ହିଞ୍ଜିଳିକାଟୁ,୧୩ା୬(ଡ଼ି.ଏନ୍.ଏ): ହିଞ୍ଜିଳିକାଟୁ ବ୍ଲକ ଖରିଡା ପଞ୍ଚାୟତରେ ଏମ୍ଜିଏନ୍ଆର୍ଇଜିଏସ୍ କାମକୁ ନେଇ ଉଭୟ ଗୋଷ୍ଠୀ ପକ୍ଷରୁ ଥାନାରେ ମାମଲା ହୋଇଛି। ନଂ.୧୯୬ ଓ ୧୯୭/୨୦ରେ ୨ଟି ମାମଲା ରୁଜୁ କରି ତଦନ୍ତ ଚାଲିଥିବା ଥାନା ଅଧିକାରୀ ଅଭିମନ୍ୟୁ ଦାଶ କହିଛନ୍ତି।
ଖରିଡ଼ାରେ ଏକ ପୋଖରୀ କାମ ଚାଲିଥିବାବେଳେ ଶୁକ୍ରବାର ମଧ୍ୟାହ୍ନରେ ସରପଞ୍ଚ ରଘୁନାଥ ବେହେରା ଓ ସହଯୋଗୀ ତଦାରଖ କରୁଥିଲେ। ଗ୍ରାମର କିଛି ବ୍ୟକ୍ତି ପହଞ୍ଚତ୍ ତାଙ୍କୁ ଦାଦାବଟି ମାଗିବା ସହ ଆକ୍ରମଣ କରିଥିବା ସେ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷରେ ଏମ୍ଜିଏନ୍ଆର୍ଇଜିଏସ୍ କାମରେ ଜେସିବି ଲଗାଇ ପୋଖରୀ ଖୋଳା ଚାଲିଥିବାବେଳେ ପ୍ରତିବାଦ କରିବାରୁ ସରପଞ୍ଚ ଓ ତାଙ୍କ ସହଯୋଗୀ ଆକ୍ରମଣ କରିଥିବା ଗ୍ରାମର ତପନ ମୁନୀ ଓ ଅନ୍ୟମାନେ ପାଲଟା ଅଭିଯୋଗ କରିଛନ୍ତି।
ଏମ୍ଜିଏନ୍ଆର୍ଇଜିଏସ୍ କାମକୁ ନେଇ ଗଣ୍ଡଗୋଳ: ସରପଞ୍ଚ ଓ ବିପକ୍ଷ ଗୋଷ୍ଠୀଙ୍କ ଥାନାରେ ଏତଲା
Posted inଆମ ଜିଲା ଖବର, ଗଞ୍ଜାମ View All
ପାଟ୍ରୋଲିଂ ବେଳେ କାର୍ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍-ଖଣ୍ଡା ଜବତ…
ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…
କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…
ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…
କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…
କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…
କନ୍ୟା ସଶକ୍ତୀକରଣର ବାର୍ତ୍ତା: ଦାରିଙ୍ଗବାଡ଼ିରେ ‘ୟୁଥ୍ କନ୍କ୍ଲେଭ୍’; ସହର ପରିକ୍ରମା କଲା ବିଶାଳ ଶୋଭାଯାତ୍ରା
ଦାରିଙ୍ଗବାଡି, ୭।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡଃ ଭୀମରାଓ ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକ୍ ସ୍ତରୀୟ ୟୁଥ୍ କନ୍କ୍ଲେଭ୍ ତଥା…
ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟରେ ପ୍ରକାଶ ପାଇଲା ନିର୍ବାଚନୀ ବିଜ୍ଞପ୍ତି: ୯ରେ ନାମାଙ୍କନ
ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ) : ବିଗତ ଦିନରେ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ର ନିର୍ବାଚନ ନେଇ ଖବର ପ୍ରକାଶ ପାଇବା ପରେ ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ…
ବିଇଓ ଅଫିସ ଆଗରେ ଶିକ୍ଷକଙ୍କ ଗଣଧାରଣା: କାରଣ ଦର୍ଶାଅ ନୋଟିସ ପ୍ରତ୍ୟାହାର ପରେ…
ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ…
ଭୟଙ୍କର ଦୁର୍ଘଟଣା; ଟ୍ରକ୍-ବାଇକ୍ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର
ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍-ବାଇକ୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…
କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….
କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

