ଏମ୍‌ଏଲ୍‌ଏ ଲାଡ୍‌ ଫଣ୍ଡ ସ୍ଥଗିତଲାଗି ପ୍ରସ୍ତାବ ଦେଲେ ବିରୋଧୀ ଦଳ ନେତା

ଭୁବନେଶ୍ୱର, ୭।୪( ବ୍ୟୁରୋ): ରାଜ୍ୟର ସବୁ ବିଧାୟକଙ୍କ ହାତପାଣ୍ଠି ବା ଏମ୍‌ଏଲ୍‌ଏ ଲାଡ୍‌ ଫଣ୍ଡକୁ ଆସନ୍ତା ୨ ବର୍ଷ ଲାଗି ବନ୍ଦ କରାଯାଉ। ଏ ନେଇ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ମଙ୍ଗଳବାର ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଛନ୍ତି।
ସେ କହିଛନ୍ତି ଯେ, କରୋନା ମୁକାବିଲା ଲାଗି ସାରା ଦେଶ ଓ ରାଜ୍ୟ ଏକ ମନ ଓ ଏକ ପ୍ରାଣରେ ଲଢ଼େଇ କରୁଛି। ବର୍ତ୍ତମାନ ଘଡ଼ିସନ୍ଧି ମୁହୂର୍ତ୍ତରେ ଲୋକପ୍ରତିନିନିଧିମାନଙ୍କର ବଡ଼ ଭୂମିକା ରହିଛି। ତେଣୁ ରାଜ୍ୟର ବିଧାୟକ ଓ ମନ୍ତ୍ରୀଙ୍କ ଦରମା ୩୦ ପ୍ରତିଶତ କମ୍‌ କରିବାକୁ ସେ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଛନ୍ତି।
ସୋମବାର କେନ୍ଦ୍ର ସରକାର ଏମ୍‌ପିମାନଙ୍କ ପାଇଁ ଏହି ପ୍ରସ୍ତାବ ଲାଗୁ କରିଥିଲେ। କେନ୍ଦ୍ରର ଏହି ବ୍ୟବସ୍ଥା ରାଜ୍ୟରେ ଅନୁରୂପ ଭାବେ ଲାଗୁ କରାଯାଉ ବୋଲି ବିରୋଧୀ ଦଳ ନେତା କହିଛନ୍ତି। ସେହିପରି ସରକାରୀ ସଂସ୍ଥାର ଅଧ୍ୟକ୍ଷ ଥିବା ରାଜନୈତିକ ବ୍ୟକ୍ତିଙ୍କ ଦରମା କମାଯାଉ। ଏହି ଅର୍ଥକୁ କରୋନା ମୁକାବିଲାରେ ଖର୍ଚ୍ଚ କରାଯାଉ। ଏମ୍‌ପି ପାଣ୍ଠି ବନ୍ଦ ଲାଗି କେନ୍ଦ୍ରର ନିଷ୍ପତ୍ତି ଆଧାରରେ ପ୍ରଦୀପ୍ତ ନାଏକ ପ୍ରସ୍ତାବ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନଓ୍ବାଡି ପିଲାଙ୍କୁ ମିଳିବ ଚୁନାମାଛ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ଅଙ୍ଗନଓ୍ବାଡି ପିଲାଙ୍କୁ ସୁଷମ ଖାଦ୍ୟ ଦିଆଯାଉଥିଲା। ତେବେ ପୃଷ୍ଟି ପାଇଁ ସେମାନଙ୍କୁ ଅଣ୍ଡା, ଛତୁଆ ଦିଆଯାଉଥିବା ବେଳେ ଏହି ତାଲିକାରେ ବର୍ତ୍ତମାନ ଚୁନାମାଛ ସାମିଲ୍‌...

ଭଞ୍ଜନଗର ସହରରେ ଜବରଦଖଲ ଉଚ୍ଛେଦ

ଭଞ୍ଜନଗର,୩୦।୮(ଡି.ଏନ.ଏ)- ବହୁ ପ୍ରତିକ୍ଷିତ ଭଞ୍ଜନଗର ଏନ୍‌ଏସିର ଖଲାସି ସାହିରୁ ଗୁରୁବାର ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଛି। ଉଚ୍ଛେଦ ଆରମ୍ଭ ସମୟରେ ସାମାନ୍ୟ ଉତ୍ତେଜନା ପ୍ରକାଶ ପାଇଥିଲା।...

