Posted inଫୁରସତ

ଏମିତି ଦେଶ, ଯେଉଁଠି ଜଣେ ଦୋଷ କଲେ ୩ ପିଢ଼ିଙ୍କୁ ମିଳିଥାଏ ଦଣ୍ଡ

ପ୍ୟୋଙ୍ଗ୍‌ୟାଙ୍ଗ୍‌,୧୯।୪: ବିଶ୍ୱରେ ଅନେକ ଦେଶ ରହିଛି। ଯେଉଁଠାରେ ନୀତି, ନିୟମ ମଧ୍ୟ ଭିନ୍ନ ରହିଥାଏ। କିନ୍ତୁ ଏପରି ଏକ ଦେଶ ଅଛି, ଯେଉଁଠି କିଛି ଅଜବ ନିୟମ ରହିଛି। ଏପରି ଦେଶ ହେଉଛି ଉତ୍ତରକୋରିଆ। ଏଠାରେ ଏକଛତ୍ରବାଦୀ ଶାସନ ଚାଲିଥାଏ। ଏହି ଦେଶରେ ଆଜି ମଧ୍ୟ ଗଣତନ୍ତ୍ର ନାହିଁ। ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ତାଙ୍କ ଦେଶର ନାଗରିକଙ୍କ ପାଇଁ ସମସ୍ତ ନିୟମ ସ୍ଥିର କରିଥାନ୍ତି। ଯଦି ଜଣେ ନାଗରିକ କୌଣସି ଅପରାଧରେ ସମ୍ପୃକ୍ତ ଥିବା ଜଣାପଡ଼ନ୍ତି ବା ଦୋଷୀ ସାବ୍ୟସ୍ତ ହୁଅନ୍ତି, ତେବେ ସେ ଦଣ୍ଡିତ ହେବା ସହିତ ତାଙ୍କର ଭବିଷ୍ୟତ ତିନି ପିଢ଼ିକୁ ମଧ୍ୟ ଏହି ଦଣ୍ଡର ସମ୍ମୁଖୀନ ହେବାକୁ ପଡ଼ିଥାଏ।

କିମ୍‌ ଜୋଙ୍ଗ୍‌ ତାଙ୍କ ଦେଶବାସୀଙ୍କ ଉପରେ ଏକଛତ୍ରବାଦୀ ଶାସନ ଚଳାନ୍ତି। ତାଙ୍କ ଦ୍ୱାରା ପ୍ରସ୍ତୁତ ସମସ୍ତ ଆଇନ୍‌ ପ୍ରଜୁଯ୍ୟ ଅଟେ। ଏପରିକି ଜିନ୍ସ ପିନ୍ଧିବା, କେଶ କାଟିବାରେ ମଧ୍ୟ କଟକଣା ରହିଛି। ଉତ୍ତର କୋରିଆରେ ଉଭୟ ମହିଳା ଓ ପୁରୁଷଙ୍କୁ ଜିନ୍ସ ପିନ୍ଧିବାକୁ ବାରଣ କରାଯାଇଛି। ଯଦି କେହି ଏହି ନିୟମ ପାଳନ କରେ ନାହିଁ ତେବେ ତାଙ୍କୁ କଠୋର ଦଣ୍ଡରେ ଦଣ୍ଡିତ ହେବାକୁ ପଡ଼ିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ନିଶାର ଖେଳ

ଗଲାକାଲି ରାତିରେ ସପନରେ ଦେଖିଲି ପୁଲିସବାବୁ ଦୋଷୀ ଭାବି ଜଣକୁ ଧରିକି ଜେରା କରୁଛନ୍ତି । ଭୟ ଦେଖେଇ ପିଟି ପିଟି ପଚାରୁଛନ୍ତି… ସତ କହ,...

ଶିକ୍ଷକଙ୍କ କୃଷି ସଂଗ୍ରହାଳୟ

ସଂଗ୍ରହାଳୟ କେବଳ ଜ୍ଞାନର ଗନ୍ତାଘର କି ପାରମ୍ପରିକ ବିରଳ ସାମଗ୍ରୀର ସାଇତା ସମ୍ପଦ ନୁହେଁ ବରଂ ଏହାଦ୍ୱାରା ବହୁ ଜଣାଅଜଣା କଥା ଜାଣିହୁଏ। ଗବେଷଣା ପାର୍ଁଇ...

ଶାଢି ଚିରିବା ପରେ ସେଦିନ ଏମିତି ରାଣ ଖାଇଥିଲେ ଦିଦି

ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ୬୭ ବର୍ଷରେ ପଦାର୍ପଣ କରିଛନ୍ତି। ସେ ଜାନୁୟାରୀ ୧୯୫୫ରେ ପଶ୍ଚିମବଙ୍ଗର ରାଜଧାନୀ କଲିକତା (ବର୍ତ୍ତମାନ କୋଲକାତା)ର ଏକ ବ୍ରାହ୍ମଣ...

ବିମାନ ଦୁର୍ଘଟଣାରେ ୧୦୩ ଲୋକଙ୍କ ହୋଇଥିଲା ମୃତ୍ୟୁ, ବଞ୍ଚି ଯାଇଥିଲେ ଏହି କୁନି ବାଳକ, ଜାଣନ୍ତୁ କିପରି…

କୁହାଯାଏ, ନିମିଷେ ମାତ୍ର ଥିଲେ ପ୍ରାଣ ନ ନେଇ ପାରେ ଜନ୍ତୁରାଣ। ଯଦି ଜୀବନ ଭାଗ୍ୟରେ ଲେଖାଥାଏ, ତେବେ ଯେତେ ବଡ଼ ଦୁର୍ଘଟଣା ହେଲେ ମଧ୍ୟ...

ଅଜବ ବିଶ୍ୱାସର ମନ୍ଦିର

ଲଙ୍କାଗୁଣ୍ଡ ବୋଳିହୋଇ ନିଆଁରେ ଚାଲନ୍ତି ଭକ୍ତ:  ଭାରତର ବିଭିନ୍ନ ମନ୍ଦିରରେ ଭିନ୍ନ ଭିନ୍ନ ପରମ୍ପରା ଦୃଷ୍ଟି ଗୋଚର ହୋଇଥାଏ। ବେଳେବେଳେ ଏହା ଆଧୁନିକ ବିଜ୍ଞାନକୁ ଚ୍ୟାଲେଞ୍ଜ୍‌...

ଗରିବ ପିଲାଙ୍କ ପାଇଁ ଝୁମ୍ପୁଡି ବସ୍ତିରେ ସ୍କୁଲ ଖୋଲିରେ ୧୨ ବର୍ଷର ଛାତ୍ର

ଆର୍ଜେଣ୍ଟିନାର ସାନ୍‌ଜୁଆନ୍‌ ସ୍ଥିତ ୧୨ ବର୍ଷୀୟ ଲିଓନାର୍ଡୋ ନିକାନୋର୍‌ ନିଜେ ପଢ଼ିବା ସହ ଗରିବ, ଅସହାୟ, ନିରାଶ୍ରୟ ପିଲାଙ୍କୁ ପଢ଼ାଇବାର ଏକ ଗୁରୁଦାୟିତ୍ୱ ବହନ କରିଛନ୍ତି।...

ଭାଲୁ ଗୁମ୍ଫାକୁ ଝିଅକୁ ଫୋପାଡିଲେ ମା’, ଆଉ ତା’ପରେ…

ତାସକେଣ୍ଟ,୨।୨: ଜଣେ ମା’ ପାଇଁ, ତାଙ୍କ ଶିଶୁଠାରୁ ଅଧିକ କିଛି ଗୁରୁତ୍ୱପୂର୍ଣ୍ଣ ନୁହେଁ। ପିଲାମାନଙ୍କର ଅସୁବିଧା ସାମ୍ନାରେ, ମା’ ନିଜ ଜୀବନକୁ ମଧ୍ୟ ବଳି ଦେବାକୁ...

ପ୍ରେମିକାଙ୍କଠୁ ଧୋକା ଖାଇବା ପରେ ନିଜ ଚା’ ଦୋକାନର ଏମିତି ନାଁ ରଖିଲେ ପ୍ରେମିକ, ଲୋକେ କରୁଛନ୍ତି ପ୍ରଶଂସା

ଭୋପାଳ,୩୧ା୭: ମଧ୍ୟପ୍ରଦେଶର ବୈତୁଲରେ ଆଜିକାଲି ଏକ ଚା’ ଦୋକାନ ବେଶ୍‌ ଚର୍ଚ୍ଚାରେ ରହିଛି। କାରଣ ଏହି ଚା’ ଦୋକାନର ଅଦ୍ଭୁତ ନାମକରଣକୁ ନେଇ ଚାରିଆଡ଼େ ଚର୍ଚ୍ଚା...

Advertisement
Archives

Model This Week