ଏମ୍‌ପି ଅନୁଭବ-ମନୋଜିତ କଳି: ଏସ୍‌ଡିଜେଏମ୍‌ କୋର୍ଟରେ ବୟାନ ରେକର୍ଡ

କଟକ ଅଫିସ,୨୮ା୧୧: କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତିଙ୍କ ବିରୋଧରେ ଛାତ୍ର ବିଜେଡି ନେତା ମନୋଜିତ ଦାସ ଏସ୍‌ଡିଜେଏମ୍‌ କୋର୍ଟରେ ଏକ କମ୍ପ୍ଲେନ କେସ୍‌ ଦାଏର କରିଥିଲେ। ଉକ୍ତ ମାମଲାରେ ବୁଧବାର ମନୋଜିତ ସଦର ଏସ୍‌ଡିଜେଏମ୍‌ କୋର୍ଟରେ ଉପସ୍ଥିତ ହୋଇ ତାଙ୍କ ବୟାନ ରଖିଛନ୍ତି। ସିଆରପିସିର ଧାରା ୨୦୦ ଅନୁଯାୟୀ ମନୋଜିତଙ୍କ ବୟାନକୁ ରେକର୍ଡ କରାଯାଇଛି। ଗତ ସେପ୍ଟେମ୍ବର ୩୦ ବିଳମ୍ବିତ ରାତିରେ ପାର୍କିଂ ଘଟଣାକୁ କେନ୍ଦ୍ରକରି ମନୋଜିତ ଓ ଅନୁଭବଙ୍କ ମଧ୍ୟରେ ବିବାଦ ଉପୁଜିଥିଲା। ଏହାକୁ ନେଇ ମନୋଜିତ ପୁରୀଘାଟ ଥାନାରେ ଅନୁଭବଙ୍କ ବିରୋଧରେ ଏତଲା ଦେଇଥିଲେ। ମାତ୍ର ଥାନାରୁ ନ୍ୟାୟ ନ ମିଳିବାରୁ ମନୋଜିତ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାଲରେ ପଡ଼ିଲା ବିରଳ ପ୍ରଜାତିର ପ୍ରାଣୀ

ଭଦ୍ରକ ଅଫିସ, ୧୮।୩: ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଖଦାଳପୋଖରୀ ପଞ୍ଚାୟତ ସୁନାରୀପୋଖରୀଠାରେ ଗୁରୁବାର ଏକ ବିରଳ ପ୍ରଜାତିର ପ୍ରାଣୀ ଉଦ୍ଧାର କରାଯାଇଛି। ଗ୍ରାମର...

ଥଇଥାନ ପାଇଁ ଜିଲାପାଳଙ୍କୁ ଭେଟିଲେ ବ୍ୟବସାୟୀ

ଭଦ୍ରକ ଅଫିସ, ୪।୭ – ଭଦ୍ରକ ସହରରୁ ଜବରଦଖଲ ଉଚ୍ଛେଦ ପରେ ରୋଜଗାର ହରାଇଥିବା ଦୋକାନୀମାନଙ୍କୁ ଥଇଥାନ ଦାବିରେ ସିପିଆଇ(ଏମ୍‌)ର ଜିଲା କମିଟି ବୁଧବାର ଜିଲାପାଳଙ୍କୁ...

କଲଭର୍ଟରେ ଗର୍ତ୍ତ: ୨ ମାସରେ ୩୪ ଦୁର୍ଘଟଣା

ରଣପୁର,୨୦ା୧(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଏନ୍‌ଏସିର ୧୩ନଂ. ୱାର୍ଡ ରଘୁନାଥପୁର ଗଁା ମୁଣ୍ଡରେ ଥିବା କଲଭର୍ଟରେ ଗର୍ତ୍ତ ସୃଷ୍ଟି ହୋଇ ଦୁର୍ଘଟଣାକୁ ଆମନ୍ତ୍ରଣ କରୁଛି। ଗତ...

କଂସାମାରି ଗ୍ରାମରୁ ବିରଳ ପ୍ରଜାତିର ବଜ୍ରକାପ୍ତା ଉଦ୍ଧାର

ପାଟପୁର,୧ା୬(ଡି.ଏନ.ଏ.)-ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମର ନନ୍ଦ ଗୌଡ଼ଙ୍କ କୂଅରୁ ସୋମବାର ଏକ ବିରଳ ପ୍ରଜାତିର ବଜ୍ରକାପ୍ତା ଉଦ୍ଧାର କରାଯାଇଛି। ଗ୍ରାମର ଯୁବକ ଗୋଷ୍ଠୀ ବଜ୍ରକାପ୍ତାକୁ ଦେଖି...

ବୁଲ୍‌ବୁଲ୍‌ ପ୍ରଭାବ: ଧାନଚାଷ ଉଜୁଡ଼ିବା ଆଶଙ୍କା, ଚିନ୍ତାରେ ଚାଷୀ

ପାଟକୁରା,୯।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ ଅଞ୍ଚଳରେ ବାତ୍ୟା ‘ବୁଲ୍‌ବୁଲ୍‌’ର ପ୍ରଭାବ ଦେଖିବାକୁ ମିଳିଛି। ଏ ନେଇ ଶୁକ୍ରବାର ପ୍ରବଳ ବର୍ଷା ଲାଗି ରହିଥିବା ବେଳେ...

ଗନ୍ଧମାର୍ଦ୍ଦନ ଲୌହଖଣିରେ ସାନିଟାଇଜ୍‌ ଟନେଲ ବ୍ୟବସ୍ଥା

କେନ୍ଦୁଝର, ୧୧ା୫(ସ୍ବ.ପ୍ର.)-କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ଓଡିଶା ଖଣି ନିଗମର ଶୁଆକାଟୀ ଗନ୍ଧମାର୍ଦ୍ଦନ ଲୌହଖଣିରେ ସ୍ବୀକୃତିପ୍ରାପ୍ତ ରେଜିଙ୍ଗ ଏଜେନ୍ସି କଳିଙ୍ଗ କମର୍ସିଆଲ କର୍ପୋରେଶନ ଲିଃ ପକ୍ଷରୁ...

ବଙ୍ଗଳାଗୁଡ଼ା ପୋଲ ଭୁଶୁଡ଼ିଲା

କୋରାପୁଟ,୧୭ା୮(ସ୍ବ.ପ୍ର.): କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ମଙ୍ଗଳବାର ଅପରାହ୍ନରେ କୋରାପୁଟ-ରାୟଗଡ଼ା ୩୨୬ ନଂ. ଜାତୀୟ ରାଜପଥର ବଙ୍ଗଳାଗୁଡ଼ା-ଲେନ୍ଦିରିମାଳିଗୁଡା ମଧ୍ୟରେ ଥିବା ଏକ ପୁରୁଣା ପୋଲ...

‘ସେପ୍ଟେମ୍ବର ୨୦ ସୁଦ୍ଧା କ୍ୟାମ୍ପସ କମିଟି ଗଠନ କର’

ଭୁବନେଶ୍ୱର,୨୬ା୮(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବିଜୁ ଛାତ୍ର ଜନତା ଦଳର ନୂତନ କର୍ମକର୍ତ୍ତା ଚୟନ କରାଯାଇଛି ା...

Advertisement
Archives

Model This Week