ବିଧାୟକ ପ୍ରଦୀପ ପାଣିଗ୍ରାହୀ ବିଜେଡିରୁ ବହିଷ୍କୃତ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ବିଜେଡିରୁ ବହିଷ୍କୃତ ହେଲେ ଗଞ୍ଜାମ ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀ। ତାଙ୍କୁ ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ କରାଯାଇଛି। ଜନ...

ଆଜିଠୁ କାର୍ତ୍ତିକ ବ୍ରତ: ମହାପ୍ରସାଦ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା

ପୁରୀ ଅଫିସ,୧ା୧୧: ରବିବାରଠାରୁ କାର୍ତ୍ତିକ ମାସ ଆରମ୍ଭ ହେଉଛି। ପ୍ରତିବର୍ଷ କାର୍ତ୍ତିକ ମାସରେ ବହୁ ସଂଖ୍ୟାରେ ହବିଷିଆଳି ପୁରୀ ଆସି ମାସାଧିକ କାଳ ରହି କାର୍ତ୍ତିକ...

ଦିନକର ଦରମା ଦେବେ ସଚିିବାଳୟ କର୍ମଚାରୀ

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ସ୍ବତନ୍ତ୍ର ପାଣ୍ଠି ସଂଗ୍ରହ କରୁଛନ୍ତି। ବିଭିନ୍ନ ସଂସ୍ଥା ଓ ବ୍ୟକ୍ତିବିଶେଷ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସିଧାସଳଖ...

ଏୟାର ଇଣ୍ଡିଆର ଦିଲ୍ଲୀ-ଲୁଧିଆନା ବିମାନ ଯାତ୍ରୀ କରୋନା ପଜିଟିଭ୍‌: କ୍ୱାରାଣ୍ଟାଇନ୍‌ରେ ୩୬ ଯାତ୍ରୀ-୪ କର୍ମଚାରୀ

ନୂଆଦିଲ୍ଲୀ,୨୭।୫: ଦିଲ୍ଲୀ-ଲୁଧିଆନା ଏୟାର ଇଣ୍ଡିଆ ବିମାନର ଜଣେ ଯାତ୍ରୀଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ରିପୋର୍ଟ ମିଳିବା ପରେ ଯାତ୍ରୀ ଜଣଙ୍କ ଯାତ୍ରା...

ଅକ୍ଟୋବର ୨ରୁ ‘ସବ୍‌କୀ ଯୋଜନା ସବ୍‌କା ବିକାଶ’ ଅଭିଯାନ: ଗ୍ରାମାଞ୍ଚଳରୁ ଦାରିଦ୍ର୍ୟ ହଟିବ

ଭୁବନେଶ୍ୱର,୧ା୯(ବ୍ୟୁରୋ): ଗ୍ରାମାଞ୍ଚଳର ଗରିବ ଲୋକଙ୍କୁ ଦାରିଦ୍ର୍ୟରୁ ମୁକ୍ତ କରି ଆର୍ଥିକ ସ୍ବଚ୍ଛଳ ବର୍ଗରେ ପରିଣତ କରିବାକୁ କେନ୍ଦ୍ର ସରକାର ‘ସବ୍‌କୀ ଯୋଜନା ସବ୍‌କା ବିକାଶ’ ଅଭିଯାନ...

ନିସାହା ତୁଳସାକୁଁ ସାହାଯ୍‌ କଲା ଓଁଶ୍ରୀ ଯୁବକ ସଂଘ

  ମୋହନଗିରି,୧୦।୧୨(ଡି.ଏନ.ଏ.)- କଳାହାଣ୍ଡି ଜିଲା ମ.ରାମପୁର ବ୍ଲକ ମୋହନଗିରି ୨ ନମ୍ବର ଓ୍ବାର୍ଡର ତୁଳସା ନନ୍ଦ(୪୮)। ଆଏଜ୍‌କେ ୧୮ ଦିନ୍‌ ହେଲା ଘରର ପିଁଢ଼ାରୁ ପଡ଼ି...

Advertisement


Archives

Model This Week