ଏମ୍‌ଏସ୍‌ପିରେ ଲାଗିଲା ସାନିଟାଇଜର ଟନେଲ

କେନ୍ଦୁଝର, ୧୯।୪(ସ୍ବ.ପ୍ର.)-ସ୍ଥାନୀୟ ସଦର ବ୍ଳକ ହଳଦିଗୁଣା ଗ୍ରାମରେ ଥିବା ଏମ୍‌ଏସ୍‌ପି ସ୍ପଞ୍ଜ କାରଖାନାରେ କରୋନା ସଂକ୍ରମଣ ରୋକିବା ପାଇଁ ସାନିଟାଇଜର ଟନେଲ ପ୍ରତିଷ୍ଠା କରାଯାଇଛି। ବାହାରୁ ଆସୁଥିବା ସମସ୍ତ କର୍ମଚାରୀ, ଟ୍ରକ ଚାଳକ, ଶ୍ରମିକ ଏହି ଟନେଲ ଦେଇ କାରଖାନା ଭିତରକୁ ପ୍ରବେଶ କରୁଛନ୍ତି। ଫଳରେ କରୋନା ସଂକ୍ରମଣକୁ ରୋକାଯାଉଥିବା ବେଳେ ସମସ୍ତଙ୍କୁ ସାବୁନରେ ହାତ ଧୋଇବା ମାସ୍କ ପିନ୍ଧି ପ୍ରବେଶ କରିବାକୁ ଅନୁମତି ଦିଆଯାଉଛି। କାରଖାନା ସଭାପତି ଦେବବ୍ରତ ସ୍ବାଇଁ ଏହାକୁ ଲୋକାର୍ପିତ କରିଥିବା ବେଳେ ମନୋଜ ମହାନ୍ତ, ପ୍ରିୟବ୍ରତ ସାମଲ, ବେଣୁଧର ମହାନ୍ତ ପ୍ରମୁଖ ଏହାର ତଦାରଖ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ ଏନଇଇଟିରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ଚାଲି ଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଇ ଗଛରେ ପିଟି ହେଲା ମିନିଟ୍ରକ୍‌: ଚାଳକ ଫେରାର, ଗୁରୁତର…

ଦାରିଙ୍ଗବାଡ଼ି,୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ମାଲବୋଝେଇ ମିନିଟ୍ରକ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବୃଦ୍ଧଜଣକ ହେଲେ…

ବ୍ଲକ-ପଞ୍ଚାୟତ ପ୍ରଶାସନର ଟାଳଟୁଳ ନୀତି: ସ୍ୱାମୀଙ୍କ ମୃତ୍ୟୁର ଦୁଇ ବର୍ଷ ପରେ ବି ସୂର୍ଯ୍ୟଙ୍କୁ ମିଳିନି ବିଧବା ଭତ୍ତା

ଥୁଆମୂଳ ରାମପୁର,୨୧।୭ (ଦୁର୍ଗା କୀର୍ତ୍ତି): ସରକାରୀ ସାମାଜିକ ସୁରକ୍ଷା ଯୋଜନାର ବ୍ୟାପକ ପ୍ରଚାର ଚାଲିଥିଲେ ହେଁ ପ୍ରଶାସନିକ ଅବହେଳା ଯୋଗୁ ପ୍ରକୃତ ହିତାଧିକାରୀମାନେ ଏହାରୁ ବଞ୍ଚିତ ହେଉଥିବା…

ଶୌଚ ପାଇଁ ଯାଇଥିବା ବେଳେ ଖସିଗଲା ଗୋଡ଼, ପୋଖରୀରେ ବୁଡ଼ି ଚାଲିଗଲା ଦିବ୍ୟାଙ୍ଗ ପଞ୍ଚାଙ୍କ ଜୀବନ

ଦିଗପହଣ୍ଡି/ପାଟପୁର,୨୧।୭(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ଅଙ୍ଗେଇତ ବନ୍ଧ ପୋଖରୀରେ ବୁଡ଼ି ଜଣେ ଦିବ୍ୟାଙ୍ଗ ଯୁବକ ମୃତ୍ୟୁବରଣ କରିଛନ୍ତି ।…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri