ଏମ୍‌ସିଏଲ୍‌ଆର୍‌ କମାଇଲା ଏସ୍‌ବିଆଇ

ନୂଆଦିଲ୍ଲୀ,୮।୪: ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ପକ୍ଷରୁ ମାର୍ଜିନାଲ କଷ୍ଟ ଅଫ୍‌ ଫଣ୍ଡସ ବେସ୍‌ଡ ଲେଣ୍ଡିଂ ରେଟ୍‌ ବା ଋଣସୁଧ ୩୫ ବେସିସ ପଏଣ୍ଟ ହ୍ରାସ କରାଯାଇଛି। ବର୍ଷିକିଆ ଏମ୍‌ସିଏଲ୍‌ଆର୍‌ର ସବୁ ବର୍ଗରେ ଏହା ଲାଗୁ ହେବ। ଏପ୍ରିଲ ୧୦ରୁ ଏହା କାର୍ଯ୍ୟକାରୀ ହେବ। ଏମ୍‌ସିଏଲ୍‌ଆର୍‌ ସହ ଲିଙ୍କ ହୋଇଥିବା ଋଣ ଉପରେ ଗ୍ରାହକ ଏହି ସୁଧହାର ହ୍ରାସ ସୁବିଧା ପାଇ ପାରିବେ। ଏହି ନିଷ୍ପତ୍ତି ପରେ ବର୍ଷିକିଆ ଏମ୍‌ସିଏଲ୍‌ଆର୍‌ ୭.୭୫%ରୁ ୭.୪୦%କୁ ହ୍ରାସ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

୩୭୦ ଅନୁଚ୍ଛେଦ ଉଚ୍ଛେଦ;ଜମ୍ମୁ-କଶ୍ମୀରରେ ରିଏଲ ଇଷ୍ଟେଟ ପାଇଁ ସୁଯୋଗ

ନୂଆଦିଲ୍ଲୀ,୧୧-୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ପ୍ରତ୍ୟାହାର ପରେ ଏବେ ସେଠାକାର ରିଏଲ ଇଷ୍ଟେଟରେ ନିବେଶ ସୁଯୋଗ ସୃଷ୍ଟି ହୋଇଛି। ଦେଶର ବୃହତ ରିଏଲ ଇଷ୍ଟେଟ କମ୍ପାନୀ...

ଆଦାୟ ହେବ ଟିକସ: କ୍ଷତି ଦର୍ଶାଇ ଠକୁଛନ୍ତି ୨.୫ ଲକ୍ଷ କମ୍ପାନୀ

ନୂଆଦିଲ୍ଲୀ,୧୪-୬: ଦେଶର ଅର୍ଥନୀତିକୁ ଗତିଶୀଳ କରିବା ଲକ୍ଷ୍ୟରେ ମୋଦି ସରକାର ଆଉ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ବିମୁଦ୍ରୀକରଣ ପରେ ଭୂତ କମ୍ପାନୀଙ୍କୁ ବନ୍ଦ...

ବଢୁଛି ବିଟ୍‌କଏନ୍‌ ବ୍ୟବହାର: ୨୦୩୦ ବେଳକୁ ୧କୋଟି ଛୁଇଁବ ମୂଲ୍ୟ

ନୂଆଦିଲ୍ଲୀ,୧୧।୧: ବର୍ତ୍ତମାନ ସମୟରେ ବିଟ୍‌ କଏନର ବ୍ୟବହାର ଓ ଚାହିଦା ମାତ୍ରାଧିକ ବୃଦ୍ଧି ପାଉଛି। ଫଳରେ ଦେଶ ବିଦେଶରେ ପ୍ରଚଳିତ ବିଭିନ୍ନ ମୁଦ୍ରାର ଏକ ବିକଳ୍ପ ହୋଇଛି...

ଅନୀଲ ଅମ୍ବାନୀଙ୍କ ବିରୋଧରେ ୩ ଚାଇନା ବ୍ୟାଙ୍କର ମାମଲା

ନୂଆଦିଲ୍ଲୀ,୧୦-୧୧: ରିଲାଏନ୍ସ ପ୍ରମୋଟର ଅନୀଲ ଅମ୍ବାନୀଙ୍କ ବିରୋଧରେ ଚାଇନାର ୩ ବ୍ୟାଙ୍କ ଲଣ୍ଡନର ଏକ ନ୍ୟାୟାଳୟର ଦ୍ୱାରସ୍ଥ ହୋଇଛନ୍ତି। ଇଣ୍ଡଷ୍ଟ୍ର୍ରିଆଲ ଆଣ୍ଡ କମର୍ସିଆଲ ବ୍ୟାଙ୍କ ଅଫ୍‌...

ବନ୍ଦ ହୋଇପାରେ ବ୍ୟାଙ୍କ ସେବା

ନୂଆଦିଲ୍ଲୀ,୨୭। ୩: କରୋନା ପ୍ରଭାବକୁ କମ୍‌ କରିବା ଲାଗି ସରକାର ଏବେ ସାରା ଦେଶରେ କଟକଣା ଲାଗୁ କରୁଛନ୍ତି। ଏହି ସମୟରେ କିଛି ବଛାବଛା ବ୍ୟାଙ୍କ...

ପୁଞ୍ଜି ବଜାରରୁ ଉଠାଇ ନେଲେ ୩୭,୯୭୬ କୋଟି

ମୁମ୍ବାଇ,୧୬।୩: କରୋନା ଯୋଗୁ ବିଶ୍ୱ ସ୍ତରରେ ମାନ୍ଦାବସ୍ଥା ସ୍ଥିତି ଉପୁଜିବା ଆଶଙ୍କାରେ ବିଦେଶୀ ନିବେଶକ ଛାନିଆ ହୋଇ ପଡିଛନ୍ତି। ମାର୍ଚ୍ଚ ମାସ ବର୍ତ୍ତମାନ ପର୍ଯ୍ୟନ୍ତ ଫରେନ ପୋର୍ଟଫୋଲିଓ...

୫-ଜି ସ୍ପେକ୍ଟ୍ରମ ନିଲାମୀକୁ ମଞ୍ଜୁରୀ, ଦୀପାବଳି ସୁଦ୍ଧା ସେବା ମିଳିବା ସମ୍ଭାବନା…

ନୂଆଦିଲ୍ଲୀ, ୧୫।୬ : ଦେଶରେ ୫-ଜି ଟେଲିକମ ସେବା ଆରମ୍ଭ କରିବା ନେଇ କେନ୍ଦ୍ର କ୍ୟାବିନେଟ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ୫-ଜି...

ଆଲିବାବା ପ୍ରତିଷ୍ଠାତାଙ୍କୁ ସମନ

ନୂଆଦିଲ୍ଲୀ,୨୬।୭: ଆଲିବାବା ପ୍ରତିଷ୍ଠାତା ଜ୍ୟାକ୍‌ ମାଙ୍କୁ ଗୁରୁଗ୍ରାମର ନ୍ୟାୟାଳୟ ସମନ ଜାରି କରିଛନ୍ତି। ଭାରତରେ କମ୍ପାନୀର ସହାୟକ ସଂସ୍ଥା ୟୁସି ନ୍ୟୁଜର ଜଣେ କର୍ମଚାରୀଙ୍କ ଅଭିଯୋଗ...

Advertisement
Archives

Model This Week