Posted inଫୁରସତ

ଏମିତି ମନ୍ଦିର ଯେଉଁଠି ଭଗବାନ ଶିବଙ୍କ ପୂର୍ବରୁ ରାବଣଙ୍କୁ କରାଯାଏ ପୂଜା

ଦୁନିଆରେ ଏମିତି ଅନେକ ମନ୍ଦିର ରହିଛି, ଯାହାର ଭିନ୍ନ ଭିନ୍ନ ବିଶେଷତ୍ୱ ରହିଛି। ହେଲେ ଏମିତି ଏକ ମନ୍ଦିର ରହିଛି ଯେଉଁଠି ଭଗବାନ ଶିବଙ୍କ ପୂର୍ବରୁ ଲଙ୍କେଶ୍ୱର ରାବଣଙ୍କ ପୂଜା ହୋଇଥାଏ। ଏହା ପଛରେ ଏକ କାହାଣୀ ରହିଛି।
ଉଦୟପୁରଠାରୁ ୮୦ କିମି ଦୂରରେ ଅବସ୍ଥିତ ଏକ ପାହାଡ଼ ଉପରେ ରହିଛି ଭଗବାନ ଶିବଙ୍କ ଏକ ବହୁ ପୂରାତନ ମନ୍ଦିର। ପୁରାଣ ଅନୁସାରେ ରାବଣ ଏହି ମନ୍ଦିରର ସ୍ଥାପନା କରିଥିଲେ। ଏହି ସ୍ଥାନରେ ରାବଣ ନିଜ ମୁଣ୍ଡ କାଟି ଅଗ୍ନିକୁଣ୍ଡରେ ଭଗବାନ ଶିବଙ୍କୁ ଅର୍ପିତ କରିଥିଲେ। ସେହି ସମୟରେ ଭଗବାନ ଶିବ ପ୍ରସନ୍ନ ହୋଇ ରାବଣଙ୍କ ନାଭିରେ ଅମୃତ କୁଣ୍ଡ ସ୍ଥାପିତ କରିଥିଲେ ବୋଲି ପୁରାଣରେ ବର୍ଣ୍ଣିତ ରହିଛି। ଏହି ମନ୍ଦିରର ବିଶେଷତ୍ୱ ହେଉଛି ଏଠାରେ ଶିବଙ୍କୁ ପୂଜା କରିବା ପୂର୍ବରୁ ରାବଣଙ୍କ ପୂଜା କରାଯାଇଥାଏ। ଏପରି ନ କଲେ ପୂଜା ବ୍ୟର୍ଥ ହୋଇଥାଏ ବୋଲି ମାନ୍ୟତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଂସଦରେ ଅଦ୍ଭୁତ ଦୃଶ୍ୟ, ମୋଦିଙ୍କ ଭାଷଣ ବିନା…

ନୂଆଦିଲ୍ଲୀ,୫।୨: ରାଷ୍ଟ୍ରପତି ସଂସଦର ମିଳିତ ଅଧିବେଶନକୁ ସମ୍ୱୋଧିତ କରିବା ପରେ, ଆଲୋଚନା ହୁଏ ଏବଂ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ଅଭିଭାଷଣ ରଖାଯାଏ। କିନ୍ତୁ, ଲୋକ ସଭାରେ ହଟ୍ଟଗୋଳ ଯୋଗୁଁ…

‘ପ୍ରଧାନମନ୍ତ୍ରୀଙ୍କ ସହ କିଛି ବି ହୋଇଥାଆନ୍ତା’, କାହିଁକି ଏମିତି କହିଲେ ଓମ ବିର୍ଲା, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୫।୨: ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ସମ୍ପର୍କରେ ଲୋକ ସଭାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭାଷଣ ମୁଲତବୀ କରାଯିବା ଉପରେ ବାଚସ୍ପତି ଓମ ବିର୍ଲା ଅସନ୍ତୋଷ ପ୍ରକାଶ…

ହୋଲି-ଦୀପାବଳିରେ ମାଗଣା ଗ୍ୟାସ ସିଲିଣ୍ଡର; ଜାଣନ୍ତୁ ଆପଣଙ୍କୁ କିପରି ମିଳିବ ଲାଭ…

ନୂଆଦିଲ୍ଲୀ,୫।୨: ଯଦି ଆପଣ ଦିଲ୍ଲୀରେ ରହୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର। ଦିଲ୍ଲୀର ରେଖା ଗୁପ୍ତା ସରକାର ନିଜର ନିର୍ୱାଚନୀ ପ୍ରତିଶ୍ରୁତି ପୂରଣ କରି…

SIR ନେଲାଣି ୧୦୭ ଲୋକଙ୍କ ଜୀବନ

କୋଲକାତା,୫।୨: ଗୁରୁବାର, ଫେବୃଆରୀ ୫, ୨୦୨୬ରେ ପଶ୍ଚିମବଙ୍ଗ ବିଧାନସଭାରେ ଏକ ଜରୁରୀ ପ୍ରସ୍ତାବ ଆଗତ କରାଯାଇଥିଲା। ଏଥିରେ ଦାବି କରାଯାଇଛି ଯେ ସ୍ବତନ୍ତ୍ର ସଘନ ସଂଶୋଧନ (SIR)…

ତତ୍ପରତା ଦେଖାଇଲା ଜିଲା ପ୍ରଶାସନ, ଜେସିବି ମେଶିନ ସାହାଯ୍ୟରେ ହଟାଗଲା ହମ୍ପସ

ବଞ୍ଚୋ,୫ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଜୀବନରେଖା କୁହାଯାଉଥିବା ୨୦ ନମ୍ବର ଜାତୀୟ ରାଜପଥର କୋଳିମାଟି ଛକ ଦୁର୍ଘଟଣାର ହଟ୍‌ସ୍ପଟ୍‌ ପାଲଟିଛି। ଉକ୍ତ ସ୍ଥାନରେ ବାରମ୍ବାର ଦୁର୍ଘଟଣା…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ…

ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍‌ ଝଟ୍‌କା: ଯନ୍ତ୍ରଣାରେ ଛଟ୍‌ପଟ୍‌ ହୋଇ…

ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri