Posted inଫୁରସତ

ଏମିତି ଦେଶ, ଯେଉଁଠି ରାସ୍ତାରେ ତେଲ ସରିଗଲେ ମିଳିଥାଏ ଜେଲ୍‌ଦଣ୍ଡ

ବର୍ଲିନ୍‌: ବିଶ୍ୱର ବିଭିନ୍ନ ଦେଶରେ ଭିନ୍ନ ଭିନ୍ନ ନୀତି ନିୟମ ପ୍ରଚଳନ ହୋଇଥାଏ। ଏହି ଦେଶଗୁଡ଼ିକ ମଧ୍ୟରୁ ଜର୍ମାନୀ ଅନ୍ୟତମ। ଏହା ଏମିତି ଏକ ଦେଶ, ଯାହାର ଏକଛତ୍ରବାଦୀ ଶାସକ ହିଟଲର ଥିଲେ। ଯେଉଁ କାରଣରୁ ଦ୍ୱିତୀୟ ବିଶ୍ୱଯୁଦ୍ଧ ହୋଇଥିଲା। ଯଦିଓ ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ଏହି ଦେଶ ସମ୍ପୂର୍ଣ୍ଣ ଦେବାଳିଆ ହୋଇଯାଇଥିଲା କିନ୍ତୁ ଆଜି ଏହାକୁ ବିଶ୍ୱର ୧୦ଟି ଶକ୍ତିଶାଳୀ ଦେଶ ମଧ୍ୟରେ ଗଣନା କରାଯାଉଛି। ଆଜିର ଇଞ୍ଜିନିୟରିଂ କ୍ଷେତ୍ରରେ ସମଗ୍ର ବିଶ୍ୱରେ ଯଦି ପ୍ରଥମେ କେଉଁ ଦେଶର ନାମ ଆସୁଥାଏ ତେବେ ତାହା ନିଶ୍ଚିତ ଜର୍ମାନୀ।
ଏହି ଦେଶ ସହିତ ଜଡ଼ିତ ଆହୁରି ଅନେକ କୌତୁହଳପୂର୍ଣ୍ଣ କଥା ରହିଛି। ଯାହା ସମ୍ପର୍କରେ ଜାଣିଲେ ଆଶ୍ଚର୍ଯ୍ୟ ହେବେ। ଜର୍ମାନୀ ହେଉଛି ଏମିତି ଏକ ଦେଶ, ଯେଉଁଠାରେ ରାଜପଥରେ ଦ୍ରୁତ ବେଗରେ ବିନା ଦ୍ୱିଧାରେ ଗାଡ଼ି ଚଳାଇ ପାରିବେ। ଏଥିପାଇଁ କୌଣସି ଦଣ୍ଡବିଧାନ ନାହିଁ। କିନ୍ତୁ ଯଦି ରାସ୍ତା ମଝିରେ ଗାଡ଼ିରୁ ତେଲ ସରିଯାଏ ତେବେ ଏହାକୁ ଅପରାଧ ବୋଲି ଧରାଯାଏ। ଏଥିପାଇଁ ଜେଲଦଣ୍ଡ ଏବଂ ଜରିମାନା ଦେବାକୁ ପଡ଼ିଥାଏ। ଖାଲି ଏତିକି ନୁହେଁ, ଏହି ଦେଶରେ କେହି ଆଡ୍‌ଭାନ୍ସଡ୍‌ ଜନ୍ମଦିନର ଶୁଭେଚ୍ଛା ଜଣାନ୍ତି ନାହିଁ। ଏପରି କଲେ ଏହାକୁ ଅଶୁଭ ବୋଲି ବିବେଚନା କରାଯାଇଥାଏ। ଜନ୍ମଦିନରେ ହିଁ ଶୁଭେଚ୍ଛା ଜଣାଇବାକୁ ପଡ଼ିଥାଏ। ସାଧାରଣତଃ ଫୋନ୍‌ କଲେ ଲୋକେ ହ୍ୟାଲୋ କହିଥାନ୍ତି ମାତ୍ର ଏଠାରେ ହ୍ୟାଲୋ କହିବା ମନା। ନିଜ ନାମ କହି ଫୋନ୍‌ କରିବାକୁ ପଡ଼େ। ଏହି ଦେଶ ସମ୍ପର୍କରେ ଆହୁରି ଅନେକ କୌତୂହଳପୂର୍ଣ୍ଣ କଥା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri