Posted inଜାତୀୟ

ଏମ୍‌ପି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶିବରାଜ

ଭୋପାଳ,୨୪ା୩: ଭାଜପାର ବରିଷ୍ଠ ନେତା ଶିବରାଜ ସିଂ ଚୌହାନ ଚତୁର୍ଥ ଥର ପାଇଁ ମଧ୍ୟପ୍ରଦେଶ (ଏମ୍‌ପି)ର ମୁଖ୍ୟମନ୍ତ୍ରୀ ଭାବେ ସୋମବାର ରାତି ୯ଟାରେ ଶପଥ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ତାଙ୍କୁ ଭାଜପା ବିଧାୟକ ଦଳ ନେତା ନିର୍ବାଚିତ କରାଯାଇଥିଲା। ବରିଷ୍ଠ ଭାଜପା ନେତା ତଥା ପୂର୍ବତନ ବିରୋଧୀ ଦଳ ନେତା ଗୋପାଳ ଭାର୍ଗବ ତାଙ୍କ ନାମ ପ୍ରସ୍ତାବ ଦେଇଥିଲେ। ପରେ ବିଜୟ ଶାହା, ମୀନା ସିଂ, ପାରସ ଜୈନ ଓ ଅନ୍ୟ ବିଧାୟକମାନେ ଏହି ପ୍ରସ୍ତାବକୁ ସମର୍ଥନ କରିଥିଲେ। ତେବେ କରୋନା ସଂକ୍ରମଣ ଭୟରେ ଦିଲ୍ଲୀରୁ କୌଣସି କେନ୍ଦ୍ରୀୟ ନେତା ଶପଥ ଗ୍ରହଣ ଉତ୍ସବରେ ଯୋଗଦେଇ ନ ଥିବା ଜଣାପଡିଛି। ୧୫ ମାସର କମଲନାଥ ସରକାରଙ୍କ ପତନ ପରେ ଶିବରାଜ ପୁନଶ୍ଚ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପାଇଁ ମନା କରିବାରୁ କନ୍ୟା ପିତାଙ୍କୁ ଅପହରଣ କଲେ ଯୁବକ

ଦ୍ୱାରିକା,୨୯।୫: ବିବାହର ପ୍ରସ୍ତାବ ସ୍ବୀକାର କରି ମନା କରିବା ପରେ ନିଜ ସାଙ୍ଗମାନଙ୍କ ସହିତ ମିଶି କନ୍ୟା ପିତାଙ୍କୁ ଅପହରଣ କଲେ ଯୁବକ। ଏହାପରେ ଯୁବକଙ୍କୁ...

ସୁରକ୍ଷା କର୍ମୀ ମାଓବାଦୀ ମୁହାଁମୁହିଁ: ଲକ୍ଷେ ଟଙ୍କା ପୁରସ୍କାର ଘୋଷିତ ଥିବା ମାଓବାଦୀ ନିହତ

ରାୟପୁର,୨୩।୭: ଛତିଶଗଡ଼ ସୁକମାର ବିରାଭଟ୍ଟି ଜଙ୍ଗଲରୁ ଡିଆରଜି ଯବାନ ଜଣେ ମାଓବାଦୀଙ୍କ ମୃତଦେହ ଜବତ କରିଛନ୍ତି। ସେଠାରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ...

ସାମ୍ନାକୁ ଆସିଲା ରାଫାଲ ଆର୍‌ବି-୦୦୨ର ପ୍ରଥମ ଫଟୋ

ନୂଆଦିଲ୍ଲୀ,୧୦।୧୦: ଯୁଦ୍ଧ ବିମାନ ରାଫାଲ ଆର୍‌ବି-୦୦୧ ପ୍ରାନ୍ସ ପକ୍ଷରୁ ଭାରତକୁ ହସ୍ତଗତ କରାଯିବାର ଗୋଟିଏ ଦିନ ପରେ ଆଉ ଏକ ରାଫାଲ ବିମାନର ଫଟୋ ଜାରି...

ଦେଶ ପ୍ରତିରକ୍ଷା ନାମରେ କଂଗ୍ରେସ କରିଛି ଦୁର୍ନୀତି: ପ୍ରଧାନମନ୍ତ୍ରୀ…

ଶିମଲା,୫।୧୧: ହିମାଚଳ ପ୍ରଦେଶର ସୁନ୍ଦରନଗର ଜବାହର ପାର୍କରେ ବିଜୟ ସଙ୍କଳ୍ପ ରାଲିରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ...

କର୍ନାଟକରେ ଭାଜପାକୁ ହରାଇବା ଆମର ପ୍ରଥମ ଲକ୍ଷ୍ୟ ଥିଲା: ଶରଦ ପାଓ୍ବାର…

ବେଙ୍ଗାଲୁରୁ,୧୩।୫ : କର୍ନାଟକ ବିଧାନସଭା ନିର୍ବାଚନ ଫଳାଫଳ ସମ୍ପର୍କରେ ଏନସିପି ମୁଖ୍ୟ ଶରଦ ପାୱାର ଏକ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି, ଆମର ପ୍ରଥମ ଲକ୍ଷ୍ୟ...

ଦୈନିକ ସଂକ୍ରମଣ ୨ ଶହ ଟପିଲା…

ନୂଆଦିଲ୍ଲୀ, ୨୬।୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ...

ବ୍ରହ୍ମୋସର ଲକ୍ଷ୍ୟଭେଦ କ୍ଷମତା ବୃଦ୍ଧି କଲା ଭାରତ…

ନୂଆଦିଲ୍ଲୀ,୧୪।୩ : ଭାରତର ବ୍ରହ୍ମୋସ ସୁପରସୋନିକ କ୍ଷେପଣାସ୍ତ୍ର ହଠାତ୍‌ ପାକିସ୍ତାନ ଅଞ୍ଚଳରେ ପଡ଼ିବା ନେଇ ବିବାଦ ମଧ୍ୟରେ ବି ଖୁସି ଖବର ଆସିଛି। ଭାରତ ବ୍ରହ୍ମୋସ...

ମେକ୍‌ ଇନ୍‌ ଇଣ୍ଡିଆ-ହେଟ୍‌ ଇନ୍‌ ଇଣ୍ଡିଆ ଏକାଠି ସମ୍ଭବ ନୁହେଁ, ମୋଦିଙ୍କୁ ଘେରିଲେ ରାହୁଲ…

ନୂଆଦିଲ୍ଲୀ, ୨୭।୪ : କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଘେରିବା ଆରମ୍ଭ କରିଛନ୍ତି। ରାହୁଲ କହିଛନ୍ତି ଯେ, ମେକ୍‌ ଇନ୍‌...

Advertisement
Archives

Model This Week