ଏମ୍‌କେସିଜିରେ ପୁଣି ଜଣେ କରୋନା ସନ୍ଦିଗ୍ଧ ଭର୍ତ୍ତି

ବ୍ରହ୍ମପୁର ଅଫିସ ,୧୮।୪ – ଗଞ୍ଜାମ ଜିଲା ଏମ୍‌କେସିଜି ମେଡିକାଲରେ ଶନିବାର ଜଣେ କରୋନା ସନ୍ଦିଗ୍ଧ ଭର୍ତ୍ତି ହୋଇଛନ୍ତି। ବ୍ରହ୍ମପୁର ରେଳଷ୍ଟେଶନ ନିକଟରୁ ତାଙ୍କୁ ପୋଲିସ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛନ୍ତି । ସନ୍ଦିଗ୍ଧଙ୍କ ଦେହରେ ଜ୍ୱର ଥିବା ବେଳେ ତାଙ୍କର କାଶ ମଧ୍ୟ ହେଉଛି। ସ୍ବତନ୍ତ୍ର କରୋନା ୱାର୍ଡରେ ତାଙ୍କୁ ଭର୍ତ୍ତି କରାଯାଇଛି ବୋଲି ମେଡିକାଲ ଅଧିକ୍ଷକ ପ୍ରଫେସର ଡ. ସନ୍ତୋଷ କୁମାର ମିଶ୍ର କହିଛନ୍ତ। ଉକ୍ତ ବ୍ୟକ୍ତିଙ୍କ ସ୍ବାବ୍‌ ନମୁନା ସଂଗ୍ରହ କରାଯାଇ ପରୀକ୍ଷା କରାଯିବ ବୋଲି ସେ କହିଛନ୍ତି। ମେଡିକାଲରେ ପୂର୍ବରୁ ୩ ଜଣ ସନ୍ଦିଗ୍ଧ ରହିଥିବା ବେଳେ ଜଣଙ୍କର ସ୍ବାବ ରିପୋର୍ଟ ନେଗେଟିଭ ଆସିବା ପରେ ତାଙ୍କୁ ଶନିବାର ମେଡିକାଲରୁ ଶନିବାର ଡିସଚାର୍ଜ କରାଯାଇଛି ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଯୋଗଦେଲେ ଅନ୍ୟ ଦଳର କର୍ମୀ

ଧର୍ମଶାଳା,୧୧।୧୧ (ଡି.ଏନ.ଏ.): ଧର୍ମଶାଳା ବ୍ଲକ ସାହାଣୀଢ଼ିହ ପଞ୍ଚାୟତ ଚାରଗୋଠ ଗ୍ରାମରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ଧର୍ମଶାଳା ଭାଜପା ନେତ୍ରୀ ସ୍ମୃତିରେଖା ପହୀଙ୍କ...

ଚକ୍ରାନ୍ତକାରୀଙ୍କ କବ୍‌ଜାରେ ଗୋରେଖନାଥ ପୀଠ

ରଘୁନାଥପୁର,୮ା୪(ଡି.ଏନ୍‌.ଏ.): ରଘୁନାଥପୁର ବ୍ଲକ କେରେକେରାସ୍ଥିତ ବିଭୂତି କ୍ଷେତ୍ର ପ୍ରଭୁ ଗୋରେଖନାଥ ପୀଠରେ ୭ ଦିନ ହେଲା ଭୋଗ ଓ ଦୀପ ଦୋକାନ ବନ୍ଦ ରହିଛି। ଏହାର...

ଲଗାଣ ବର୍ଷା: ଭାଙ୍ଗିଲା ଘରର କାନ୍ଥ, ପରିବାର ବାସହରା

ରଘୁନାଥପୁର, ୨୭। ୯ (ଡି.ଏନ.ଏ.):  ଲଘୁଚାପ ଜନିତ ଲଗାଣ ବର୍ଷାରେ ଭାଙ୍ଗିଗଲା ଚାଳ ଛପର ମାଟି ଘରର କାନ୍ଥ। ପରିବାର ଲୋକେ ଭୋଗୁଛନ୍ତି ହୀନସ୍ତା। ଏପରି...

ଜବ୍‌କାର୍ଡଧାରୀଙ୍କ କାମ ମେଶିନ କରୁଛି

କୁଜଙ୍ଗ,୧୫ା୬ (ଡି.ଏନ୍‌.ଏ.): ଗ୍ରାମାଞ୍ଚଳରେ କାମ ଧନ୍ଦା ଯୋଗାଇଦେବା ଲକ୍ଷ୍ୟରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ (ମହାତ୍ମାଗାନ୍ଧୀ ଜାତୀୟ ନିଶ୍ଚିନ୍ତ କର୍ମନିଯୁକ୍ତି ଯୋଜନା) ପ୍ରଣୟନ କରାଯାଇଥିଲା। ମାତ୍ର କୁଜଙ୍ଗ ବ୍ଲକରେ ଏହି...

ଅଲିଭ ରିଡ୍‌ଲେଙ୍କ ସମୂହ ଅଣ୍ଡାଦାନ ଆରମ୍ଭ: ହଜାରେ ଅଣ୍ଡାରୁ ଗୋଟିଏ କଇଁଛକୁ ମିଳେ ପୂର୍ଣ୍ଣ ଜୀବନ

କେନ୍ଦ୍ରାପଡା ଅଫିସ,୧୨।୩: ଚଳିତବର୍ଷ ଭିତରକନିକା ଜାତୀୟ ଉଦ୍ୟାନ ଅନ୍ତର୍ଗତ ଗହୀରମଥା ସମୁଦ୍ର ତଟାଞ୍ଚଳରେ ବିରଳ ପ୍ରଜାତିର ସାମୁଦ୍ରିକ କଇଁଛ ଅଲିଭ ରିଡ୍‌ଲେ ସମୂହ ଅଣ୍ଡାଦାନ ଆରମ୍ଭ...

ମହାନଦୀ ଶଯ୍ୟା ଅନୁଧ୍ୟାନ କଲା ଏନ୍‌ଜିଟି ଟିମ୍‌

କଟକ ଅଫିସ, ୮ା୪: ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି)ଙ୍କ ନିର୍ଦ୍ଦେଶରେ ଗଠିତ ୫ଜଣିଆ କମିଟି ବୁଧବାର ମହାନଦୀ ଶଯ୍ୟା ସମେତ ହାଡ଼ିଆ ପଠା ପରିଦର୍ଶନ କରିଛନ୍ତି। ଏହି...

କେନ୍ଦୁଝର ଜେଲରେ କଏଦୀଙ୍କ ମୃତ୍ୟୁ

କେନ୍ଦୁଝର,୨୧।୮(ସ୍ବ.ପ୍ର.): କେନ୍ଦୁଝର ଜେଲରେ ସଜା କାଟୁଥିବା ଜଣେ କଏଦୀଙ୍କର ବୁଧବାର ପୂର୍ବାହ୍ନରେ ମୃତ୍ୟୁ ଘଟିଛି। ସେ ହେଲେ ବଡ଼ବିଲ ଥାନା ହିସାବୁରୁ ଗ୍ରାମର ବିପିନ ନାୟକ।...

ଦସ୍ତଖତରେ ଶିଶୁ ଶ୍ରମିକ ନିରୋଧ ବାର୍ତ୍ତା

ବ୍ରହ୍ମପୁର ଅଫିସ,୧୨ା୬: ବିଶ୍ୱ ଶିଶୁ ଶ୍ରମିକ ନିରୋଧ ଦିବସ ଅବସରରେ ସ୍ଥାନୀୟ ଖଲ୍ଲିକୋଟ କଲେଜ ମୁଖ୍ୟ ରାସ୍ତାରେ ଏକ ଦସ୍ତଖତ ଅଭିଯାନ ବୁଧବାର ସକାଳେ ଅନୁଷ୍ଠିତ...

Advertisement
Archives

Model This Week