ଏମ୍‌ପିରେ ଜୁନ ୧୫ ଯାଏ ଲକ୍‌ଡାଉନ୍‌

ଭୋପାଳ,୩୧।୫: ମଧ୍ୟପ୍ରଦେଶ(ଏମ୍‌ପି)ରେ ଭୂତାଣୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଥିବା ବେଳେ ଲକ୍‌ଡାଉନ୍‌କୁ ଜୁନ ୧୫ ଯାଏ ବୃଦ୍ଧି କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶିବରାଜ୍‌ ସିଂ ଚୌହାନ ଶନିବାର ଘୋଷଣା କରିଛନ୍ତି। ରାଜ୍ୟରେ ଅର୍ଥନେତିକ କାର୍ଯ୍ୟକଳାପ ପୁନଃ କାର୍ଯ୍ୟକାରୀ କରିବା ସମ୍ଭବ ନୁହେଁ ବୋଲି ସେ ମତ ଦେଇଛନ୍ତି। ପରିସ୍ଥିତିରେ ସୁଧାର ଆସିଲେ ଏନେଇ ନିଷ୍ପତ୍ତି ଗ୍ରହଣ କରାଯିବ ବୋଲି ସେ କହିଛନ୍ତି। ପ୍ରକାଶଥାଉ କି, ବର୍ତ୍ତମାନ ସୁଦ୍ଧା ମଧ୍ୟପ୍ରଦେଶରେ କରୋନା ୩୩୪ ଜଣଙ୍କ ଜୀବନ ନେଲାଣି। ସଂକ୍ରମିତଙ୍କ ସଂଖ୍ୟା ୭,୬୪୫ ରେ ପହଞ୍ଚିଲାଣି। ଶୁକ୍ରବାର ୧୯୨ ନୂଆ ମାମଲା ସାମ୍ନାକୁ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ସମାଜ, ସାଇବର ଠକେଇ ରୋକିବାକୁ ପୋଲିସର …

କେସିଙ୍ଗା, ୩୧ା୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ଉତ୍‌କେଲା ଫାଣ୍ଡି ଅଧୀନସ୍ଥ କିକିଆ ଗ୍ରାମରେ ନିଶାମୁକ୍ତ ଅଭିଯାନ ଓ ସାଇବର କ୍ରାଇମ୍‌…

ଏହି ୪ ରାଶିଙ୍କ ଉପରେ ଥାଏ ଭାଗ୍ୟର ଆଶୀର୍ବାଦ: କମ ପରିଶ୍ରମରେ ମିଳିଥାଏ ବଡ଼ ସଫଳତା

ଭୁବନେଶ୍ୱର: ଆପଣ ମଧ୍ୟ ଏପରି ଲୋକଙ୍କୁ ଦେଖିଥିବେ, ଯେଉଁମାନଙ୍କୁ ଜୀବନରେ ଅନେକ କିଛି ସହଜରେ ମିଳିଯାଏ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ କିଛି ରାଶି ଜାତକଙ୍କ ଉପରେ ଗ୍ରହ…

ମୋଦି ସରକାରର ଦୁଇ ମନ୍ତ୍ରୀଙ୍କ ମଧ୍ୟରେ ପ୍ରବଳ ଝଗଡା: ପରସ୍ପର ଇସ୍ତଫା କଲେ ଦାବି: ପଛରେ ରହିଛି ଏମିତି କାରଣ

ନୂଆଦିଲ୍ଲୀ,୩୧।୮: ମୋଦି କ୍ୟାବିନେଟର ଦୁଇ ମନ୍ତ୍ରୀ ଜିତନ ରାମ ମାଞ୍ଝି ଏବଂ ଚିରାଗ ପାସୱାନଙ୍କ ମଧ୍ୟରେ ଝଗଡା ଚରମସୀମାରେ ପହଞ୍ଚିଛି । ସେମାନଙ୍କ ମଧ୍ୟରେ ତିକ୍ତତା ଏପରି…

କଳା ଓ ସଙ୍ଗୀତରେ ଚମକିଲେ ଭାଇ-ଭଉଣୀ: ପ୍ରାଚୀଙ୍କ ସଙ୍ଗୀତରେ ଝୁମିଲେ ଦର୍ଶକ

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ବିବିଧ ଫାଉଣ୍ଡେଶନ୍‌ କଳା ଓ ସଂସ୍କୃତି ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ପାରଦର୍ଶିତା ଦେଖାଇଛନ୍ତି ଗଞ୍ଜାମ ସହରର ଭାଇ-ଭଉଣୀ। ପ୍ରାଚୀଙ୍କ ସଙ୍ଗୀତର ମୂର୍ଚ୍ଛନାରେ…

ଦିନେ ମୋଦି କରିଥିଲେ ପ୍ରଶଂସା, ଏବେ ଜୀବିକା ହରାଇବେ ଏହି ମହିଳା: କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ’ର ୧୩୭ତମ ଏପିସୋଡରେ ବେଙ୍ଗାଲୁରୁର ଜଣେ ରାସ୍ତା ବିକ୍ରେତା ଟି.ଏସ. ନିଙ୍ଗାମ୍ମାଙ୍କ କାହାଣୀ ଶେୟାର କରିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କ…

ଭୁବନେଶ୍ୱର, ଝାରସୁଗୁଡ଼ା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌

ଢେଙ୍କାନାଳ,୩୧।୮(ରତନ ନାୟାର): ଭୁବନେଶ୍ୱର, ଝାରସୁଗୁଡା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌। ସୋମବାର ସ୍ଥାନୀୟ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ନିକଟରେ ଖାଦ୍ୟ, ଯୋଗାଣ ଓ ଖାଉଟି…

ଜିଲାସ୍ତରୀୟ ଜନଶୁଣାଣି: ୨୨୧ ଅଭିଯୋଗ ଶୁଣିଲେ ଜିଲାପାଳ-ଏସପି

ଦାରିଙ୍ଗବାଡି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଥିବା ସଭାଗୃହରେ ସୋମବାର ଜିଲାସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି…

କନ୍ୟା ରାଶିରେ ବୁଧଙ୍କ ଗୋଚର: ୭ ସେପ୍ଟେମ୍ବରରୁ ଏହି ୫ ରାଶିଙ୍କ ଖୋଲିବ ଉନ୍ନତିର ରାସ୍ତା, ବଢ଼ିବ…

ବୈଦିକ ଜ୍ୟୋତିଷରେ ବୁଧଙ୍କୁ ବୁଦ୍ଧି, ବାଣୀ, ତର୍କ, ଗଣନା, ବ୍ୟବସାୟ ଓ ଯୋଗାଯୋଗର କାରକ ଗ୍ରହ ଭାବେ ମାନାଯାଏ। ତେଣୁ ବୁଧଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଜାତକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri