ଏମ୍‌କେସିଜିରେ ପୁଣି ଜଣେ କରୋନା ସନ୍ଦିଗ୍ଧ

ବ୍ରହ୍ମପୁର ଅଫିସ,୧୧।୪: କରୋନା ଭାଇରସ୍‌ ଏବେ ସମଗ୍ର ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା ବେଳେ ଏହାକୁ ରୋକିବା ପାଇଁ ଏଯାବତ୍‌ କୌଣସି ଟିକା ବାହାରିନାହିଁ। ଏବେ କେବଳ ସାମାଜିକ ଦୂରତା ରକ୍ଷା କରିବା ହିଁ ସବୁଠାରୁ ବଡ଼ ଉପାୟ। ଅନ୍ୟପକ୍ଷରେ ଏମ୍‌କେସିଜି ମେଡିକାଲରେ ଦିନକୁ ଦିନ କରୋନା ସନ୍ଦିଗ୍ଧ ଭର୍ତ୍ତି ହେଉଛନ୍ତି । ପ୍ରଥମ ଥର ପାଇଁ ବ୍ରହ୍ମପୁର ଗାନ୍ଧୀନଗର ଅଞ୍ଚଳର ଜଣେ କରୋନା ସନ୍ଦିଗ୍ଧ ଶନିବାର ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ସେ ଗତ ୨୬ ତାରିଖରେ ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରୁ ନିଜ ଘରକୁ ଫେରିଥିଲେ। ଶନିବାର ସକାଳେ ତାଙ୍କୁ ଭୀଷଣ ଜ୍ୱର ସହ କାଶ ହୋଇଥିଲା। ତେବେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ରବିବାର ତାଙ୍କର ସ୍ବାବ୍‌ ଟେଷ୍ଟ ପାଇଁ ଭୁବନେଶ୍ୱର ପଠାଯିବ ବୋଲି ଏମ୍‌କେସିଜି ମେଡିକାଲ ଅଧୀକ୍ଷକ ପ୍ରଫେସର ଡ.ସନ୍ତୋଷ କୁମାର ମିଶ୍ର ସୂଚନା ଦେଇଛନ୍ତି। ଅନ୍ୟପଟେ ଉକ୍ତ ମେଡିକାଲର ସ୍ବତନ୍ତ୍ର କରୋନା ଓ୍ବାର୍ଡରେ ୬ ଜଣ ସନ୍ଦିଗ୍ଧ ଚିକିତ୍ସିତ ହେଉଥିବା ବେଳେ ସେମାନଙ୍କ ସ୍ବାବ୍‌ ରିପୋର୍ଟ ଏବେ ସୁଦ୍ଧା ଆସି ନ ଥିବା ଅଧୀକ୍ଷକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟସ୍ତରୀୟ ଚିତ୍ରକଳା ପ୍ରଦର୍ଶନୀ

ବାରିପଦା ଅଫିସ,୨୩।୮- ମୟୂରଭଞ୍ଜ ଜିଲାର କଳା, ସଂସ୍କୃତି, ଐତିହ୍ୟ, ପରମ୍ପରା, ହସ୍ତଶିଳ୍ପ ତଥା କ୍ରୀଡ଼ା ଆଦିର ସଂରକ୍ଷଣ ଏବଂ ବିକାଶ ସକାଶେ ମୟୂରଭଞ୍ଜ ଫାଉଣ୍ଡେଶନ ପକ୍ଷରୁ...

ବିଭିନ୍ନ ଯୋଜନାରେ ଦୁର୍ନୀତି ଅଭିଯୋଗ

ଖୋର୍ଦ୍ଧା ଅଫିସ,୧୬।୧୧: ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକ ଛଣଗିିରି ପଞ୍ଚାୟତରେ ବିଭିନ୍ନ ଯୋଜନାରେ ଦୁର୍ନୀତି ଅଭିଯୋଗ ହୋଇଛି। ଏ ନେଇ ଜିଲାପାଳ, ପ୍ରକଳ୍ପ ନିର୍ଦ୍ଦେଶକ ଏବଂ...

ଦେଶରେ ରେକର୍ଡ କରୁଛି କରୋନା: ଗତ ୨୪ଘଣ୍ଟାରେ ୭୬,୪୭୨ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୯।୮: ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ପ୍ରତିଦିନ ହଜାର ହଜାର ସଂଖ୍ୟାରେ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ...

୧୭ରୁ ଆଲୁମିନିୟମ ନଗରୀରେ ଜାତୀୟସ୍ତରୀୟ ପଲ୍ଲିଶ୍ରୀ ମେଳା: ୭ ଦିନ ଧରି ଚାଲିବ, ପଡ଼ିବ ୨୪୦ ଷ୍ଟଲ

ଅନୁଗୋଳ ଅଫିସ, ୧୩।୯-ଆସନ୍ତା ୧୭ ତାରିଖ ବିଶ୍ୱକର୍ମା ପୂଜା ଅବସରରେ ଅନୁଗୋଳ ଜିଲାର ଆଲୁମିନିୟମ ନଗରୀରେ ଜାତୀୟସ୍ତରୀୟ ପଲ୍ଲିଶ୍ରୀ ମେଳାର ଆୟୋଜନ କରାଯିବ। ୨୩ ତାରିଖ...

ବାଗଡ଼େଗା ହରିଦର୍ଶନ ସାହୁ ଗୁଳିକାଣ୍ଡ ଘଟଣା: ବର୍ଷେ ପରେ ବି ପୋଲିସ ହାତ ଖାଲି

ନୂଆଗାଁ, ୧ା୫(ଡି.ଏନ.ଏ)- ସୁନ୍ଦରଗଡ ଜିଲା ନୂଆଗାଁ  ବ୍ଲକ ବିଶ୍ରା ଥାନା ଅନ୍ତର୍ଗତ ବାରିଲେପ୍ଟା ଗ୍ରାମରେ ରହୁଥିବା ଯୁବ ବ୍ୟବସାୟୀ ହରିଦର୍ଶନ ସାହୁଙ୍କୁ ଗତ ୨୦୧୮ ମାର୍ଚ୍ଚ...

ହରିଚନ୍ଦନପୁର ତହସିଲଦାରଙ୍କ ବଦଳି ବାତିଲ୍‌ ପାଇଁ ଅଡ଼ିବସିଲେ ଅଞ୍ଚଳବାସୀ

କେନ୍ଦୁଝର,୨୪।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ତହସିଲଦାର ସୁବାଷ ପାଲଟାଙ୍କ ବଦଳି ବାତିଲ ପାଇଁ ଦାବି ହୋଇଛି। ତାଙ୍କର ବଦଳି ବାତିଲ କରିବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି...

କ୍ୱାର୍ଟର୍ସ ପାଇଁ ଧାଉଁଛନ୍ତି ଷ୍ଟାଫ ନର୍ସ

ଖୋର୍ଦ୍ଧା ଅଫିସ,୨୮ା୫: ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ ଷ୍ଟାଫ ନର୍ସ କ୍ୱାର୍ଟର୍ସ ପାଇପାରୁନାହାନ୍ତି। ଏଥିଲାଗି ସେମାନଙ୍କୁ ସିଡିଏମ୍‌ଓ କାର୍ଯ୍ୟାଳୟ ଏବଂ ଜିଲାପାଳଙ୍କ କାର୍ଯ୍ୟାଳୟକୁ ବାରମ୍ବାର...

ପଲିଥିନରୁ ବାହାରୁଥିଲା ପଚା ଦୁର୍ଗନ୍ଧ, ଲୋକେ ଡକାଇଲେ ପୋଲିସ

ବାସୁଦେବପୁର,୧।୮(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର-ବାଲିଛନ୍ଦା ଘାଟ ରାସ୍ତାର ଭୈରବପୁର ଛକ ନିକଟସ୍ଥ ରାସ୍ତାପାର୍ଶ୍ୱରେ ପଡିରହିଥିଲା ପଲିଥିନ ଭିତରେ ଏକ ମୃତଦେହ। ଏଥିରୁ ବାହାରୁଥିଲା ପଚା ଦୁର୍ଗନ୍ଧ।...

Advertisement


Archives

Model This Week