ଏସବୁ ଅଭିନେତ୍ରୀ ଡିଭର୍ସିଙ୍କୁ କରିଛନ୍ତି ବିବାହ

ଏସବୁ ଅଭିନେତ୍ରୀ ଡିଭର୍ସିଙ୍କୁ କରିଛନ୍ତି ବିବାହ
ବଲିଉଡ୍‌ର କିଛି ନାମୀଦାମୀ ଅଭିନେତ୍ରୀ ଡିଭର୍ସିଙ୍କ ହାତ ଧରିଛନ୍ତି। ଜାଣନ୍ତୁ ସେମାନଙ୍କ ସମ୍ପର୍କରେ…
କରୀନା କପୁର:


କରୀନା କପୁର ସୈଫ ଅଲ୍ଲୀ ଖାଁଙ୍କୁ ବିବାହ କରିଛନ୍ତି। ଏହା ପୂର୍ବରୁ ସୈଫ୍‌ ଅଭିନେତ୍ରୀ ଅମ୍ରିତା ସିଂଙ୍କୁ ବିବାହ କରିଥିଲେ। ୧୩ ବର୍ଷ ପରେ ସେମାନଙ୍କ ମଧ୍ୟରେ ଛାଡ଼ପତ୍ର ହୋଇଥିଲା। ତାଙ୍କର ପୁଅ ଇବ୍ରାହିମ୍‌ ଏବଂ ଝିଅ ସାରା ଅଛନ୍ତି।

ବିଦ୍ୟା ବାଲାନ୍‌:


ଅଭିନେତ୍ରୀ ବିଦ୍ୟା ବାଲାନ୍‌ ୟୁଟିଭି ସିଇଓ ସିଦ୍ଧାର୍ଥ ରୟ କପୁରଙ୍କୁ ବିବାହ କରିଛନ୍ତି। ଏହା ପୂର୍ବରୁ ସିଦ୍ଧାର୍ଥ ଦୁଇ ଜଣଙ୍କୁ ଛାଡ଼ପତ୍ର ଦେଇସାରିଥିଲେ। ବିଦ୍ୟା ସାହିଦ୍‌ଙ୍କୁ ପ୍ରେମ କରିଥିଲେ ହେଁ ସିଦ୍ଧାର୍ଥଙ୍କୁ ୧୪ ଡିସେମ୍ବର ୨୦୧୨ରେ ବିବାହ କରିଥିଲେ।

ଶିଳ୍ପା ସେଟ୍ଟୀ:


ଶିଳ୍ପା ସେଟ୍ଟୀ ରାଜ କୁନ୍ଦ୍ରାଙ୍କ ସହ ୨ ବର୍ଷ ରିଲେସନଶିପ୍‌ରେ ରହିବା ପରେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ଏହା ପୂର୍ବରୁ ରାଜ୍‌ ପ୍ରଥମ ସ୍ତ୍ରୀ କବିତାଙ୍କୁ ଛାଡ଼ପତ୍ର ଦେଇସାରିଥିଲେ। ଶିଳ୍ପା ଏବଂ ରାଜ୍‌ଙ୍କୁ ସୁନ୍ଦର ଯୋଡ଼ି ଭାବେ ସମସ୍ତେ ଗ୍ରହଣ କରନ୍ତି। ତାଙ୍କର ଭିୟାନ୍‌ ନାମରେ ଏକ ପୁଅ ଅଛି।

ରାଣୀ ମୁଖାର୍ଜୀ:


ରାଣୀ ମୁଖାର୍ଜୀ ଆଦିତ୍ୟ ଚୋପ୍ରାଙ୍କ ରିଲେସନଶିପ୍‌ ବଲିଉଡ୍‌ରେ ଚର୍ଚ୍ଚାର ବିଷୟ ସାଜିଥିଲା। ବେଶ୍‌ କିଛିଦିନ ଧରି ପ୍ରେମ ଚାଲିବା ପରେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ ଏହି ଯୋଡ଼ି। କିନ୍ତୁ ଏହା ପୂର୍ବରୁ ଆଦିତ୍ୟ ବିବାହ କରିଥିବା ତାଙ୍କର ପିଲାଦିନର ସାଙ୍ଗ ପାୟଲ ଖାଁଙ୍କୁ ଛାଡ଼ପତ୍ର ଦେଇ ସାରିଥିଲେ।
ସେହିପରି ଲାରା ଦତ୍ତ, କରିସ୍ମା କପୁର, ମହିମା ଚୌଧୁରୀ, ଶ୍ରୀଦେବୀ ମଧ୍ୟ ଡିଭର୍ସିଙ୍କୁ ବିବାହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷାରେ ଭାରସାମ୍ୟ ହରାଇ ରାସ୍ତାକଡକୁ ଖସିପଡିଲା ସରକାରୀ ବସ୍‌, ଭିତରେ ବସିଥିଲେ ଯାତ୍ରୀ

କେସିଙ୍ଗା, ୧୬।୭(ତୁମେଶ୍ୱର ସାହୁ): ଭୁବନେଶ୍ୱରରୁ କେସିଙ୍ଗା ଦେଇ ଭବାନୀପାଟଣା ଅଭିମୁଖେ ଯାଉଥିବା ସରକାରୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗୁରୁବାର ସକାଳେ ବସ୍‌ଟି ପ୍ରବଳ ବର୍ଷାରେ ଭାରସାମ୍ୟ ହରାଇ…

ରାସ୍ତାରେ ଫୋନ୍‌ରେ ଗପି ଗପି ଯାଉଥିଲେ ଭାଜପା ଜିଲାଧ୍ୟକ୍ଷ, ହଠାତ୍‌ ଆସିଲା ହୃଦ୍‌ଘାତ: ଆଉ ତା’ପରେ…

ଭୋପାଳ,୧୬।୭: ମଧ୍ୟପ୍ରଦେଶର ଛିନ୍ଦୱାଡାରେ ଭାଜପା ଅନୁସୂଚିତ ଜାତି ମୋର୍ଚ୍ଚାର ଜିଲା ସଭାପତି ଲୋକେଶ ଦେହାରିଆଙ୍କ ହୃଦଘାତ ଯୋଗୁ ଆକସ୍ମିକ ମୃତ୍ୟୁ ହୋଇଥିବା ରିପୋର୍ଟ ହୋଇଛି। ଛିନ୍ଦୱାଡା ସହରର…

ଜିଦ୍‌ରେ ଅଟଳ ସୋନମ ୱାଙ୍ଗଚୁକ: କହିଲେ- ମୋତେ ଅନଶନ ଭାଙ୍ଗିବାକୁ କୁହନ୍ତୁ ନାହିଁ…

ନୂଆଦିଲ୍ଲୀ,୧୬।୭: ଜନ୍ତର-ମନ୍ତରଠାରେ ଅର୍ନିଦ୍ଦିଷ୍ଟ କାଳ ପାଇଁ ଭୋକ ଉପବାସରେ ବସିଥିବା ସାମାଜିକ କର୍ମୀ ତଥା ଶିକ୍ଷା ସଂସ୍କାରବାଦୀ ସୋନମ ୱାଙ୍ଗଚୁକଙ୍କ ଅନଶନ ଗୁରୁବାର ୧୯ ଦିନରେ ପ୍ରବେଶ…

କେ.ସମାସିଂହାରୁ ଆସିଲା ସାଙ୍ଘାତିକ ଦୃଶ୍ୟ: ଘର କାନ୍ଥ ଭାଙ୍ଗି ଧାନ ବସ୍ତା ଟେକିନେଲା ଦନ୍ତା

କୋଲାବିରା,୧୬।୭(ସଞ୍ଜୟ ପୂଜାରୀ ): ଝାରସୁଗୁଡ଼ା ଜିଲା କୋଲାବିରା ଓ ବାଗଡିହି ବନାଞ୍ଚଳରେ ବିଗତ ୩/୪ ଦିନ ହେଲା ଗୋଟିଏ ଦନ୍ତା ହାତୀ ଘୂରି ବୁଲୁଥିବା ବେଳେ ଜନସାଧାରଣ…

ଯାହାଙ୍କୁ ଦିନେ କୋଳରେ ଧରିଥିଲେ ଲିଓନେଲ ମେସି, ଫାଇନାଲରେ ତାଙ୍କ ସହ କରିବେ ମୁକାବିଲା: ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ନୂଆଦିଲ୍ଲୀ,୧୬।୭: ୨୦୨୬ ଫିଫା ବିଶ୍ୱକପ ଫାଇନାଲ ପାଇଁ ଲାଇନ ଅପ ସ୍ଥିର ହୋଇଛି। ଟାଇଟଲ ମୁକାବିଲା ସ୍ପେନ ଏବଂ ଆର୍ଜେଣ୍ଟିନା ମଧ୍ୟରେ ହେବ। ପ୍ରଥମ ସେମିଫାଇନାଲ୍‌ରେ ଫ୍ରାନ୍ସକୁ…

ବିଦେଶୀ ମଦ ଦୋକାନକୁ ତୁରନ୍ତ ସ୍ଥାନାନ୍ତର କରିବା ଦାବି: ଶତାଧିକ ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟାଙ୍କ ବିରାଟ ରାଲି

ଅମରପାଲି, ୧୬।୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ନୂଆପଡା ମୌଜାରେ ନିକଟରେ ଖୋଲାଯାଇଥିବା ବିଦେଶୀ ମଦ ଦୋକାନକୁ ତୁରନ୍ତ ସ୍ଥାନାନ୍ତର କରିବା…

ଝୁଲି ଝୁଲି ଆସୁଛନ୍ତି ବଡଠାକୁର, ହରିବୋଲ ଧ୍ୱନିରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ

ପୁରୀ,୧୬।୭: ଆରମ୍ଭ ହୋଇଛି ପ୍ରଭୁ ଶ୍ରୀବଳଭଦ୍ରଙ୍କ ପବିତ୍ର ପହଣ୍ଡି । ଶଙ୍ଖ, ଘଣ୍ଟ, ମୃଦଙ୍ଗ ଓ “ହରିବୋଲ” ଧ୍ୱନିରେ ପ୍ରକମ୍ପିତ ହେଉଛି ସମଗ୍ର ବଡ଼ଦାଣ୍ଡ। ଭକ୍ତିରେ ମୁଖରିତ…

ଇତିହାସରେ ପ୍ରଥମଥର ପାଇଁ ଆର୍ଜେଣ୍ଟିନା-ସ୍ପେନ୍‌ ମଧ୍ୟରେ ବିଶ୍ୱକପ ଫାଇନାଲ

ଆଟଲାଣ୍ଟା, ୧୬।୭: ୭ ମିନିଟ ବ୍ୟବଧାନରେ ୨ ଗୋଲ ବଳରେ ଗତଥରର ଚାମ୍ପିୟନ ଆର୍ଜେଣ୍ଟିନା ଏଥର ପୁଣି ଫିଫା ବିଶ୍ୱକପର ଫାଇନାଲରେ ପ୍ରବେଶ କରିଛି। ବୁଧବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri