Posted inଜାତୀୟ

ଏଲ୍‌ଓସିରେ ବ୍ୟାଟ୍‌ ଆକ୍ରମଣକୁ ପଣ୍ଡ କଲା ଭାରତୀୟ ସେନା

ଜମ୍ମୁ,୩୦।୧୨(ଆଇଏଏନ୍‌ଏସ୍‌):ନିୟନ୍ତ୍ରଣ ରେଖା (ଏଲ୍‌ଓସି) ଅନ୍ତର୍ଗତ ଜମ୍ମୁ-କଶ୍ମୀରର ରାଜୌରୀ ଜିଲାରେ ରବିବାର ପାକିସ୍ତାନୀ ସେନାର ସୀମାନ୍ତ କାର୍ଯ୍ୟାନୁଷ୍ଠାନ ଟିମ୍‌ (ବ୍ୟାଟ୍‌)ର ଆକ୍ରମଣ ଯୋଜନାକୁ ଭାରତୀୟ ଯବାନମାନେ ପଣ୍ଡ କରିଦେଇଛନ୍ତି। ବ୍ୟାଟ୍‌ ଆକ୍ରମଣ ପାଇଁ ସୁଯୋଗ ସୃଷ୍ଟି କରିବା ନିମନ୍ତେ ପାକିସ୍ତାନୀ ସୈନ୍ୟମାନେ ଗୁଳି ବର୍ଷଣ କରିବା ସହ କେର୍ନି ସେକ୍ଟରରେ ଆଇଇଡି ବିସ୍ଫୋରଣ ଘଟାଇଥିଲେ। ଆଗୁଆ ଘାଟିଗୁଡ଼ିକରେ ଥିବା ଭାରତୀୟ ଯବାନମାନେ ଏହାର ଠିକଣା ଜବାବ ଦେଇଥିଲେ। ଫଳରେ ଅନୁପ୍ରବେଶ ଉଦ୍ୟମ କରୁଥିବା ବ୍ୟାଟ୍‌ ସଦସ୍ୟମାନେ ପାକିସ୍ତାନ ପଟକୁ ଫେରିଯିବାକୁ ବାଧ୍ୟ ହୋଇଥିଲେ। ପ୍ରାୟ ଘଣ୍ଟାଏ ଧରି ଉଭୟ ପକ୍ଷ ମଧ୍ୟରେ ଗୁଳିବିନିମୟ ଜାରି ରହିଥିଲା। ଗୁଳି ବିନିମୟ ବେଳେ ଭାରତୀୟ ପାର୍ଶ୍ୱରେ କେହି ମୃତାହତ ହୋଇନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି ସରକାରଙ୍କ ବଡ଼ ଘୋଷଣା: ଆସନ୍ତା ଦେଢ ବର୍ଷରେ ମିଳିବ ୧୦ ଲକ୍ଷ ଚାକିରି

ନୂଆଦିଲ୍ଲୀ,୧୪।୬: ମୋଦି ସରକାର ଲୋକଙ୍କୁ ଚାକିରି ଦେବା ଦିଗରେ ଏକ ବଡ ପଦକ୍ଷେପ ନେବାକୁ ଯାଉଛନ୍ତି। ମଙ୍ଗଳବାର ସକାଳେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ଯେ,...

ହସ୍ପିଟାଲରେ ଭର୍ତ୍ତି ହେଲେ ସତ୍ୟେନ୍ଦ୍ର

ନୂଆଦିଲ୍ଲୀ,୨୦।୬: ବେଆଇନ୍‌ ଅର୍ଥ କାରବାରରେ ଗିରଫ ହୋଇଥିବା ଦିଲ୍ଲୀ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡି ଯିବାରୁ ତାଙ୍କୁ ଏଲ୍‌ଏନ୍‌ଜିପି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏବେ...

ଯୋଗୀ ଆଦିତ୍ୟନାଥଙ୍କ ମନ୍ଦିରକୁ ନେଇ ବିବାଦ; ସରକାରୀ ଜମି ଅକ୍ତିଆର ଲାଗି ନିର୍ମାଣ ହୋଇଥିବା ଅଭିଯୋଗ

ଲକ୍ଷ୍ନୌ,୨୪।୯: ଅଯୋଧ୍ୟାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ମନ୍ଦିରକୁ ନେଇ ବିବାଦ ଦେଖାଦେଇଛି। ସହର ନିକଟରେ ଥିବା ଦସୌଧା ବ୍ଲକରେ ଯୋଗୀଙ୍କ ସମର୍ଥକ ପ୍ରଭାକର ମୌର୍ଯ୍ୟଙ୍କ ଦ୍ୱାରା...

ବୋମ୍ମାଇ-ସିଦ୍ଧରମୈୟା ମୁହାଁମୁହିଁ…

ବେଙ୍ଗାଲୁରୁ,୨୩।୪ : କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବାସଭରାଜ ବୋମ୍ମାଇ କଂଗ୍ରେସ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କୁ ଟାର୍ଗେଟ କରିଛନ୍ତି। ସିଦ୍ଧରମୈୟା ଏକ ବିବୃତ୍ତି ଦେଇଥିଲେ। ଯାହାକୁ...

ଗୋଆରେ ଭାଜପା-କଂଗ୍ରେସ ମୁହାଁମୁହିଁ…

ପଣଜୀ,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ଗାଆରେ ଭାଜପା ଏବଂ କଂଗ୍ରେସ ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି...

ମହାରାଷ୍ଟ୍ରରେ ଆଉ ୯୧ ପୋଲିସ କରୋନା ସଂକ୍ରମିତ

ମୁମ୍ବାଇ,୩୧।୫: କରୋନା ଭାଇରସ ମହାରାଷ୍ଟ୍ର ପୋଲିସର ଚିନ୍ତା ବଢାଇ ଚାଲିଛି। ଏହି କରୋନା ଯୋଦ୍ଧା ଏବେ ସଙ୍କଟରେ। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୯୧...

ଆଇଏନ୍‌ଏକ୍ସ୍‌ ମିଡ଼ିଆ ମାମଲା: ନିୟମ ଉଲ୍ଲଂଘନ ସମ୍ପର୍କରେ ଅଜଣା ଥିଲା ଏଫ୍‌ଆଇପିବି

ନୂଆଦିଲ୍ଲୀ,୨୪।୮: ଆଇଏନ୍‌ଏକ୍ସ୍‌ ମିଡ଼ିଆ ମାମଲାରେ ନିୟମ ଉଲ୍ଲଂଘନ ସମ୍ପର୍କରେ ଏଫ୍‌ଆଇପିବି ଅଜଣା ରହିଥିଲା। ଏନେଇ ତତ୍କାଳୀନ ଏଫ୍‌ଆଇପିବି ଅଧ୍ୟକ୍ଷ ସୁବ୍ବା ରାଓ ବୟାନ ଦେଇଛନ୍ତି। ସୁବ୍ବା...

ମୃତ୍ୟୁ ସଂଖ୍ୟା-ଦୈନିକ ସଂକ୍ରମଣ ଉପର ମୁହାଁ…

ନୂଆଦିଲ୍ଲୀ,୨।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ...

Advertisement
Archives

Model This Week