Posted inଜାତୀୟ

ଏସପି ସହ ମେଣ୍ଟ କରିବା ବଡ ଭୁଲ: ମାୟାବତୀ

ଲକ୍ଷ୍ନୌ, ୨୪।୬: ଲୋକ ସଭା ନିର୍ବାଚନ ପରେ ସମାଜବାଦୀ ପାର୍ଟୀ(ଏସପି)ଏବଂ ବହୁଜନ ସମାଜ ପାର୍ଟି(ବିଏସପି)ମଧ୍ୟରେ ପୁଣି ଲଢେଇ ଆରମ୍ଭ ହୋଇଯାଇଛି। ଦୁଇ ଦଳ ଏକାଠି ହୋଇ ନିର୍ବାଚନ ଲଢିବା ପରେ ସମ୍ପର୍କ ତୁଟାଇଥିଲେ। ଏବେ ଦୁଇ ଦଳ ମଧ୍ୟରେ ଆରୋପ-ପ୍ରତ୍ୟାରୋପ ଆରମ୍ଭ ହୋଇଯାଇଛି। ଏସପି ସହ ମେଣ୍ଡ କରିବା ସବୁଠୁ ବଡ ଭୁଲ ଥିଲା ବୋଲି ବିଏସପି ସୁପ୍ରିମୋ ମାୟାବତୀ କହିଛନ୍ତି। ଉତ୍ତର ପ୍ରଦେଶରେ ହେବାକୁ ଥିବା ବିଧାନସଭା ଉପନିର୍ବାଚନରେ ଦଳ ଏକୁଟିଆ ଲଢିବ ବୋଲି ସେ କହିଛନ୍ତି। ଗତ ନିର୍ବାଚନରେ ଏସପି ସହ ମେଣ୍ଟ କରିବା ଫଳରେ ବିଏସପି ନିଜ ଭୋଟ ହରାଇଲା। ନିର୍ବାଚନ ଫଳାଫଳ ଆସିବା ପରେ ଏସପି ନେତା ଅଖିଳେଶ ଯାଦବ ମୋତେ ଥରୁଟିଏ ଫୋନ ମଧ୍ୟ କରି ନ ଥିଲେ ବୋଲି ମାୟା କହିଛନ୍ତି। ସୂଚନାଯୋଗ୍ୟ, ମାୟାବତୀ ରବିବାର ଦଳର ଏମପି, ବିଧାୟକ ଏବଂ ବରିଷ୍ଠ ନେତାମାନଙ୍କ ସହ ଏକ ବୈଠକ ଡକାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଂସଦ ନ ଚଳାଇ ଦେବା ଲୋକତନ୍ତ୍ର, ଜନତାଙ୍କ ଅପମାନ: ମୋଦି

ନୂଆଦିଲ୍ଲୀ,୩ ।୮: ସଂସଦ କାର୍ଯ୍ୟ ଆରମ୍ଭ ହେବା ପୂର୍ବରୁ ମଙ୍ଗଳବାର ଭାରତୀୟ ଜନତା ପାର୍ଟି(ଭାଜପା)ର ସଂସଦୀୟ ଦଳ ବୈଠକ ଆରମ୍ଭ ହୋଇଥିଲା । ଏଥିରେ ସଂସଦୀୟ...

ଚାଇନାକୁ ବଡ଼ ଝଟ୍‌କା, ୫ଟି ଉତ୍ପାଦ ଉପରେ ଆଣ୍ଟି ଡମ୍ପିଙ୍ଗ୍‌ ଶୁଳ୍କ ଲାଗୁ କଲା ଭାରତ…

ନୂଆଦିଲ୍ଲୀ, ୨୭।୧୨: ଘରୋଇ ଉଦ୍ୟୋଗଗୁଡ଼ିକର ବିକାଶକୁ ଦୃଷ୍ଟିରେ ରଖି ଭାରତ ପକ୍ଷରୁ ଚାଇନାକୁ ବଡ଼ ଝଟ୍‌କା ଦିଆଯାଇଛି। ଚାଇନାରୁ ଶସ୍ତା ଆମଦାନୀ ରୋକିବା ଲାଗି କେତେକ...

