Posted inରାଜ୍ୟ

ଏମ୍‌ଏଲ୍‌ଏଙ୍କ ସ୍ତ୍ରୀ/ସ୍ବାମୀଙ୍କୁ ମିଳିବ ସ୍ବାସ୍ଥ୍ୟବୀମା

ଭୁବନେଶ୍ୱର, ୧୬ା୨ (ବ୍ୟୁରୋ): ଓଡ଼ିଶା ବିଧାନସଭାର ସଭ୍ୟମାନଙ୍କ ସହ ସେମାନଙ୍କ ସ୍ତ୍ରୀ/ସ୍ବାମୀଙ୍କୁ ମଧ୍ୟ ସ୍ବାସ୍ଥ୍ୟବୀମା ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଛି । ଏ ସମ୍ପର୍କରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସରକାରଙ୍କୁ ପ୍ରସ୍ତାବ ଦେଇଥିଲେ । ଏହି ପ୍ରସ୍ତାବକୁ ଅର୍ଥ ବିଭାଗ ଗ୍ରହଣ କରିଛି। ଏଥି ପୂର୍ବରୁ ପୂର୍ବତନ ଏମ୍‌ଏଲ୍‌ଏମାନେ ମଧ୍ୟ ଏହି ଯୋଜନାରେ ଅନ୍ତର୍ଭୁକ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଧାନକିଣା ଅବ୍ୟବସ୍ଥା, ଦୁର୍ନୀତି ରୋକିବାକୁ ପଦକ୍ଷେପ ନିଅ’

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ରାଜ୍ୟ ଭାଜପାର ଏକ ପ୍ରତିନିଧି ମଣ୍ଡଳୀ ବୁଧବାର କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ ଭେଟିଛନ୍ତି। ଓଡ଼ିଶାରେ ଧାନ ସଂଗ୍ରହରେ ରାଜ୍ୟ...

ରଥଯାତ୍ରା ନୀତି ନିର୍ଘଣ୍ଟ ନେଇ ବସିଲା ପରିଚାଳନା କମିଟି ବୈଠକ

ପୁରୀ ଅଫିସ, ୭।୬: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ମଙ୍ଗଳବାର ହୋଇଛି। ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଏହି ବୈଠକ ଚାଲିଛି । ବୈଠକରେ...

ଶିଷ୍ୟଙ୍କ ସହ ୩ ରଥରେ ବିଗ୍ରହମାନଙ୍କୁ ଦର୍ଶନକଲେ ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ, ୨୩।୬: କଟକଣାଯୁକ୍ତ ରଥଯାତ୍ରା ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତି ପରେ ଚଳଚଞ୍ଚଳ ହୋଇଉଠିଛି ବଡ଼ଦାଣ୍ଡ। ସକାଳୁ ସକାଳୁ ଶେଷ ହୋଇଛି ଚତୁର୍ଦ୍ଦା ମୂର୍ତ୍ତିଙ୍କ ପହଣ୍ଡି...

ରାଜ୍ୟ ସଭାକୁ ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ୩ ନେତା

ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟ ସଭାକୁ ନିର୍ନ୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି ୩ ନେତା। ବିଜେଡିର ଅମର ପଟ୍ଟନାୟକ ଓ ସସ୍ମିତପାତ୍ର ଏବଂ ଭାଜପାର ଅଶ୍ୱିନୀ ବୈଷ୍ଣବଙ୍କୁ ରିଟର୍ଣ୍ଣିଂ ଅଫିସର...

ମରଣଯନ୍ତା ପାଲଟିଛି ୪୯ନଂ ଜାତୀୟ ରାଜପଥ: ଦ୍ୱାରସୁଣୀ ଘାଟିରେ ବସ୍‌କୁ ଧକ୍କା ଦେଇ ଖସିପଡ଼ିଲା ଟ୍ରକ୍‌; ୨ ଗୁରୁତର, ୫ ଆହତ

ବାଙ୍ଗିରିପୋଷି,୪।୩(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲାର ବାଙ୍ଗିରିପୋଷି ଦେଇ ଯାଇଥିବା ୪୯ନଂ ଜାତୀୟ ରାଜପଥ ପାଲଟିଛି ମରଣଯନ୍ତା। କିଛିଦିନ ହେଲା ଏଠାରେ ଗୋଟିଏ ପରେ ଗୋଟିଏ ଦୁର୍ଘଟଣା ଘଟୁଥିବା...

ତାଲିକାରେ ନାଁ ଅଛି, ମିଳୁନି ଆବାସ

ତେନ୍ତୁଳିଖୁଣ୍ଟି,୨୫।୨(ଡି.ଏନ.ଏ) ପ୍ରଧାନମନ୍ତ୍ରୀ ଆବାସ ପାଇଁ ଚୟନ ତାଲିକାରେ ନାମ ଅଛି,ତଥାପି ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ମିଳୁନି। ବାଧ୍ୟ ହୋଇ ଭଙ୍ଗା ଦଦରା ଘରେ ରହୁଛନ୍ତି ହିତାଧିକାରୀ। ଏହିପରି...

ଅସୁରକ୍ଷିତ ବୌଦ୍ଧ ହୀରକ ତ୍ରିଭୁଜ

ଚଣ୍ଡିଖୋଲ,୧ା୧୦(ଡି.ଏନ.ଏ.): ବିଶ୍ୱପ୍ରସିଦ୍ଧ ବୌଦ୍ଧ ପୀଠ ହୀରକ ତ୍ରିଭୁଜ ନାମରେ ଖ୍ୟାତ ଉଦୟଗିରି, ଲଳିତଗିରି ଓ ରତ୍ନଗିରି ଦିନକୁ ଦିନ ଅସୁରକ୍ଷିତ ହୋଇ ପଡୁଛି। ଏହି ବୌଦ୍ଧ...

ଫଟୋ ଉଠାଇ ଚର୍ଚ୍ଚାରେ ଗଞ୍ଜାମ ଜିଲାପାଳ

ଗଞ୍ଜାମ,୧୫।(ଡି.ଏନ.ଏ): ଗଞ୍ଜାମ ସହରଠାରୁ କିଛି ଦୂରରେ ଥିବା ଐତିହାସିକ ପୋତାଗଡ଼ ଉନ୍ନତିକରଣ କାର୍ଯ୍ୟ ଜୋରସୋରରେ ଚାଲିଛି।ଏହାକୁ ତଦାରଖ କରୁଛନ୍ତି ଖୋଦ ଗଞ୍ଜାମ ଜିଲାପାଳ ବିଜୟ ଅମୃତ...

Advertisement
Archives

Model This Week