ଏମ୍‌ସିଏଲ୍‌ ଜଗନ୍ନାଥ କୋଇଲା ଖଣିରେ ଅଗ୍ନିକାଣ୍ଡ: ଜଳିଗଲା ପିସି ମେଶିନ

ତାଳଚେର,୨୬।୧୦(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ଏମ୍‌ସିଏଲ୍‌ଠାରେ ଥିବା ଜଗନ୍ନାଥ କୋଇଲା ଖଣିରେ ଶନିବାର ଅଗ୍ନିକାଣ୍ଡ ଘଟି ଏକ ପିସି ମେଶିନ ସମ୍ପୂର୍ଣ୍ଣ ଜଳିଯାଇଛି। ଦୁର୍ଘଟଣାରେ ଗାଡ଼ିଚାଳକ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଖଣିରେ କାମ କରୁଥିବା ବେଳେ ହଠାତ୍‌ ପିସିରେ ନିଆଁ ଲାଗିଯାଇଥିଲା। ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇ ନାହିଁ। ତେବେ ରକ୍ଷଣାବେକ୍ଷଣ ଅଭାବରୁ ଏଭଳି ଅଘଟଣ ଘଟିଲା ବୋଲି ଶ୍ରମିକମାନେ ଅଭିଯୋଗ କରିଛନ୍ତି । ମେଶିନର ଦାମ ୩ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚଢ଼ାଉ ସମୟରେ ଗଞ୍ଜେଇ ଭର୍ତ୍ତି ବୋଲେରୋ ଛାଡ଼ି ଚାଳକ ଚମ୍ପଟ

କୋକସରା,୧୬ା୩(ଡି.ଏନ୍‌.ଏ.): କୋରାପୁଟ ଅଞ୍ଚଳରୁ କଳାହାଣ୍ଡି ପଟେ ଆସୁଥିବା ଏକ ବୋଲେରୋ ନମ୍ବର ଓ ୦୮ ସି ୪୨୮୪ରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା କୌଣସି ସୂତ୍ରରୁ...

ସୀମାନ୍ତବାସୀଙ୍କୁ ଭେଟି ସମସ୍ୟା ବୁଝିଲେ ଜିଲାପାଳ

ବରଗଡ଼ ଅଫିସ,୨୮।୨- ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ରବିବାର ପଡୋଶୀ ଛତିଶଗଡ଼ ରାଜ୍ୟକୁ ଲାଗି ରହିଥିବା ଝାରବନ୍ଧ ବ୍ଲକ ଅନ୍ତର୍ଗତ ଶିକାରିପାଲି, ଭଏଁଷାଦର୍ହା, ବଡ଼ ଅନକି...

ଫୁଲୁଛି ସୁବର୍ଣ୍ଣରେଖା

ଭୋଗରାଇ/ଜଳେଶ୍ୱର/ବାଲିଆପାଳ,୧୬।୯(ଡି.ଏନ.ଏ./ସ୍ବ.ପ୍ର.)- ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଉତ୍ତର ବାଲେଶ୍ୱର ଭୋଗରାଇ, ଜଳେଶ୍ୱର, ବାଲିଆପାଳ ଓ ବସ୍ତା ଅଞ୍ଚଳରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ଭୋଗରାଇରେ...

ତାଲା ଭାଙ୍ଗି ୫୦ ହଜାର ଟଙ୍କାର ପୋଷାକ ଚୋରି

କେନ୍ଦୁଝର/ରାଇସୁଆଁ, ୧୭ା୫ (ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ସଦର ଥାନା ଅଞ୍ଚଳରେ ଚୋର ମାନଙ୍କ ପ୍ରାଦୁର୍ଭାବ ବଢିବାରେ ଲାଗିଛି। ଶନିବାର ବିଳମ୍ବିତ ରାତିରେ ମହାଦେଇଯୋଡ଼ା ଓଡ଼ିଶା ଗ୍ରାମ୍ୟବ୍ୟାଙ୍କରୁ କେହି ଦୁର୍ବୃତ୍ତ...

ବିଭିନ୍ନ ସଙ୍ଗଠନ ପକ୍ଷରୁ ରିଲିଫ ପାଣ୍ଠିକୁ ସହାୟତା

ଖଇରା, ୨୨।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ବ୍ଲକର ବିଭିନ୍ନ ସଙ୍ଗଠନ ପକ୍ଷରୁ ଖଇରା ବିଡିଓ ଦେବେନ୍ଦ୍ର ପ୍ରସାଦ ବଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଅର୍ଥଦାନ...

ଜୁଆଆଡ୍ଡାରେ ଚଢାଉ, ୫ ଗିରଫ

ବୁଗୁଡା,୧୮ା୪(ଡି.ଏନ୍‌.ଏ.)- ବୁଗୁଡା ଥାନା ଅନ୍ତର୍ଗତ କରସିଙ୍ଗି ନିକଟ ଏକ କାଜୁ ତୋଟାରେ ଶନିବାର ଅପରାହ୍ନରେ ବୁଗୁଡା ପୋଲିସ ଚଢାଉ କରି ୫ ଜଣ ଜୁଆଡିଙ୍କୁ ଗିରଫ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା

ବାଲେଶ୍ୱର ଅଫିସ, ୧୪।୪- କରୋନା ସଂକ୍ରମଣଜନିତ ପରିସ୍ଥିତିର ମୁକାବିଲା ପାଇଁ ବିଭିନ୍ନ ସ୍ବୟଂ ସହାୟିକା ଗୋଷ୍ଠୀଙ୍କ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ମଙ୍ଗଳବାର ସହାୟତା ରାଶି...

ଅବହେଳିତ ଉତ୍କଳମଣି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି

ବ୍ରହ୍ମପୁର ଅଫିସ,୧୪ା୩ ମହାପୁରୁଷଙ୍କୁ ସମ୍ମାନ ଦେବା ଓ ତାଙ୍କର ସ୍ମୃତିକୁ ମନେ ପକାଇବା ପାଇଁ ସହରର ବିଭିନ୍ନ ସ୍ଥାନରେ ବିଭିନ୍ନ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ସ୍ଥାପିତ କରାଯାଇଥାଏ।...

Advertisement
Archives

Model This Week