କଶ୍ମୀର ପଣ୍ଡିତଙ୍କ ବିନା ପୂର୍ଣ୍ଣ ନୁହେଁ ଜମ୍ମୁ-କଶ୍ମୀର: ରାଜ୍ୟପାଳ

ଶ୍ରୀନଗର,୧୫।୮: ଶେର-ଇ-କଶ୍ମୀର ଷ୍ଟାଡିୟମରେ ୭୩ତମ ସ୍ବାଧୀନତା ଦିବସରେ ପତାକା ଉତ୍ତୋଳନ କରିବା ସମୟରେ ରାଜ୍ୟପାଳ ସତ୍ୟପାଲ ମଲିକ କହିଛନ୍ତି କଶ୍ମୀର ପଣ୍ଡିତଙ୍କ ବିନା ଜମ୍ମୁ-କଶ୍ମୀର ସମ୍ପୂର୍ଣ୍ଣ...

ନିଜ ପରିବାରକୁ ବଞ୍ଚାନ୍ତୁ ଲୋକେ,ଦେଶକୁ ସମ୍ଭାଳିବାକୁ ଅଛନ୍ତି ମୋଦି : ସଞ୍ଜୟ ରାଉତ

ମୁମ୍ବାଇ,୨୭।୧୨: କେନ୍ଦ୍ର ସରକାରଙ୍କୁ ଶିବସେନା ପକ୍ଷରୁ ଲଗାତାର ଟାଗେର୍ଟ କରାଯାଉଛି। ଏହି ମର୍ମରେ ଶିବସେନା ମୁଖପତ୍ର ସାମନାରେ ସଞ୍ଜୟ ରାଉତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ...

କ୍ୟାଟ୍ରିନା-ବିକିଙ୍କୁ ହତ୍ୟା ଧମକ

ମୁମ୍ବାଇ,୨୫।୭: ବଲିଉଡର ଷ୍ଟାର୍‌ କପଲ୍‌ କ୍ୟାଟ୍ରିନା କୈଫ ଏବଂ ବିକି କୌଶଲଙ୍କୁ ସୋସିଆଲ ମିଡିଆରେ ମିଳିଛି ହତ୍ୟା ଧମକ। ଅଜ୍ଞାତ ବ୍ୟକ୍ତିଙ୍କ ବିରୋଧରେ ବିକି ମୁମ୍ବାଇର...

କେସିଆର ଅଷ୍ଟମ ନିଜାମ, ଶୀଘ୍ର ତାଙ୍କ ଶାସନରୁ ମିଳିବ ମୁକ୍ତି, ଭାଜପା ନେତା…

ହାଇଦ୍ରାବାଦ,୨୫।୧ : ଭାରତୀୟ ଜନତା ପାର୍ଟି ତେଲେଙ୍ଗାନା ୟୁନିଟ ସଭାପତି ବାନ୍ଦି ସଞ୍ଜୟ ରାଜ୍ୟ ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓଙ୍କ ଉପରେ ବର୍ଷିଛନ୍ତି ଏବଂ କହିଛନ୍ତି...

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ କରୋନା

ବେଙ୍ଗାଲୁରୁ,୩୧।୩: ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌ଡି ଦେବଗୌଡା କରୋନା ଆକ୍ରାନ୍ତ ହୋଇଛନ୍ତି। ବୁଧବାର ଟୁଇଟ୍‌ କରି ସେ ଏନେଇ ସୂଚନା ଦେଇଛନ୍ତି। ଦେବଗୌଡାଙ୍କ ଛଡା ତାଙ୍କ...

‘ମତ ଦେବାର ଅଧିକାରରୁ ମୋତେ ବଞ୍ଚିତ କରିଛି ଟୁଇଟର’

ନୂଆଦିଲ୍ଲୀ,୧୩ା୮: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ମାଇକ୍ରୋବ୍ଲଗିଂ ସାଇଟ୍‌ ଟୁଇଟର ବିରୋଧରେ ସାଂଘାତିକ ଅଭିଯୋଗ ଆଣିଛନ୍ତି। ରାହୁଲ କହିଛନ୍ତି, ଟୁଇଟର ତାଙ୍କ ଆକାଉଣ୍ଟକୁ ବ୍ଳକ୍‌...

Advertisement
Archives

Model This Week