଫେରିଲେ ୪୨ ବର, ପୂରା ଘଟଣା ଜାଣିଲେ…

ଭୋପାଳ,୨୭ା୫: ବିବାହର ସ୍ବପ୍ନ ଦେଖାଇ ୪୨ଜଣ ଯୁବକଙ୍କଠାରୁ ଟଙ୍କା ଆଦାୟ କଲେ। ଏପରି କି ବିବାହ ପାଇଁ ଦିନ ଏବଂ ସ୍ଥାନ ଧାର୍ଯ୍ୟ କରି ଡକାଇଲେ। ସେହି…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri