‘ଏମ୍‌.ଏସ୍‌. ଧୋନୀ: ଦ ଅନ୍‌ଟୋଲ୍ଡ ଷ୍ଟୋରୀ’ରେ ସୁଶାନ୍ତଙ୍କ ଅଭିନୟ ଜୀବନ୍ତ; ଆତ୍ମହତ୍ୟା କରିବାକୁ ଦୁଃଖଦ କହିଲେ ଓ୍ବାଟ୍‌ସନ୍‌

ନୂଆଦିଲ୍ଲୀ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ଘଟଣା ପରିବାର ତଥା ପ୍ରଶଂସକଙ୍କୁ ସ୍ତବ୍ଧ କରିଦେଇଛି। ଏହାର ପାଞ୍ଚ ଦିନ ବିତିସାରିଥିଲେ ହେଁ କେହିବି ଏହାକୁ ଗ୍ରହଣ କରିପାରୁନାହାନ୍ତି। ଅଷ୍ଟ୍ରେଲିୟ କ୍ରିକେଟ ତାରକା ସେନ୍‌ ଓ୍ବାଟ୍‌ସନ୍‌ ଏକ ଟୁଇଟ୍‌ କରି ସୁଶାନ୍ତଙ୍କ ମୃତ୍ୟୁକୁ ଦୁଃଖଦ କହିଛନ୍ତି।

‘ଏମ୍‌ଏସ୍‌ ଧୋନୀ: ଦ ଅନ୍‌ଟୋଲ୍ଡ ଷ୍ଟୋରୀ’ ଦେଖିବା ବେଳେ ସୁଶାନ୍ତଙ୍କୁ ଚିହ୍ନିବା ମୁସ୍କିଲ ଥିଲା। ପରଦାରେ ଧୋନୀଙ୍କୁ ଦେଖିବା ଭଳି ମନେ ହୋଇଥିଲା। ଏବେ ତାଙ୍କ ଆତ୍ମହତ୍ୟା ଖବର ଶୁଣିବା ପରେ ତାଙ୍କ ବିଷୟରେ ନ ଭାବି ରହିପାରୁନାହିଁ। ସେ ଖୁବ୍‌ ସୁନ୍ଦର ଅଭିନୟ କରିଥିଲେ। ତାଙ୍କୁ ହରାଇ ବିଶ୍ୱରେ ଏକ ଖାଲିପଣ ସୃଷ୍ଟି ହେଲା। ଖୁବ୍‌ଶୀଘ୍ର ସେ ଚାଲିଗଲେ ବୋଲି ଓ୍ବାଟ୍‌ସନ୍‌ ଟୁଇଟ୍‌ରେ ଲେଖିଥିଲେ। ଏହା ଏବେ ଭାଇରାଲ ହେଉଛି। ସୁଶାନ୍ତଙ୍କ ପ୍ରଶଂସକମାନେ ଏହାକୁ ନେଇ ଦୁଃଖ ପ୍ରକାଶ କରୁଥିବା ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଲେ ସୋନମ ୱାଙ୍ଗଚୁକ୍, ଅନଶନ ସମାପ୍ତ କରିବାକୁ ରଖିଲେ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଛନ୍ତି ସୋନମ ୱାଙ୍ଗଚୁକ୍ । ଅନଶନ ସମାପ୍ତ କରିବା ପାଇଁ କେତେକ ଦାବି ଉପସ୍ଥାପନ କରିଛନ୍ତି । ଆତ୍ମହତ୍ୟା ଦ୍ୱାରା ମୃତ୍ୟୁବରଣ…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

ରାଜନୀତିରେ ହଲଚଲ୍! ସରକାରଙ୍କ ଆଗରେ ୩ ଦାବି ରଖିଲେ ରାହୁଲ, ଜାଣିଲେ….

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପେପର ଲିକ୍ ଏବଂ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ସମ୍ପର୍କରେ ଦିଲ୍ଲୀର ଇନ୍ଦିରା ଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି…

‘ମୋତେ ଘୋଷାଡି ନେଉଥିବା ପୋଲିସ କହିଲା, ଏ ସରକାରକୁ ହଟାନ୍ତୁ’, ରାହୁଲଙ୍କ ବିସ୍ଫୋରକ ବୟାନ

ନୂଆଦିଲ୍ଲୀ,୨୨।୭: ଲୋକ ସଭାର ବିରୋଧୀ ଦଳ ନେତା , କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ନିଟ୍ (NEET) ପରୀକ୍ଷାରେ ପେପର୍ ଲିକ୍, ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri