ଏମିତି ଶିବଲିଙ୍ଗ ଯାହାର ଚାରିପଟେ ଥରେ ବୁଲିଆସିବାକୁ ଲାଗେ ୧୫ ଦିନ…

ଏପରି ଏକ ଶିବମନ୍ଦିର ଯାହା ମନ୍ଦିର ପାଇଁ ନୁହେଁ ବରଂ ଶିବଲିଙ୍ଗ ଲାଗି ପ୍ରସିଦ୍ଧ ଲାଭ କରିଛି। ଲୋକମାନଙ୍କୁ ଏହି ଶିବଲିଙ୍ଗ ଚାରିପଟେ ପରିକ୍ରମା କରିବାକୁ ପ୍ରାୟ ୧୫ ଦିନ ଲାଗିଥାଏ। ଲୋକେ ଏହି ସ୍ଥାନକୁ ସ୍ବର୍ଗପ୍ରାପ୍ତିର କେନ୍ଦ୍ର ବୋଲି ମାନିଥାନ୍ତି। ପ୍ରକୃତରେ ଏହା ଏକ ଶିମଶିଖର। ହିମାଳୟର ଗଙ୍ଗୋତ୍ରୀ ନିକଟରେ ଅବସ୍ଥିତ ପାହାଡର ସର୍ବୋଚ୍ଚ ଶିଖରରେ ଥିବା ଏହି ଶିବଲିଙ୍ଗ ଚତୁଃପାଶର୍‌ବରେ ଶ୍ରଦ୍ଧାଳୁମାନେ ପରିକ୍ରମା କରିଥାନ୍ତି। ଏହି ହିମଶିଖରର ଉଚ୍ଚତା ୬,୫୪୩ ମିଟର। ଏହା ଶିବଲିଙ୍ଗଙ୍କ ଚତୁଃପାର୍ଶ୍ୱରେ ବୁଲିବା ପାଇଁ ୧୨ ରୁ ୧୫ ଦିନ ଲାଗିଥାଏ। ଏଠାରେ ମହାପ୍ରଭୁ ଶିବଙ୍କ ଦର୍ଶନ କରିବାର ଖୁବ୍‌ ମାନ୍ୟତା ରହିଛି। ପ୍ରଭୁ ଭକ୍ତଙ୍କ କାମନା ପୂରଣ କରିଥାନ୍ତି ସ୍ଥାନୀୟ ଲୋକଙ୍କର ବିଶ୍ୱାସ ଅଛି। ଏହି ହିମଶିଖରରେ ଏକ ଶିବ ମନ୍ଦିର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ବାହାରେ ଜଗନ୍ନାଥ ମନ୍ଦିର

ଜଗତରନାଥ ଶ୍ରୀଜଗନ୍ନାଥଙ୍କର ମହିମା କାହାକୁ ବା ଅଗୋଚର। ତାଙ୍କର ଆଶିଷ ଟିକେ ପାଇବାକୁ ଆଉ ତାଙ୍କର ଦର୍ଶନ ଟିକେ ଲଭିବାକୁ ପ୍ରତିଦିନ ଦେଶବିଦେଶରୁ ଭକ୍ତଗଣ ତାଙ୍କ...

ତମାଖୁ ଦ୍ରବ୍ୟରୁ ପ୍ରତିବର୍ଷ ୧.୭ ଲକ୍ଷ ଟନ ବର୍ଜ୍ୟବସ୍ତୁ, ୮୨ ହଜାର ପ୍ଲାଷ୍ଟିକ କଣିକା ପ୍ରବେଶ କରୁଛି ମାନବ ଶରୀରରେ…

ନୂଆଦିଲ୍ଲୀ,୧।୬ : ତମାଖୁ ଦ୍ରବ୍ୟରୁ ପ୍ରତିବର୍ଷ ୧.୭ ଲକ୍ଷ ଟନ ବର୍ଜ୍ୟବସ୍ତୁ ସୃଷ୍ଟି ହୋଇଥାଏ। ଏହା ଦ୍ୱାରା ୮୨ ହଜାର ପ୍ଲାଷ୍ଟିକ କଣିକା ମାନବ ଶରୀରକୁ...

ବାଘକୁ ଚକମା ଦେଇ ଚାଲିଗଲା ମୟୂର, ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

ଏନଡିଏରେ ସାମିଲ ହେବେ ଚିରାଗ ପାସୱାନ, ନଡ୍ଡା କହିଲେ ପରିବାରକୁ ସ୍ବାଗତ

ନୂଆଦିଲ୍ଲୀ,୧୮।୭: ଲୋକ ସଭା ନିର୍ବାଚନ ୨୦୨୪ ପୂର୍ବରୁ ଅନ୍ୟ ଏକ ଦଳ ଏନଡିଏରେ ଯୋଗ ଦେଇଛନ୍ତି। ଚିରାଗ ପାସୱାନ ଏନଡିଏରେ ସାମିଲ ହେବାକୁ ନିଷ୍ପତ୍ତି ନେଇଛନ୍ତି।...

ନିୟମ ନ ମାନିଲେ ପରିଣାମ ଭୋଗିବେ ବାବୁ

ନୂଆଦିଲ୍ଲୀ,୧୪ା୬: ସର୍ବଭାରତୀୟ ସେବା (ଏଆଇଏସ୍‌) ଅଧୀନରେ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌), ଭାରତୀୟ ପୋଲିସ ସେବା (ଆଇପିଏସ୍‌) ଏବଂ ଭାରତୀୟ ଜଙ୍ଗଲ ସେବା (ଆଇଏଫ୍‌ଓଏସ୍‌) ରହିଛି।...

ଗାଁରେ ପୂର୍ବରୁ ଥିଲେ ୨୦୦ ଲୋକ, ଏବେ ରହୁଛନ୍ତି ଜଣେ: ଚକିତ କରିପାରେ କାରଣ..

ପ୍ରତ୍ୟେକ ଦେଶରେ ସହର ଏବଂ ଗାଁ ଦେଖିବାକୁ ମିଳିଥାଏ। ସହରୀ ଜୀବନ ଧାଁ ଧଉଡ଼ରେ କଟୁଥିବାବେଳେ ଗାଁରେ ରହିଥାଏ ନୈସର୍ଗିକ ସୁଖ। କିନ୍ତୁ ରୋଜଗାର ଆଶାରେ...

କର୍ନାଟକରେ ପ୍ରଧାନମନ୍ତ୍ରୀଙ୍କ ରୋଡ ଶୋ, ଫୁଲ ବର୍ଷା କଲେ ଲୋକେ…

ବେଙ୍ଗାଲୁରୁ,୧୨।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିନ କର୍ନାଟକର ମହୀଶୂରରେ ୧୬ ହଜାର କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପର ଉଦଘାଟନ କରିବେ। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ...

କଂଗ୍ରେସ ଜାରି କଲା ଷ୍ଟାର ପ୍ରଚାରକଙ୍କ ତାଲିକା

ନୂଆଦିଲ୍ଲୀ,୨୨।୧: ଦିଲ୍ଲୀ ନିର୍ବାଚନ ପ୍ରଚାର ପାଇଁ ବୁଧବାର କଂଗ୍ରେସ ପକ୍ଷରୁ ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ପୂର୍ବତନ କ୍ରିକେଟର ତଥା କଂଗ୍ରେସ...

Advertisement
Archives

Model This Week