Posted inଜାତୀୟ

ଏମ୍‌ପିଙ୍କ ପାଇଁ ଡୁପ୍ଲେକ୍ସ ଫ୍ଲାଟ ଉଦ୍‌ଘାଟନ କଲେ ମୋଦି

ନୂଆଦିଲ୍ଲୀ,୨୦।୮: ରାଜଧାନୀ ଦିଲ୍ଲୀର ନର୍ଥ ଏଭିନ୍ୟୁରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏମ୍‌ପିମାନଙ୍କ ପାଇଁ ସୋମବାର ନବନିର୍ମିତ ୩୬ଟି ଡୁପ୍ଲେକ୍ସର ଉଦ୍‌ଘାଟନ କରିଛନ୍ତି। ଲୋକ ସଭାକୁ ନିର୍ବାଚିତ ହୋଇଥିବା ନୂଆ ଏମ୍‌ପିମାନଙ୍କର ରହିବାରେ ଅସୁବିଧା ହେଉଥିବାରୁ ସେମାନେ ହୋଟେଲରେ ରହୁଥିଲେ। ତେଣୁ ନିର୍ଦ୍ଧାରିତ ସମୟ ଓ ନିର୍ଦ୍ଧାରିତ ବଜେଟ ମଧ୍ୟରେ ଏହା ନିର୍ମାଣ କରାଯାଇଥିବାରୁ ଏବେ ନବ ନିର୍ବାଚିତ ଏମ୍‌ପିମାନେ ରହିବାରେ କୌଣସି ଅସୁବିଧା ହେବ ନାହିଁ ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୈନିକ ସଂକ୍ରମଣ ଅଢ଼େଇ ହଜାର ତଳେ, ମୃତ୍ୟୁ ସଂଖ୍ୟା ୧୩ …

ନୂଆଦିଲ୍ଲୀ, ୧୫।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

ଅଙ୍କିତ ଶର୍ମା ହତ୍ୟା ମାମଲା: ୭ ଦିନ ପାଇଁ ପୋଲିସ ହାଜତକୁ ଗଲେ ତାହିର

ନୂଆଦିଲ୍ଲୀ,୬।୩: ଦିଲ୍ଲୀ ଦଙ୍ଗା ବେଳେ ଆଇବି କର୍ମଚାରୀ ଅଙ୍କିତ ଶର୍ମାଙ୍କୁ ହତ୍ୟା କରିବା ଅଭିଯୋଗରେ ଆମ ଆଦମୀ ପାର୍ଟି(ଏଏପି)ରୁ ନିଲମ୍ବିତ ହୋଇଥିବା କାଉନ୍‌ସିଲର ତାହିର ହୁସେନଙ୍କୁ...

‘ପୁଷ୍ପା’ ଫିଲ୍ମ ଦେଖିବା ପରେ ଜଣଙ୍କୁ ହତ୍ୟା କରି ଭିିଡିଓ ଶୁଟ୍‌ କଲେ

ନୂଆଦିଲ୍ଲୀ,୨୧।୧: ରାଜଧାନୀର ଜାହାଙ୍ଗିରପୁରୀ ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କୁ ଛୁରୀ ଭୁଷି ହତ୍ୟା କରିଛନ୍ତି ୩ ନାବାଳକ। ପୋଲିସଠାରୁ ମିଳିଥିବା ସୂଚନା ମୁତାବକ, ଅଭିଯୁକ୍ତମାନେ ‘ପୁଷ୍ପା’ ଓ...

ଦିବ୍ୟାଙ୍ଗକୁ ନିଜ ହାତରେ ଖୁଆଇଲେ ଯବାନ

ଶ୍ରୀନଗର,୧୪।୫: ଜମ୍ମୁ କାଶ୍ମୀର ଶ୍ରୀନଗରେ ଜଣେ ଯବାନଙ୍କ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭାଇରାଲ ହୋଇଥିବା ଭିଡିଓରେ ଜଣେ ଯବାନ ଜଣେ ଦିବ୍ୟାଙ୍ଗ ଶିଶୁଙ୍କୁ ଖାଦ୍ୟ...

କଠିନ ପରିସ୍ଥିତିରେ ଉଡାଣ କରିବାର ସକ୍ଷମ ଏମ୍‌ଆଇ-୧୭ଭି୫: ଜାଣନ୍ତୁ ଏହି ହେଲିକପ୍ଟରର ଦକ୍ଷତା

କୁନ୍ନୁର,୮।୧୨: ତାମିଲନାଡୁର କୁନୁର ନିକଟରେ ଏକ ଭାରତୀୟ ବାୟୁସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଡିଫେନ୍ସ ଷ୍ଟାଫ (ସିଡିଏସ) ଜେନେରାଲ ବିପିନ ରାୱତ ହେଲିକପ୍ଟରରେ ଥିଲେ। କୁହାଯାଉଛି...

ଆଉ ହେବନି ଲକ୍‌ଡାଉନ୍‌: ଆବଶ୍ୟକ ପଡ଼ିଲେ ବଜାର ରହିବ ବନ୍ଦ

ନୂଆଦିଲ୍ଲୀ,୧୮।୧୧: ଦିଲ୍ଲୀରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ପର୍ଯ୍ୟାୟ ଜାରି ରହିଛି। ଏପରିସ୍ଥଳେ ଲକ୍‌ ଡାଉନ୍‌ ଜାରି ହେବ କି ନାହିଁ ସେନେଇ ନାନା କଳ୍ପନା...

ଉଚ୍ଛେଦକୁ ବିରୋଧ କରି ଦେହରେ ଲଗାଇଲେ ନିଆଁ

ଚେନ୍ନାଇ,୧୦।୫: ଚେନ୍ନାଇର ରାଜା ଅନ୍ନାମଲାଇ ପୁରମ୍‌ ଅଞ୍ଚଳରେ ଜବରଦଖଲ ଉଚ୍ଛେଦକୁ ବିରୋଧ କରି ଜଣେ ୫୮ ବର୍ଷୀୟ ବ୍ୟକ୍ତି ଦେହରେ ନିଆଁ ଲଗାଇ ଦେଇଥିଲେ। ହେଲେ...

ଓ୍ବାଶିଂଟନରେ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ଭଙ୍ଗାରୁଜା

ଓ୍ବାଶିଂଟନ/ନୂଆଦିଲ୍ଲୀ,୫ା୬(ପି.ଟି.)ଆମେରିକାର ଓ୍ବାଶିଂଟନସ୍ଥିତ ଭାରତୀୟ ଦୂତାବାସ ବାହାରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିକୁ କେତେଜଣ ଅଜଣା ଦୁର୍ବୃତ୍ତ ଭଙ୍ଗାରୁଜା କରିବା ସହ ସେଥିରେ ରଙ୍ଗ ସ୍ପ୍ରେ କରିଛନ୍ତି।...

Advertisement
Archives

Model This Week