ଏମ୍‌ଏସ୍‌ ବିଟ୍ଟାଙ୍କ ବାୟୋପିକ୍‌ରେ ଅକ୍ଷୟ

ମୁମ୍ବାଇ:୨୦୧୯ ଡିସେମ୍ବରରେ ରିଲିଜ୍‌ ହୋଇଥିବା ଫିଲ୍ମ ‘ଗୁଡ୍‌ ନ୍ୟୁଜ୍‌’ ସୁପରହିଟ ହେବା ପରେ ଖିଲାଡି ବୟ ଅକ୍ଷୟ କୁମାର ନିଜର ଆଗାମୀ ପ୍ରୋଜେକ୍ଟ ‘ସୂର୍ଯ୍ୟବଂଶୀ’ ପାଇଁ ଏବେ ବ୍ୟସ୍ତ ଅଛନ୍ତି। ୨୦୨୧ପର୍ଯ୍ୟନ୍ତ ଅକ୍ଷୟଙ୍କ ପାଖରେ ବହୁ ପ୍ରୋଜେକ୍ଟ ରହିଥିବା ଜଣାପଡ଼ିଛି। ଇତିମଧ୍ୟରେ ଆଉ ଏକ ଫିଲ୍ମର ନାମ ସାମ୍ନାକୁ ଆସିଛି। ଅଲ୍‌ ଇଣ୍ଡିଆ ଆଣ୍ଟି ଟେରୋରିଷ୍ଟ ଫ୍ରଣ୍ଟ (ଏଆଇଏଟିଏଫ୍‌)ର ଅଧ୍ୟକ୍ଷ ମନିନ୍ଦର ସିଂହ ବିଟ୍ଟାଙ୍କ ଜୀବନି ଉପରେ ତିଆରି ହେବାକୁ ଯାଉଥିବା ବାୟୋପିକ୍‌ରେ ଅକ୍ଷୟ ନଜର ଆସିବେ ବୋଲି ଚର୍ଚ୍ଚା ହେଉଛି। ରିଲାଏନ୍ସ ଏଣ୍ଟରଟେନ୍‌ମେଣ୍ଟ ଏନେଇ ଘୋଷଣା କରିଛି। ଏହି ଫିଲ୍ମ ପାଇଁ ପ୍ରଯୋଜକ ପ୍ରଥମେ ଅକ୍ଷୟଙ୍କୁ ଆପ୍ରୋଚ୍‌ କରିଥିବା ବେଳେ ତାଙ୍କୁ ମଧ୍ୟ ଏହି ସ୍କ୍ରିପ୍ଟ ବେଶ୍‌ ପସନ୍ଦ ଆସିଛି। ଫିଲ୍ମ ପାଇଁ ଏପର୍ଯ୍ୟନ୍ତ ଅକ୍ଷୟ ହଁ କହି ନ ଥିବା ବେଳେ ଏଥିପାଇଁ ପ୍ରକ୍ରିୟା ଜାରି ରହିଛି। ଖୁବ୍‌ଶୀଘ୍ର ଅକ୍ଷୟ ଓ ବିଟ୍ଟାଙ୍କ ମଧ୍ୟରେ ସାକ୍ଷାତକାର ପାଇଁ ଯୋଜନା କରାଯାଉଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri