ଏମ୍‌ଏସ୍‌ଏମ୍‌ଇ ପାଇଁ ଆସିପାରେ ଷ୍ଟ୍ରେସ୍‌ ଆସେଟ୍‌ ଫଣ୍ଡ

ନୂଆଦିଲ୍ଲୀ,୨୫-୧୨: ଦେଶର ଏମ୍‌ଏସ୍‌ଏମ୍‌ଇଗୁଡିକୁ ସହାୟତା କରିବା ଲାଗି ଏକ ଷ୍ଟ୍ରେସ ଆସେଟ୍‌ ଫଣ୍ଡ ସରକାର ଗଠନ କରିପାରନ୍ତି। ଏହାକୁ ୫୦୦୦ କୋଟି ଟଙ୍କା ପୁଞ୍ଜି ସହାୟତାରେ ଗଠନ କରାଯିବା ନେଇ ରିଜର୍ଭ ବ୍ୟାଙ୍କ ଇଣ୍ଡିଆର କମିଟି ପ୍ରସ୍ତାବ ରଖିଛି। ବର୍ତ୍ତମାନ କେନ୍ଦ୍ର ସରକାରଙ୍କ ବିତ୍ତୀୟ ସ୍ଥିତି ପ୍ରଭାବିତ ଥିବାରୁ ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ର ଲାଗି ପ୍ରଦାନ କରାଯାଉଥିବା ଅର୍ଥକୁ କିଛି ଅର୍ଥ କାଟି ଏହି ପାଣ୍ଠି ଲାଗି ଅର୍ଥ ଦିଆଯାଇ ପାରେ ବୋଲି ପ୍ରକ୍ରିୟା ସହ ଜଡିତ ଜଣେ ଅଧିକାରୀ କହିଛନ୍ତି। ସୂଚନା ଯୋଗ୍ୟ, ବିମୁଦ୍ରୀକରଣ ପରେ କ୍ଷୁଦ୍ର ସଂସ୍ଥାଗୁଡିକ ନଗଦ କ୍ଷେତ୍ରରେ ନାନା ସମସ୍ୟା ସମ୍ନା କରିବା ପରେ ସରକାର ୟୁ.କେ. ସିହ୍ନା କମିଟି ଗଠନ କରିଥିଲେ। ମାତ୍ର ଅର୍ଥ ଅଭାବ ଯୋଗୁ କମିଟିର ପ୍ରସ୍ତାବକୁ ଏବେ ଯାଏ ଲାଗୁ କରାଯାଇ ପାରିନାହିଁ। କମିଟି ପ୍ରସ୍ତାବକୁ ଆଗାମୀ ୧୫ ଦିନ ମଧ୍ୟରେ କାର୍ଯ୍ୟକାରୀ କରିବାକୁ କେନ୍ଦ୍ର ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ନୀତିନ ଗଡକରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ଅଟୋ ସେକ୍ଟର ହେବ ମାଲାମାଲ! ସରକାର ୪,୦୦୦ କୋଟି ଯୋଜନା…

ନୂଆଦିଲ୍ଲୀ,୪।୮: ଭାରତୀୟ ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ଏକ ପ୍ରମୁଖ ପ୍ରଯୁକ୍ତିବିଦ୍ୟା ଏବଂ ସାଂରଚନିକ ପରିବର୍ତ୍ତନ ଦେଇ ଗତି କରୁଛି। ବୈଦ୍ୟୁତିକ ଯାନ (EVs) ପାଇଁ ବର୍ଦ୍ଧିତ ଚାହିଦା…

୧୬ ଅଗଷ୍ଟ ସୁଦ୍ଧା ସାରିଦିଅନ୍ତୁ ଏହି କାମ, ନଚେତ୍ ମିଳିନପାରେ ଗ୍ୟାସ ସିଲିଣ୍ଡର

ନୂଆଦିଲ୍ଲୀ,୪।୮: ଏଲପିଜି ଗ୍ରାହକମାନେ ଅଗଷ୍ଟ ୧୫ ପୂର୍ବରୁ ସେମାନଙ୍କର ଇ-କେୱାଇସି କରିବା ବାଧ୍ୟତାମୂଳକ ରହିଛି । ସମୟ ମଧ୍ୟରେ ଇ-କେୱାଇସି ପୂରଣ ନକଲେ ଅଧିକ ମୂଲ୍ୟରେ ସିଲିଣ୍ଡର…

ଟିପିସିଓଡିଏଲ୍‌ ପକ୍ଷରୁ ଘର ଛାତରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ

ଭୁବନେଶ୍ୱର, ୩ା୮: ପିଏମ୍‌ ସୂର୍ଯ୍ୟଘର, ମୁଫ୍‌ତ ବିଜ୍‌ଲି ଯୋଜନା ଅଧୀନରେ ୫୦,୦୦୦ରୁ ଅଧିକ ରୁଫ୍‌ଟପ୍‌ ସୋଲାର (ଆର୍‌ଟିଏସ୍‌) ସ୍ଥାପନ କରିବାରେ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌…

EPFOକୁ ନେଇ ଆସିଲା ବଡ଼ ଖବର: ସରକାର ବଢାଇଲେ…

ନୂଆଦିଲ୍ଲୀ,୩।୮: ବହୁ ଦିନ ଧରି ବିଭିନ୍ନ କର୍ମଚାରୀ ସଂଗଠନଗୁଡ଼ିକ EPS ଦରମା ସୀମା ବୃଦ୍ଧି ଦାବିକୁ ଅର୍ଥ ମନ୍ତ୍ରଣାଳୟ ସମ୍ପ୍ରତି ଅନୁମୋଦନ କରିଛି। ଏହି ନିଷ୍ପତ୍ତି କର୍ମଚାରୀମାନଙ୍କ…

ବଦଳିଲା ୟୁପିଆଇ ପେମେଣ୍ଟ ନିୟମ, ଟ୍ରାଞ୍ଜାକ୍ସନ୍ ପୂର୍ବରୁ ବ୍ୟାଙ୍କ ପଚାରିବ Yes/No ପ୍ରଶ୍ନ…

ନୂଆଦିଲ୍ଲୀ,୩।୮: ଆପଣଙ୍କର ପରବର୍ତ୍ତୀ UPI ପେମେଣ୍ଟ (Payment) ହୁଏତ ସବୁବେଳେ ଗୋଟିଏ ଟ୍ୟାପ୍‌ରେ ସମ୍ପୂର୍ଣ୍ଣ ନହୋଇପାରେ। ଦେଶରେ ବୃଦ୍ଧି ପାଉଥିବା ଡିଜିଟାଲ୍‌ ପେମେଣ୍ଟ ଠକେଇକୁ ରୋକିବା ଏବଂ…

ବଜାରରେ ହଲଚଲ୍! ଫୁଡ୍ ଡେଲିଭରି ବଜାରକୁ ଏଣ୍ଟ୍ରି କରିବ ଫ୍ଲିପକାର୍ଟ, Zomato-Swiggyକୁ କଡ଼ା ଟକ୍କର

ନୂଆଦିଲ୍ଲୀ,୨।୮:ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ବର୍ତ୍ତମାନ ଖାଦ୍ୟ ବିତରଣ (ଫୁଡ୍ ଡେଲିଭରି) ବ୍ୟବସାୟକୁ ଓହ୍ଲାଇବା ପାଇଁ ପ୍ରସ୍ତୁତି ଚଳାଇଛି। କମ୍ପାନୀ ପାଖାପାଖି ଅଗଷ୍ଟ ୧୫ ତାରିଖରୁ ବେଙ୍ଗାଲୋରରୁ ନିଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri