ଏଲ୍‌ପିୟୁ ଛାତ୍ରୀଙ୍କୁ ମାଇକ୍ରୋସଫ୍ଟର ୪୨ ଲକ୍ଷ ପ୍ୟାକେଜ

ଚଣ୍ଡୀଗଡ,୨୪-୧୨: ଲଭ୍‌ଲୀ ପ୍ରଫେଶନାଲ ୟୁନିଭର୍ସିଟି (ଏଲ୍‌ପିୟୁ) ଛାତ୍ରୀଛାତ୍ର ଚଳିତ ବର୍ଷ କ୍ୟାମ୍ପସ ନିଯୁକ୍ତିରେ ସଫଳତା ହାସଲ କରିଛନ୍ତି। ୟୁନିଭର୍ସିଟିର ଶେଷ ବର୍ଷ କମ୍ପ୍ୟୁଟର ସାଇନ୍ସ ଆଣ୍ଡ ଇଞ୍ଜିନିୟରିଂ ଛାତ୍ରୀ ତାନ୍ୟା ଅରୋରା ମାଇକ୍ରୋସଫ୍ଟ କମ୍ପାନୀରେ ବାର୍ଷିକ ୪୨ ଲକ୍ଷ ଟଙ୍କାର ପ୍ୟାକେଜରେ ନିଯୁକ୍ତି ଲାଭ କରିଛନ୍ତି। ସେ ମାଇକ୍ରୋସଫ୍ଟର ହାଇଦ୍ରାବାଦ ସ୍ଥିତ ଆର୍‌ ଆଣ୍ଡ ଡି ସେଣ୍ଟରରେ ସଫ୍ଟଓ୍ବେର ଇଞ୍ଜିନିୟର ଭାବେ କାର୍ଯ୍ୟ କରିବେ। ଗତ ୩ ବର୍ଷ ଧରି ଏଲ୍‌ପିୟୁ ଛାତ୍ରୀଛାତ୍ରଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ବେଶ୍‌ ସଫଳ ରହି ଆସିଥିବା ସୂଚନା ରହିଛି। ମାଇକ୍ରୋସଫ୍ଟରେ ନିଯୁକ୍ତି ଲାଭ କରି ଅତ୍ୟନ୍ତ ଖୁସି ବୋଲି ତାନ୍ୟା କହିଛନ୍ତି। ମାଇକ୍ରୋସଫ୍ଟରେ ଏଲ୍‌ପିୟୁ ଛାତ୍ରୀଙ୍କ ଏହି ନିଯୁକ୍ତି ଅନୁଷ୍ଠାନ ଲାଗି ଗର୍ବର ବିଷୟ ବୋଲି ଚାନସେଲର ଅଶୋକ ମିତ୍ତଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିଏନ୍‌ବି ସହ ମିଶିପାରେ ୩ ବ୍ୟାଙ୍କ

ନୂଆଦିଲ୍ଲୀ,୨୨-୫: କେନ୍ଦ୍ର ସରକାର ବଡ଼ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ସହ କ୍ଷୁଦ୍ର ବ୍ୟାଙ୍କଗୁଡ଼ିକୁ ମିଶାଇ ଏକ ବଡ଼ ବ୍ୟାଙ୍କ ଗଠନ କରିବା ପ୍ରୟାସ ଜାରି ରଖିଛନ୍ତି। ଇତିମଧ୍ୟରେ...

ଅଣଭାଜପା ଶାସିତ ରାଜ୍ୟରେ କମିନି ତୈଳ ଟିକସ

ଭୁବନେଶ୍ୱର,୭।୧୧: ଚଳିତ ବର୍ଷ ଜୁଲାଇ ପରେ ପ୍ରଥମଥର ପାଇଁ ୧୫ଟି ରାଜ୍ୟ ଓ ୩ କେନ୍ଦ୍ର ଶାସିତ ଅଞ୍ଚଳରେ ପେଟ୍ରୋଲ ଲିଟର ପିଛା ୧୦୦ ଟଙ୍କା ତଳକୁ...

ମୁକେଶ ହେଲେ ବିଶ୍ୱର ନବମ ଧନୀ ବ୍ୟକ୍ତି

ନୂଆଦିଲ୍ଲୀ,୨୦।୬: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଅଧ୍ୟକ୍ଷ ମୁକେଶ ଅମ୍ବାନୀ ବ୍ଲୁମ୍‌ବର୍ଗ ବିଲିୟନେୟାର ସୂଚୀରେ ବିଶ୍ୱର ଶୀର୍ଷ ୧୦ ଧନୀ ବ୍ୟକ୍ତିଙ୍କ ମଧ୍ୟରେ ସାମିଲ ହୋଇଛନ୍ତି। ପ୍ରାୟ ୬୪.୬...

ସିଏସ୍‌ଆର୍‌କୁ ଅନୁପାଳନ ଅବମାନନା ପରିଧିକୁ ଆଣିବା ଲାଗି ସୁପାରିସ୍‌

ନୂଆଦିଲ୍ଲୀ,୧୪-୮: ସରକାରଙ୍କ ଦ୍ୱାରା ଗଠିତ ଉଚ୍ଚସ୍ତରୀୟ କମିଟି ମଙ୍ଗଳବାର କମ୍ପାନୀ ଆଇନ ଅଧୀନରେ ସିଏସ୍‌ଆରରେ ହେଉଥିବା ଖର୍ଚ୍ଚ ଉପରେ ଟିକସଛାଡ଼ କରିବା ସହ ଏହାର ଅନୁପାଳନରେ...

ଚାଇନା କମ୍ପାନୀ ତେଲ ଆମଦାନୀ ବନ୍ଦ

ନୂଆଦିଲ୍ଲୀ,୨୯।୮: ଗଲ୍‌ଓ୍ବାନ ଘାଟିରେ ଚାଇନା ସେନା ଆକ୍ରମଣରେ ୨୦ ଭାରତୀୟ ଯବାନ ଶହୀଦ ହେବା ପରେ ଭାରତ ସରକାର କାର୍ଯ୍ୟାନୁଷ୍ଠାନ ନେବା ଆରମ୍ଭ କରିଛନ୍ତି। ପ୍ରାଥମିକ...

ୟୁବିଆଇର ‘ୟୁ ଜିନିୟସ୍‌’ ଉଦ୍‌ଯାପିତ

ଭୁବନେଶ୍ୱର,୨୬।୮: ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ) ପକ୍ଷରୁ ଶୁକ୍ରବାର ଏକ ଜାତୀୟ ସ୍ତରୀୟ କୁଇଜ୍‌ ପ୍ରତିଯୋଗିତା ‘ୟୁ ଜିନିୟସ୍‌’ ଭୁବନେଶ୍ୱର ଚନ୍ଦ୍ରଶେଖରପୁରସ୍ଥିତ ରେଳ ଅଡିଟୋରିୟମଠାରେ ଆୟୋଜିତ...

କଗ୍ନିଜାଣ୍ଟର ପୂର୍ବତନ ସିଓଓଙ୍କ ବିରୋଧରେ ୩୫ ଲକ୍ଷର ଜରିମାନା

ନୂଆଦିଲ୍ଲୀ,୧୭-୯: ଆମେରିକାର ପୁଞ୍ଜି ବଜାର ନିୟାମକ ସିକ୍ୟୁରିଟିଜ ଆଣ୍ଡ ଏକ୍ସଚେଞ୍ଜ କମିଶନ(ଏସ୍‌ଇସି) କଗ୍ନିଜାଣ୍ଟର ପୂର୍ବତନ ମୁଖ୍ୟ ପରିଚାଳନା ଅଧିକାରୀ(ସିଓଓ) ଶ୍ରୀଧର ତିରୁମ୍ବେଗଦମଙ୍କୁ ଜଣେ ଭାରତୀୟଙ୍କୁ ଲାଞ୍ଚ...

ଅଣ ସବ୍‌ସିଡି ଏଲ୍‌ପିଜି ୬୧.୫ ଟଙ୍କା କମିଲା

ନୂଆଦିଲ୍ଲୀ, ୨।୪: ବୁଧବାର ଦେଶ ମଧ୍ୟରେ ଅଣ ସବସିଡି ଏଲ୍‌ପିଜି ଦର ସିଲିଣ୍ଡର ପିଛା ୬୧.୫ ଟଙ୍କା ହ୍ରାସ ଘଟିଛି। ଅନ୍ତର୍ଜାତୀୟ ବଜାରରେ ଦର କମିବା...

Advertisement
Archives

Model This Week