ଏରିକାଙ୍କୁ ଛାଡ଼ି ଏବେ ଆରିୟାଙ୍କ ପ୍ରେମରେ ପାର୍ଥ

ମୁମ୍ବାଇ: ଲୋକପ୍ରିୟ ଟେଲିଭିଜନ ଧାରାବାହିକ ‘କସୌଟି ଜିନ୍ଦେଗୀ କି’ରେ ନାଏକ ସାଜିଥିବା ପାର୍ଥ ସମନ୍ଥାନ ଗୋଟିଏ ପରେ ଗୋଟିଏ ପ୍ରେମିକା ବଦଳାଉଛନ୍ତି। ନିକଟରେ ସେ ଏରିକାଙ୍କ ପ୍ରେମରେ ପଡ଼ିଥିବା କୁହାଯାଉଥିବା ବେଳେ ଏବେ କୁଆଡେ ସେ ଆରିୟା ଅଗ୍ରଓ୍ବାଲଙ୍କ ପ୍ରେମରେ ପଡ଼ିଛନ୍ତି। ଆରିଆ ଉକ୍ତ ଶୋ’ରେ ମିସ୍କା ଭୂମିକାରେ ଅଭିନୟ କରୁଥିଲେ।

ଏରିକା ପାର୍ଥଙ୍କ ବିପକ୍ଷରେ ନାୟିକା ସାଜିଛନ୍ତି। ଏପରିକି ଉଭୟଙ୍କ ମଧ୍ୟରେ ସମ୍ପର୍କ ନିବିଡ ହେଉଥିବାକୁ ନେଇ ଚର୍ଚ୍ଚା ହେଉଥିଲା। ମାତ୍ର ଏବେ ଏହି ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ପାର୍ଥ ଏରିକାଙ୍କୁ ଛାଡ଼ି ଏବେ ଆରିୟାଙ୍କ ସହ ସମୟ କଟାଇବାକୁ ସେ ଭଲ ପାଉଛନ୍ତି। ହେଲେ ଏହି କଥାଟି କେତେ ସତ କେତେ ମିଛ ତାହା ସମୟ କହିବ।


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ସମୟ ପରେ ଥିଏଟରରେ ରିଲିଜ୍‌ ହେବ ଫିଲ୍ମ ‘ସୁରଜ ପେ ମଙ୍ଗଲ ଭାରୀ’

ମୁମ୍ବାଇ: କରୋନା କାଳ ଯୋଗୁ ଦୀର୍ଘ ସମୟ ଧରି ସିନେମା ହଲ୍‌ ବନ୍ଦ ରହିଥିବାରୁ ଫିଲ୍ମ ରିଲିଜ୍‌ ଉପରେ ମଧ୍ୟ ବ୍ରେକ୍‌ ଲାଗିଯାଇଥିଲା। ବର୍ତ୍ତମାନ ଅନ୍‌ଲକ-୬.୦ରେ...

ଅନୁରାଗଙ୍କୁ ଗିରଫ କରା ନ ଗଲେ ଅନଶନରେ ବସିବେ ପାୟଲ!

ମୁମ୍ବାଇ; ବଲିଉଡ୍ ନିର୍ଦ୍ଦେଶକ ଅନୁରାଗ କଶ୍ୟପଙ୍କ ଉପରେ ଯୌନ ଶୋଷଣ ଅଭିଯୋଗ ଆଣି ଇଣ୍ଡଷ୍ଟ୍ରିରେ ହଇଚଇ କରିଥିବା ଅଭିନେତ୍ରୀ ପାୟଲ ଘୋଷ ନିଜ ଓକିଲଙ୍କ ସହ...

ପ୍ରେମ ବିବାହ ପରେ ବି ସଚିନ୍‌ଙ୍କୁ ଭଲ ପାଉ ନ ଥିଲେ ଜୁହି ପରମାର

ମୁମ୍ବାଇ: ଛୋଟପରଦାର ଲୋକପ୍ରିୟ ଅଭିନେତା ସଚିନ୍‌ ଶ୍ରଫ୍‌ଙ୍କ ୪୦ ତମ ଜନ୍ମଦିନ ମଙ୍ଗଳବାର ପାଳିତ ହେଉଛି। ୧୯୭୯ ଡିସେମ୍ବର ୧୭ରେ ସେ ଜନ୍ମଗ୍ରହଣ କରିଥିଲେ। ଲଭ୍‌...

ଜୀବନ ସାଥୀ ବାଛିବାରେ ଭୁଲ୍‌ କରିଦେଇଛି’

କଟକ ଅଫିସ,୨୦ା୫: ନ୍ୟାୟର ଅପେକ୍ଷା କରିବାଠୁ ଭଲ ମୃତ୍ୟୁକୁ ଆପଣାଇ ନେବା। ହେଲେ ମୁଁ ସେମିତି ଭୁଲ୍‌ କରିବି ନାହିଁ। କାରଣ ମୁଁ ମୋ ପିତାମାତା...

ନୀଳ ନୟନା ଐଶ୍‌ଙ୍କ ପାଇଁ ସଲମାନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇଥିଲେ ଏହି ଅଭିନେତା: ପରେ ଯାହା ଘଟିଲା ସ୍ବପ୍ନରେ ଭାବି ନ ଥିଲେ

ବମ୍ବେ: ଏକଦା ଅଭିନେତ୍ରୀ ଐଶ୍ୱର୍ଯ୍ୟାଙ୍କ ପ୍ରେମରେ ପଡ଼ି ସଲମାନଙ୍କ ଆକ୍ରୋଶର ଶିକାର ହୋଇଥିଲେ ଅଭିନେତା ବିବେକ ଓବରୟ। ଏହାକୁ ଅନେକ ବର୍ଷ ବିତିଥିଲେ ହେଁ ଅନେକ...

‘ଲକଅପ’ ଶୋ’ରେ ଅତୀତର କିଛି ଘଟଣାକୁ ଖୁଲାସା କଲେ ପୁନମ୍‌

ଅଭିନେତ୍ରୀ କଙ୍ଗନା ରାଣାୱତଙ୍କ ଲୋକପ୍ରିୟ ଶୋ ‘ଲକଅପ’ରେ ଅନେକ ସେଲିବ୍ରିଟି ଆସୁଛନ୍ତି, ଯାହାଙ୍କ ନାମ କିଛି ବିବାଦ ସହ ଜଡିତ ରହିଛି॥ ବର୍ତ୍ତମାନ ଶୋ’ରେ ୱାଇଲ୍ଡ...

ଭାରତରେ ପୁଣିଥରେ ରିଲିଜ୍‌ ହେବ ବାହୁବଳୀ, ବାହୁବଳୀ-୨

ଇତିମଧ୍ୟରେ ଲକ୍‌ଡାଉନ୍‌ ଶେଷ ହୋଇଯାଇଛି। ଲୋକମାନେ ପୁଣିଥରେ ନିଜ ନିଜ କାମରେ ଯୋଗ ଦେଲେଣି। ଦେଶର ଅନେକ ସହରରେ ସିନେମା ହଲ୍‌ ମଧ୍ୟ ଖୋଲିଗଲାଣି। ବଲିଉଡ୍‌...

ଯନ୍ତ୍ରଣା ବଖାଣିଲେ ଡ୍ରାମା କୁଇନ୍

ଅଭିନେତ୍ରୀ ରାଖୀ ସାୱନ୍ତ ତାଙ୍କ ସ୍ବାମୀ ରିତେଶଙ୍କଠାରୁ ଅଲଗା ହୋଇଛନ୍ତି। ସେମାନେ ସେମାନଙ୍କର ତିନି ବର୍ଷର ବିବାହକୁ ଭାଙ୍ଗି ଦେଇଛନ୍ତି। ଭାଲେଣ୍ଟାଇନ୍ସ ଡେ’ର ଗୋଟିଏ ଦିନ...

Advertisement
Archives

Model This Week