ଏମ୍‌ସିଏଲ୍‌ ହିଙ୍ଗୁଳା କୋଇଲା ଖଣି ଦୁର୍ଘଟଣାରେ ଜଣେ ଠିକା ଶ୍ରମିକଙ୍କ ଜୀବନ ଗଲା

ତାଳଚେର,୫।୫(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ଏମ୍‌ସିଏଲ୍‌ରେ ଥିବା ହିଙ୍ଗୁଳା କୋଇଲା ଖଣିରେ ଏକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ଠିକା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଠିକା ଶ୍ରମିକ ଜଣଙ୍କ ହେଉଛନ୍ତି ଛତିଶଗଡ଼ ଅଞ୍ଚଳର ୩୮ ବର୍ଷୀୟ ସୋମେତ ଜମାଡ। ସୋମେତ କୋଇଲା ଖଣିରେ ଏକ ଠିକା ସଂସ୍ଥାରେ ମେଣ୍ଟେନାନ୍ସ ଭାବେ କାର୍ଯ୍ୟରତ ଥିଲେ। ରବିବାର ବିଳମ୍ବିତ ରାତିରେ ଡ୍ରିଲ ମେଶିନ ଉପରୁ ସେ ତଳକୁ ଖସି ପଡ଼ିବାରୁ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ପରେ ଖଣି କାର୍ଯ୍ୟ ବନ୍ଦ ରହିଥିବା ସୂଚନା ମିଳିଛି। ଖଣି କର୍ତ୍ତୃପକ୍ଷ ଘଟଣାସ୍ଥଳରେ ପହଞ୍ଚିି ମୃତ ଠିକା ଶ୍ରମିକଙ୍କ ପରିବାର ସଦସ୍ୟଙ୍କୁ ନିଯୁକ୍ତି ଓ କ୍ଷତିପୂରଣ ସମ୍ପର୍କରେ ଆଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଗ୍ନି କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ: ଏକାଧିକ ଲକ୍ଷ୍ୟଭେଦର ରହିଛି ଦକ୍ଷତା

ବାଲେଶ୍ୱର,୯ା୫(ବାଞ୍ଛାନିଧି ଦେ): ଭାରତର ପ୍ରତିରକ୍ଷା ବିଭାଗ ଦେଶର ସୁରକ୍ଷା ରଣନୈତିକ କ୍ଷମତାରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଏହି କ୍ରମରେ ଓଡ଼ିଶା ଉପକୂଳର ଡ.…

ସୁବ୍ରମଣ୍ୟମ ନୂତନ CDS ନିଯୁକ୍ତ, ସ୍ବାମୀନାଥନ୍‌ ନୌସେନା ମୁଖ୍ୟ ନିଯୁକ୍ତ

ନୂଆଦିଲ୍ଲୀ,୯।୫: ଭାରତ ସରକାର ସଶସ୍ତ୍ର ବାହିନୀରେ ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତି ଘୋଷଣା କରିଛନ୍ତି। କେନ୍ଦ୍ର ସରକାର ଲେଫ୍ଟନାଣ୍ଟ ଜେନେରାଲ ଏନ୍‌.ଏସ୍‌. ରାଜା ସୁବ୍ରମଣିଙ୍କୁ ନୂତନ ପ୍ରତିରକ୍ଷା ମୁଖ୍ୟ(CDS) ଭାବେ…

ଚାର ଫଳ ଗୋଟାଇବାକୁ ଜଙ୍ଗଲକୁ ଯାଇଥିଲେ, ଭାଲୁର ଅତର୍କିତ ଆକ୍ରମଣରେ ଗୁରୁତର… 

ବଲାଙ୍ଗୀର,୯।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ଅନ୍ତର୍ଗତ ଗୁଡିଘାଟ ପଞ୍ଚାୟତର କୁଟୁନିଝରନ ଗାଁରେ ଭାଲୁ ଆକ୍ରମଣରେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ…

ଦିଗପହଣ୍ଡି କୋର୍ଟରେ ରାଷ୍ଟ୍ରୀୟ ଲୋକ ଅଦାଲତ: ୫୭ ମାମଲାର ଫଇସଲା

ଦିଗପହଣ୍ଡି,୯|୫(ଅଶେଷ ନାଥ ମିଶ୍ର) ରାଜ୍ୟ ଆଇନ ସେବା ପ୍ରାଧିକରଣ କର୍ତ୍ତୃପକ୍ଷ ଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ …

ସଞ୍ଜୀବ ଆରୋରା କିଏ? ଇଡି ହେପାଜତରେ ରିଅଲ ଇଷ୍ଟେଟ ଜଗତର ‘ମୁକୁଟହୀନ ସମ୍ରାଟ’ – ତାଙ୍କ ଗିରଫଦାରୀର କାରଣ ଜାଣନ୍ତୁ

ଚଣ୍ଡିଗଡ଼,୯।୫: ପଞ୍ଜାବର ସ୍ଥାନୀୟ ସରକାର ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ସଞ୍ଜୀବ ଆରୋରାଙ୍କୁ ଗିରଫ କରାଯାଇଛି। ରିପୋର୍ଟ ଅନୁଯାୟୀ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED)ର ଏକ ଦଳ ଆରୋରାଙ୍କୁ…

‘ଦୁର୍ନୀତିଗ୍ରସ୍ତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀ କରିବାର ପରମ୍ପରାକୁ ବଜାୟ ରଖିଛି ଭାଜପା’: ସଞ୍ଜୟ ରାଉତଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୯।୫: ଶିବସେନା (ଉଦ୍ଧବ ବାଲାସାହେବ ଠାକରେ) ଗୋଷ୍ଠୀର ନେତା ଏବଂ ରାଜ୍ୟ ସଭା ଏମପି ସଞ୍ଜୟ ରାଉତ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବରେ ଶୁଭେନ୍ଦୁ ଅଧିକାରୀଙ୍କୁ ଚୟନ କରିବା…

ସ୍ପେନରେ ନିଶା କାରବାରକୁ ଶକ୍ତ ଝଟକା, ୪୧ ଟନ କୋକେନ ଜବତ, ୭୭ ଗିରଫ

ମାଡ୍ରିଡ,୯।୫: ସମୁଦ୍ରରେ ନିଶା କାରବାର ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନରେ, ସ୍ପାନିସ ପୋଲିସ ମୋଟ ୪୧ ଟନ କୋକେନ ଜବତ କରିଛି। କେବଳ ଏହି ଅପରେଶନଗୁଡ଼ିକ ମଧ୍ୟରୁ…

ସର୍ବସାଧାରଣ ପୋଖରୀ ଜବରଦଖଲ, ଆନ୍ଦୋଳନ ନିଷ୍ପତ୍ତି

ନୂଆପଡ଼ା,୯ା୫ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ଚୁଳାଭାଟ ପଞ୍ଚାୟତ ଭଏଁଷାଦାଦର ଗଁାରେ ଥିବା ସର୍ବସାଧାରଣ ପୋଖରୀକୁ କେତେଜଣ ବ୍ୟକ୍ତି ଜବରଦଖଲ କରିଥିବାରୁ ଗ୍ରାମବାସୀ ଏହାକୁ ବିରୋଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri