ଏଲ୍‌ଆଇ ପଏଣ୍ଟରେ ପାଣି ଉଠାଇ ବିକ୍ରି ଅଭିଯୋଗ

ଜୁନାଗଡ,୧୬।୪(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳମଲା ପଞ୍ଚାୟତ ମସିଗଁା ଗ୍ରାମରେ ଥିବା ବାଗଡିସର ନାଳର ପାଣିକୁ କେତେକ ମୁଷ୍ଟିମେୟ ଲୋକ ଏଲ୍‌ଆଇ ପଏଣ୍ଟ ସାହାଯ୍ୟରେ ପାଣି ଉଠାଇ ଧାନ ଚାଷ ପାଇଁ ବିକ୍ରି କରୁଥିବା ଅଭିଯୋଗ ହୋଇଛି। ଏ ନେଇ ଗ୍ରାମବାସୀ ଗୁରୁବାର ଜୁନାଗଡ ବିଡିଓ ଓ ଭାରପ୍ରାପ୍ତ ଥାନାଧିକାରୀଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି। ମସିଗଁା ଗ୍ରାମରେ ପ୍ରବାହିତ ହେଉଥିବା ବାଗଡିସରର(ନାଳ) ପାଣିକୁ ବର୍ଷତମାମ ସ୍ଥାନୀୟ ଗ୍ରାମବାସୀଙ୍କ ସମେତ ଅଞ୍ଚଳର ଆଖପାଖ ଗ୍ରାମର ଲୋକେ ପାନୀୟ ଓ ଶୌଚ ପାଇଁ ବ୍ୟବହାର କରିଥାନ୍ତି। ବର୍ତ୍ତମାନ ଖରାଟିଆ ଧାନ ଚାଷ କରି ବାଗଡିସର ପାଣିକୁ କେତେକ ଲୋକ ଶୁଖାଇ ଦେଇଛନ୍ତି। ଏଥିପାଇଁ ଏକର ପିଛା ୧୨ଶହଟଙ୍କା ଆଦାୟ କରାଯାଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଘଟଣାର ତଦନ୍ତ କରି ସମ୍ପୃକ୍ତ ବ୍ୟକ୍ତିମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ର କୁମ୍‌ଝରିଆ ୟୁଜି ହାଇସ୍କୁଲକୁ ମିଳିଲା ଉତ୍କର୍ଷ ଶିକ୍ଷାକେନ୍ଦ୍ରର ମାନ୍ୟତା

କୁଆଁରମୁଣ୍ଡା,୨୯।୨(ଡି.ଏନ.ଏ)-ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟରେ ଥିବା ବିଭିନ୍ନ ସରକାରୀ ହାଇସ୍କୁଲ ଓ ୟୁଜି ହାଇସ୍କୁଲଗୁଡିକ ମଧ୍ୟରୁ ୧୦୧ ସ୍କୁଲକୁ ଉତ୍କର୍ଷ ଶିକ୍ଷାକେନ୍ଦ୍ର ଭାବେ...

ପାହାଡ଼ ଉପରେ ମାଫିଆଙ୍କ ଲୋଲୁପ ଦୃଷ୍ଟି

ଜୟପୁର,୩୦।୧୨(ଡି.ଏନ୍‌.ଏ.) ଜୟପୁର ସହର ଉପକଣ୍ଠରୁ ମାତ୍ର ୩ କିମି ଦୂର ବାରିଣିପୁଟ ନିକଟସ୍ଥ ମହୁଲଭଟ୍ଟା ରାସ୍ତାରେ ଥିବା ପାହାଡ଼ରୁ ମୋରମ ଓ ମାଟି ବେଆଇନ ଚାଲାଣ କରାଯାଉଛି।...

ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ ଅଫିସ,୨।୪: କରୋନା ପାଇଁ ଚଳିତ ବର୍ଷ ରଥଯାତ୍ରାର ଆୟୋଜନକୁ ନେଇ ଆଶଙ୍କା ପ୍ରକାଶ ପାଇଥିବା ବେଳେ ଜଗତଗୁରୁ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କୁ ଭେଟିଛନ୍ତି...

ବରଗଡ଼ରେ ମାତିଛନ୍ତି ଚୋର: ଘରେ କେହି ନ ଥିବା ବେଳେ ନେଇଗଲେ ନଗଦ ଟଙ୍କା, ସୁନାଗହଣା; ଟାଉନ ଥାନା ପୋଲିସର ତନାଘନା

ବରଗଡ଼ ଅଫିସ୍‌,୨।୮- ବରଗଡ଼ ସହରରେ ଗତ କିଛିମାସ ହେଲା ଚୋରମାନେ ସକ୍ରିୟ ହୋଇପଡ଼ିଛନ୍ତି। ପୋଲିସକୁ ଚ୍ୟାଲେଞ୍ଜ କରି ସହରରେ ଗୋଟିଏ ପରେ ଗୋଟିଏ ଚୋରି ଘଟୁଛି...

ଜଙ୍ଗଲ ଛାଡ଼ି ଜନବସତିରେ ହାତୀ

ବଅଁରପାଳ, ୧୨।୧୨(ଡି.ଏନ୍‌.ଏ.)  ଜଙ୍ଗଲରେ ମିଳୁନି ପର୍ଯ୍ୟାପ୍ତ ଖାଦ୍ୟ କି ପୂରୁନି ପେଟ। ଫଳରେ ବନାଞ୍ଚଳ ଛାଡ଼ି ଏବେ ଜନବସତିରେ ଇତଃସ୍ତତଃ ହୋଇ ବୁଲୁଛନ୍ତି ବଣୁଆ ହାତୀ। ଖାଦ୍ୟ...

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ ଅଭିଯୋଗ, ଅଭିଯୁକ୍ତ ଗିରଫ

ପାତ୍ରପୁର,୨୮ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜରଡ଼ା ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ନେଇ ଶନିବାର ଥାନାରେ ଅଭିଯୋଗ ହୋଇଛି ା ପୋଲିସ...

ଲୁଟିନେଲେ ୫ ଲକ୍ଷ ୫୦ ହଜାର ଟଙ୍କା

ଭଦ୍ରକ ଅଫିସ,୨୮।୧-ଭଦ୍ରକ ଜିଲା ଧାମନଗର ଥାନା ଅଧୀନ ଚୁଡ଼ାକୁଟି ବଜାରରେ ଥିବା ଏକ ଏଟିଏମ୍‌ରେ ଟଙ୍କା ଭର୍ତ୍ତି କରିବାକୁ ଯାଉଥିବା ଦୁଇ କର୍ମଚାରୀଙ୍କଠାରୁ ସୋମବାର ରାତିରେ...

ଭୁଶୁଡ଼ିଲା ଅଧ୍ୟକ୍ଷ କାର୍ଯ୍ୟାଳୟର ସିଲିଂ

କଟକ ଅଫିସ,୫।୯: ଜାତୀୟ କବି ବୀର କିଶୋର (ଜେକେବିକେ) ସରକାରୀ କଲେଜର ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟର ସିଲିଂ ଭୁଶୁଡ଼ି ପଡିଛି। ବୁଧବାର କାର୍ଯ୍ୟାଳୟ ଖୋଲାଯିବା ପରେ ଅଧ୍ୟକ୍ଷଙ୍କ...

Advertisement
Archives

Model This Week