Posted inଖେଳ

ଏମିତି ରେକର୍ଡ କରିବାରେ ରସ୍‌ ଟେଲର ବିଶ୍ୱର ପ୍ରଥମ ଖେଳାଳି

ୱେଲିଂଟନ,୨୧।୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଦୁଇମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଏହି ମ୍ୟାଚରେ ନ୍ୟୁଜିଲାଣ୍ଡର ଅଭିଜ୍ଞ ବ୍ୟାଟ୍ସମ୍ୟାନ୍‌ ରସ୍‌ ଟେଲର୍‌ ଏକ ନିଆରା ରେକର୍ଡର ଅଧିକାରୀ ହୋଇଛନ୍ତି। କ୍ରିକେଟର ତିନିଟି ଫର୍ମାଟ ଏକଦିବସୀୟ, ଟେଷ୍‌ ଏବଂ ଟି-୨୦ରେ ୧୦୦-୧୦୦ ମ୍ୟାଚ୍‌ ଖେଳିବାରେ ବିଶ୍ୱର ପ୍ରଥମ ଖେଲାଳି ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଭାରତ ବିପକ୍ଷରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ରସ୍‌ କ୍ୟାରିୟର ୧୦୦ତମ ଟେଷ୍ଟ ମ୍ୟାଚ୍‌ ଖେଳୁଛନ୍ତି। ପୂର୍ବରୁ ସେ କିଓ୍ବି ଟିମ୍‌ ପାଇଁ ୨୩୧ଟି ଏକଦିବସୀୟ ମ୍ୟାଚ୍‌ ଏବଂ ୧୦୦ଟି ଟି୨୦ ମ୍ୟାଚ୍‌ ଖେଳିସାରିଛନ୍ତି। ଟେଲର୍‌ ନ୍ୟୁଜିଲାଣ୍ଡ ପାଇଁ ୧୦୦ଟି ଟେଷ୍ଟ ଖେଲିବାରେ ଚତୁର୍ଥ ଖେଲାଳି ହୋଇପାରିଛନ୍ତି। ଓ୍ବେଲିଂଟନରେ ୧୦୦ତମ ଟେଷ୍ଟ ମ୍ୟାଚ୍‌ ଖେଳୁଥିବା ଟେଲର୍‌ ମ୍ୟାଚ୍‌ ପୂର୍ବରୁ ନିଜ ୩ ପିଲାଙ୍କୁ ଧରି ପଡିଆକୁ ଆସିଥିଲେ। ସୂନଚାଯୋଗ୍ୟ,ରସ୍‌ ଟେଲର ୧୦୦ଟି ଟେଷ୍ଟରୁ ୭,୭୧୪ ରନ୍‌, ୨୩୧ଟି ଏକଦିବସୀୟ ମ୍ୟାଚ୍‌ରୁ ୮,୫୭୦ ରନ୍‌ ଏବଂ ୧୦୦ଟି ଟି୨୦ ମ୍ୟାଚରୁ ୧,୯୦୯ ରନ୍‌ ସଂଗ୍ରହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ

ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri