ଏମିତି ନିଆରା ଢଙ୍ଗରେ ପାଳନ୍ତୁ ଦୀପାବଳି

ଦୀପାବଳିକୁ ଏମିତି କିଛି ନିଆରା ଢଙ୍ଗରେ ପାଳନ କରନ୍ତୁ ଯାହା ହୋଇଯିବ ଆପଣଙ୍କ ପାଇଁ ଖାସ୍‌ ….

* ଏହି ଅବସରରେ ଅଭାବୀ ଲୋକଙ୍କୁ କିଛି ଦାନ କରନ୍ତୁ। ଅନାଥ ଶିଶୁ ବା ବେସାହାରା ବୃଦ୍ଧାବୃଦ୍ଧଙ୍କ ସହ ଏହି ଦିନଟିକୁ ପାଳନ କରନ୍ତୁ ଦେଖିବେ ନିଶ୍ଚୟ ଆତ୍ମ ସନ୍ତୋଷ ଲାଭ କରିବେ।

* ପରିବେଶ ପ୍ରଦୂଷଣ କରୁଥିବା ବାଣ କିଣିବା ଏବଂ ଫୁଟାଇବାରେ ଟଙ୍କା ନଷ୍ଟ ନ କରି ବରଂ ଏକ ଗଛ ଲଗେଇବାକୁ ଚେଷ୍ଟା କରନ୍ତୁ ଏବଂ ଘରକୁ ଆସୁଥିବା ଅତିଥିଙ୍କୁ ମଧ୍ୟ ଦିଅନ୍ତୁ ଯାହା ପରିବେଶ ପ୍ରତି ଆପଣଙ୍କର ଏକ ଉଚିତ ଉପହାର ହେବ।

* ନିଜର କୌଣସି ପୁରୁଣା ବନ୍ଧୁ ବା ପ୍ରିୟଜନଙ୍କ ଘରେ ହଠାତ୍‌ ପହଞ୍ଚି ଯାଇ ତାଙ୍କୁ ସପ୍ରାଇଜ ଦିଅନ୍ତୁ। ଅଥବା ବହୁତ ଦିନ ଧରି କଥା ହୋଇନଥିବା ବନ୍ଧୁଙ୍କୁ ଟେକ୍ସଟ୍‌ ମେସେଜ କରିବା ଅପେକ୍ଷା କଲ କରି ଶୁଭେଚ୍ଛା ଜଣାନ୍ତୁ।

* ପରିବାରରେ ଥିବା ବୟୋଜ୍ୟେଷ୍ଠ ସଦସ୍ୟଙ୍କ ସହ ସମୟ ଅତିବାହିତ କରନ୍ତୁ। ସେମାନଙ୍କୁ କିଛି ଛୋଟ ଉପହାର ମଧ୍ୟ ଦେଇପାରିବେ ଯାହାଦ୍ୱାରା ସେମାନେ ନିଜକୁ ସ୍ବତନ୍ତ୍ର ମନେ କରବେ।

* ଘର ସଜେଇବା ପାଇଁ ଦାମୀ କ୍ୟାଣ୍ଡେଲ, ଦୀପ ନ କିଣି ବରଂ ନିଜ ଜୀବନ ଜୀବିକା ପାଇଁ ସଂଘର୍ଷ କରୁଥିବା ଦୀପ ବିକାଳିଙ୍କଠାରୁ ଦୀପ କିଣି ଘର ସଜାଇପାରିବେ।

* ଏହି ଦିନ ଆପଣଙ୍କ ଜୀବନରେ ମୂଲ୍ୟ ରଖୁଥିବା ପ୍ରତ୍ୟେକ ବ୍ୟକ୍ତିଙ୍କୁ ଧନ୍ୟବାଦ ପ୍ରଦାନ କରନ୍ତୁ ଏବଂ ସେମାନଙ୍କ ଉପସ୍ଥିତି ଆପଣଙ୍କ ଜୀବନରେ କ’ଣ ମୂଲ୍ୟ ରଖେ ତାହା ସେମାନଙ୍କୁ ଅବଶ୍ୟ ଜଣାନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

ଡିପଫେକ୍‌ରେ ଗମ୍ଭୀର: ଆପତ୍ତିଜନକ ପୋଷ୍ଟ ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍‌ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri