ଏମ୍‌କେସିଜିରେ ପୁଣି ଜଣେ କରୋନା ସନ୍ଦିଗ୍ଧ

ବ୍ରହ୍ମପୁର ଅଫିସ,୧୧।୪: କରୋନା ଭାଇରସ୍‌ ଏବେ ସମଗ୍ର ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା ବେଳେ ଏହାକୁ ରୋକିବା ପାଇଁ ଏଯାବତ୍‌ କୌଣସି ଟିକା ବାହାରିନାହିଁ। ଏବେ କେବଳ ସାମାଜିକ ଦୂରତା ରକ୍ଷା କରିବା ହିଁ ସବୁଠାରୁ ବଡ଼ ଉପାୟ। ଅନ୍ୟପକ୍ଷରେ ଏମ୍‌କେସିଜି ମେଡିକାଲରେ ଦିନକୁ ଦିନ କରୋନା ସନ୍ଦିଗ୍ଧ ଭର୍ତ୍ତି ହେଉଛନ୍ତି । ପ୍ରଥମ ଥର ପାଇଁ ବ୍ରହ୍ମପୁର ଗାନ୍ଧୀନଗର ଅଞ୍ଚଳର ଜଣେ କରୋନା ସନ୍ଦିଗ୍ଧ ଶନିବାର ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ସେ ଗତ ୨୬ ତାରିଖରେ ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରୁ ନିଜ ଘରକୁ ଫେରିଥିଲେ। ଶନିବାର ସକାଳେ ତାଙ୍କୁ ଭୀଷଣ ଜ୍ୱର ସହ କାଶ ହୋଇଥିଲା। ତେବେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ରବିବାର ତାଙ୍କର ସ୍ବାବ୍‌ ଟେଷ୍ଟ ପାଇଁ ଭୁବନେଶ୍ୱର ପଠାଯିବ ବୋଲି ଏମ୍‌କେସିଜି ମେଡିକାଲ ଅଧୀକ୍ଷକ ପ୍ରଫେସର ଡ.ସନ୍ତୋଷ କୁମାର ମିଶ୍ର ସୂଚନା ଦେଇଛନ୍ତି। ଅନ୍ୟପଟେ ଉକ୍ତ ମେଡିକାଲର ସ୍ବତନ୍ତ୍ର କରୋନା ଓ୍ବାର୍ଡରେ ୬ ଜଣ ସନ୍ଦିଗ୍ଧ ଚିକିତ୍ସିତ ହେଉଥିବା ବେଳେ ସେମାନଙ୍କ ସ୍ବାବ୍‌ ରିପୋର୍ଟ ଏବେ ସୁଦ୍ଧା ଆସି ନ ଥିବା ଅଧୀକ୍ଷକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ, ସ୍ବାମୀ ଗିରଫ

ବଇଣ୍ଡା,୧୫।୯(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ଅରଖକୁଦ ଗ୍ରାମର ବୈଜୟନ୍ତୀ ଭୋଇ(୨୬)ଙ୍କୁ ତାଙ୍କ ସ୍ବାମୀ ଅକ୍ଷୟ ଭୋଇ, ଶାଶୁ ଉମା ଭୋଇ, ଶ୍ୱଶୁର ସଞ୍ଜୟ ଭୋଇ ନିର୍ଯାତନା...

ଦୁଇ ଟ୍ରକ୍‌ ମଧ୍ୟରେ ମୁହାମୁହିଁ ଧକ୍କା: ଚାଲିଗଲା ୨ ଜୀବନ, ୨ ଗୁରୁତର

ନୂଆପଡ଼ା ଅଫିସ,୩୧।୭: ନୂଆପଡ଼ା ଜିଲା କୋମନା ଥାନା ତରବୋଡ କେନ୍ଦୁପତ୍ର ଗୋଦାମ ପାଖ ୩୫୩ ନମ୍ବର ଜାତୀୟ ରାଜପଥରେ ୨ ଟ୍ରକ୍‌ ମଧ୍ୟରେ ମୁହାମୁହିଁ ଧକ୍କା...

ମାଷ୍ଟରମାଇଣ୍ଡ ଶର୍ମିଷ୍ଠା ରାଉତ ଗିରଫ

ଭଦ୍ରକ ଅଫିସ/ ଭୁବନେଶ୍ୱର ୨୮ା୩(ବ୍ୟୁରୋ): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାର ମାଷ୍ଟରମାଇଣ୍ଡ ଶର୍ମିଷ୍ଠା ରାଉତ ଭଦ୍ରକ ଜିଲା ନଳାଙ୍ଗରୁ ସୋମବାର ଗିରଫ...

ଆଧାର ନ ଥିବାରୁ ଚାଉଳ ବନ୍ଦ

କେନ୍ଦୁଝର, ୪।୫ (ସ୍ବ.ପ୍ର.)-ଆଦିବାସୀ ବହୁଳ ବାଂଶପାଳ ବ୍ଲକର ଗୋନାସିକା ଗ୍ରାମରେ ଜଣେ ଦିବ୍ୟାଙ୍ଗ ମହିଳାଙ୍କ ଆଧାର କାର୍ଡ ନ ଥିବାରୁ ୩ ବର୍ଷ ହେଲା ସରକାରଙ୍କ...

ଧାନମଣ୍ଡି ବନ୍ଦ ନେଇ ବଢୁଛି ଅସନ୍ତୋଷ

ଚମ୍ପୁଆ,୧୮।୧(ଡି.ଏନ.ଏ.) କେନ୍ଦୁଝର ଜିଲା ଚମ୍ପୁଆ ଅନ୍ତର୍ଗତ ରଜିଆ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଖୋଲାଯାଇଥିବା ଧାନମଣ୍ଡି ବନ୍ଦ ହୋଇଯାଇଥିବା ବେଳେ ଚାଷୀଙ୍କ ମଧ୍ୟରେ ଧାନ ବିକ୍ରିକୁ ନେଇ...

କାମ କରିବାକୁ ଯାଇଥିଲେ ବିଦେଶ, ଏବେ ଭିକ ମାଗୁଛନ୍ତି

ଛତ୍ରପୁର,୨୩।୫(ଡି.ଏନ୍‌.ଏ.) କାମ କରିବାକୁ ଯାଇ ଆରବ ଦେଶର କତରରେ ଜଣେ ଓଡ଼ିଆ ଶ୍ରମିକ ଭିକ ମାଗି ଚଳୁଥିବା ଜଣାପଡିଛି। ସେ ହେଲେ ଗଞ୍ଜାମ ଜିଲା ଖଲିକୋଟ...

ନିଶୁଳ୍କ ହେବ କରୋନା ମୃତକଙ୍କ ଅନ୍ତିମ ସଂସ୍କାର…

ଲକ୍ଷ୍ନୌ,୮।୫: ଏଣିକି କରୋନା ମୃତକଙ୍କ ଅନ୍ତିମ ସଂସ୍କାର ନିଶୁଳ୍କ କରାଯିବ। ଏନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିର୍ଦ୍ଦେଶ ଜାରି କରିଛନ୍ତି। ସହର ଅବା ଗ୍ରାମୀଣ...

ଯୌତୁକ ପାଇଁ ମହିଳାଙ୍କୁ ହତ୍ୟା ଅଭିଯୋଗ

ଅନୁଗୋଳ ଅଫିସ,୫।୬: ୨ ଲକ୍ଷ ଟଙ୍କା ଅଧିକ ଯୌତୁକ ପାଇଁ ଜଣେ ୮ ମାସର ଗର୍ଭବତୀଙ୍କୁ ଶାଶୁଘର ଲୋକେ ହତ୍ୟା କରିଥିବା ଶନିବାର ଅନୁଗୋଳ ସଦର ଥାନାରେ...

Advertisement
Archives

Model This Week