Posted inଫୁରସତ

ଏମିତି ମନ୍ଦିର ଯେଉଁଠି ପ୍ରସାଦ ବଦଳରେ ଭକ୍ତଙ୍କୁ ଦିଆଯାଏ ଟଙ୍କା, ଅଳଙ୍କାର

ଭାରତରେ ଏମିତି ଅନେକ ମନ୍ଦିର ରହିଛି ଯାହାର ନିଜର ସ୍ବତନ୍ତ୍ରତା ରହିଛି। ସେମିତି ଏକ ମନ୍ଦିର ହେଉଛି ମଧ୍ୟପ୍ରଦେଶର ରତଲାମ ଶହରର ମାଣକରେ ଅବସ୍ଥିତ ମା’ ଲକ୍ଷ୍ମୀଙ୍କ ମନ୍ଦିର। ଏହି ମନ୍ଦିରର ବିଶେଷତ୍ୱ ହେଉଛି ଏଠାରେ ଭକ୍ତଙ୍କୁ ପ୍ରସାଦ ବଦଳରେ ମା’ଙ୍କ ଗହଣା, ଟଙ୍କା ଆଦି ପ୍ରଦାନ କରାଯାଇଥାଏ। ଏଠାକୁ ଆସୁଥିବା ଭକ୍ତମାନେ ସୁନା, ରୂପା, ଟଙ୍କା ନେଇ ଘରକୁ ଫେରିଥାନ୍ତି।
ବର୍ଷର ସବୁ ସମୟରେ ମା’ଙ୍କ ଏହି ମନ୍ଦିରରେ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଥାଏ। ଭକ୍ତମାନେ ଏଠାକୁ ଆସି କୋଟି କୋଟି ଟଙ୍କାର ଅଳଙ୍କାର ମା’ଙ୍କ ପାଦରେ ଚଢ଼ାଇଥାନ୍ତି। ଦୀପାବଳି ସମୟରେ ଅର୍ଥାତ୍‌ ଧନତେରାସ୍‌ରୁ ୫ଦିନ ପର୍ଯ୍ୟନ୍ତ ଏହି ମନ୍ଦିରରେ ଦିପୋତ୍ସବର ଆୟୋଜନ କରାଯାଇଥାଏ। ଏହି ଅବସରରେ ମା’ଙ୍କୁ ଫୁଲ, ଫଳ ପରିବର୍ତ୍ତେ ଭକ୍ତଙ୍କ ଦ୍ୱାରା ଚଢ଼ାଯାଇଥିବା ସୁନା, ରୂପା ଏବଂ ଟଙ୍କାରେ ସଜାଯାଇଥାଏ। ଦୀପାବଳିରେ ମନ୍ଦିରକୁ ଆସୁଥିବା ଭକ୍ତଙ୍କୁ ପ୍ରସାଦ ରୂପେ ଏହି ଟଙ୍କା ଓ ଗହଣା ଦିଆଯାଇଥାଏ। ମନ୍ଦିରରେ ଗହଣା ଓ ଟଙ୍କା ଚଢ଼ାଇବା ପରମ୍ପରା କାହିଁ କେଉଁ କାଳରୁ ଚାଲିଆସୁଛି। ପ୍ରଥମେ ଏଠାର ରାଜା ରାଜ୍ୟର ସମୃଦ୍ଧି ପାଇଁ ମନ୍ଦିରରେ ଧନ ଚଢ଼ାଉଥିଲେ। ପରେ ଭକ୍ତମାନଙ୍କ ଦ୍ୱାରା ଏହି ପରମ୍ପରା ଚାଲିଆସୁଛି। ଏପରି କରିବା ଦ୍ୱାରା ମା’ ଲକ୍ଷ୍ମୀଙ୍କ କୃପା ତାଙ୍କ ପରିବାର ଉପରେ ପଡ଼ିଥାଏ ବୋଲି ବିଶ୍ୱାସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ଡିଜେଏମ କୋର୍ଟରେ ଆତ୍ମସମର୍ପଣ କଲେ ନିଶା ମହାରଣା: ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ପରେ…

ବଲାଙ୍ଗୀର,୧୦।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଚନ୍ଦନଭାଟି ଗାଁର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି।…

ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌: କେମିତି ଜୀବନ ବଞ୍ଚାଇବାକୁ ତଣ୍ଟି ଧରି ଦୌଡୁଛନ୍ତି ସତ୍ୟ, ପଛରେ…

ଭୁବନେଶ୍ୱର,୧୦।୨: ସାମ୍ନାକୁ ଆସିଲା ସତ୍ୟବ୍ରତ ହତ୍ୟା ମାମଲରେ CCTV ସତ। ସିସିଟିଭିରେ କଏଦ୍‌ ହୋଇଛି ସତ୍ୟଙ୍କ ମଡର ମିଷ୍ଟ୍ରି। ବେକ କଟିଯିବା ପରେ ସିସିଟିଭିରେ ସତ୍ୟବ୍ରତ ଦୌଡ଼ି…

ଆସନ୍ତାକାଲି ପଡିଥାନ୍ତା ହାତଗଣ୍ଡି, ଆଜି ଚାଲିଗଲା ଜୀବନ: ଗଛ କାଟିବାବେଳେ…

ରାଜଗାଙ୍ଗପୁର,୧୦।୨: ଆସନ୍ତାକାଲି ଥିଲା ବାହାଘର, ଆଜି ଚାଲିଗଲା ଜୀବନ। ଏଭଳି ଘଟଣା ଘଟିଛି ସୁନ୍ଦରଗଡ ଜିଲା ଲାଞ୍ଜିବନା ଗାଁରେ। ଗଛ କାଟିବା ବେଳେ ୩୩ କେଭି ତାରରେ…

ଉଡ଼ିବ ପାକିସ୍ତାନର ନିଦ, ଆଉ ୧୧୪ ରାଫାଲ୍‌ କିଣିବାକୁ ପ୍ରସ୍ତାବ

ନୂଆଦିଲ୍ଲୀ,୧୦।୨: ଭାରତୀୟ ବାୟୁସେନା ଆଉ ୧୧୪ ରାଫାଲ୍‌ ଯୁଦ୍ଧବିମାନ କିଣିବ। ଏଥିପାଇଁ ବାୟୁସେନା ପକ୍ଷରୁ ଡିଫେନ୍ସ ଆକ୍ୱିଜେଶନ କାଉନ୍‌ସିଲ୍‌(ଡିଏସି)କୁ ପ୍ରସ୍ତାବ ଦିଆଯିବ। ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ ମାକରଁଙ୍କ…

ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ ଘଟଣା: ବଡ଼ ନିଷ୍ପତ୍ତି ନେଲେ ନିଶା, କୋର୍ଟରେ କରିବେ…

ବଲାଙ୍ଗୀର,୧୦।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଚନ୍ଦନଭାଟି ଗାଁର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି।…

ଦୁଃଖ ବଖାଣିଲେ ରାଜପାଲ: କାନ୍ଦି କାନ୍ଦି କହିଲେ…

ବଲିଉଡ ଅଭିନେତା ରାଜପାଲ ଯାଦବ ଆଜିକାଲି ଚେକ ବାଉନ୍ସ ମାମଲାକୁ ନେଇ ଚର୍ଚ୍ଚାରେ ଅଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ପରେ ଅଭିନେତା ର ଦିଲ୍ଲୀର ତିହାର ଜେଲରେ ଆତ୍ମସମର୍ପଣ…

ଧର୍ମଘଟକୁ ମଧ୍ୟାହ୍ନଭୋଜନ ପାଚିକା, ସହାୟିକାଙ୍କ ସମର୍ଥନ

ଭୁବନେଶ୍ୱର,୧୦ା୨: ଆସନ୍ତା ୧୨ ତାରିଖରେ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଧର୍ମଘଟ ଡାକରା ଦିଆଯାଇଛି। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ର ନାମ ପରିବର୍ତ୍ତନକୁ ବିରୋଧ କରିବା ସହ ଶ୍ରମିକ ବିରୋଧୀ…

ନାବାଳିକା ଭଉଣୀକୁ ବ୍ଲାକମେଲ କରି ବଳାତ୍କାର କରିବା ପରେ କରିଥିଲେ ମିଛ ବିବାହ, ଏବେ କୋର୍ଟ ଦେଲେ ଏମିତି ରାୟ

ଅମରାବତୀ,୧୦।୨: ଆନ୍ଧ୍ରପ୍ରଦେଶର କୃଷ୍ଣା ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଜଣେ ଯୁବକ ପ୍ରତାରଣା ଏବଂ ବ୍ଲାକମେଲ ମାଧ୍ୟମରେ ତାଙ୍କ ନିଜ ନାବାଳିକା ଭଉଣୀକୁ ବାରମ୍ବାର ବଳାତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri