ଏସବୁ ଖାଇଲେ ମଧୁମେହ ରୋଗୀଙ୍କୁ ନେବାକୁ ପଡି ନ ଥାଏ ଇନ୍‌ସୁଲିନ୍‌

ଭାରତର ପ୍ରାୟ ଅଧିକାଂଶ ଲୋକ ମଧୁମେହ ସମସ୍ୟାରେ ଆକ୍ରାନ୍ତ ହେଉଛନ୍ତି। ଏହି ସମସ୍ୟା ଲାଗି ମଧୁମେହ ରୋଗୀଙ୍କଠାରେ ହୃଦ୍‌ରୋଗ, କିଡ୍‌ନୀ ସମସ୍ୟା ଭଳି ଅନେକ ଦୁରାରୋଗ୍ୟ ସମସ୍ୟା ଦେଖାଯାଇଥାଏ। ତେବେ ଏଥିରୁ ଉପଶମ ପାଇଁ ରୋଗୀ ଇନ୍‌ସୁଲିନ୍‌ ନେଇଥାଆନ୍ତି। ମାତ୍ର ଖାଦ୍ୟପେୟ ଓ ଜୀବନଶୈଳୀରେ ପରିବର୍ତ୍ତନ ଏହି ସମସ୍ୟାକୁ କମ୍‌ କରିବା ସହିିତ ଇନ୍‌ସୁଲିନ ନେବାରୁ ମୁକ୍ତି ଦେଇଥାଏ। ଜାଣନ୍ତୁ ସେ ସମ୍ପର୍କରେ…

ହଳଦୀ: ଟାଇପ୍‌ ଟୁ ମଧୁମେହ ରୋଗୀ ନିୟମିତ ହଳଦୀ ଖାଇବା ଉଚିତ। ଏପରି କରିବା ଫଳରେ ମଧୁମେହ ନିୟନ୍ତ୍ରିତ ହୋଇଥାଏ।

ମେଥି: ଏହାର ଗୁଣ୍ଡକୁ ସକାଳେ ଖାଲିପେଟରେ ଗରମ ପାଣି ସହିତ ଖାଇବା ଫଳରେ ରକ୍ତସର୍କରା କମ୍‌ ହୋଇଥାଏ ବୋଲି ଆୟୁର୍ବେଦ ଶାସ୍ତ୍ରରେ କୁହାଯାଇଛି।

କଲରା ଜୁସ୍‌: ମଧୁମେହ ରୋଗୀଙ୍କୁ ପ୍ରତିଦିନ ସକାଳେ ଏହି ଜୁସ୍‌ ୧ ଗ୍ଲାସ ପିଇବା ଫଳରେ ମଧୁମେହର ମାତ୍ରା କମିବା ସହ ଇନ୍‌ସୁଲିନ୍‌ରୁ ମୁକ୍ତି ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଟମାଟୋ ମ୍ୟାଗି ସୁପ୍‌

ଆବଶ୍ୟକ ସାମଗ୍ରୀ: ୬ଟି ମଧ୍ୟମ ଆକାରର ଟମାଟୋ, ୪ଟି ପାଳଙ୍ଗ ଶାଗ, ୧ଟି ମ୍ୟାଗି ସ୍ଲାଇସ୍‌, ୧ଟି ମଧ୍ୟମ ଆକାରର ଗାଜର, ୬ କପ୍‌ ପାଣି,...

ବହୁ ଉପକାରୀ ଛେଳି କ୍ଷୀର, ଭଲ ହୋଇଥାଏ ଏସବୁ ରୋଗ

କ୍ଷୀର ସ୍ବାସ୍ଥ୍ୟ ପ୍ରତି ବହୁ ଉପକାରୀ। ଏଥିରେ କ୍ୟାଲସିୟମ, ପ୍ରୋଟିନ୍‌, ପଟାସିୟମ ଏବଂ ଭିଟାମିନ୍‌ ଡି ପ୍ରଚୁରମାତ୍ରାରେ ରହିଛି। ଅଧିକାଂଶ ଲୋକ ଗାଈ, ମଇଁଷି କ୍ଷୀର...

ଏମାନଙ୍କୁ କେବେବି ଭୁଲ୍‌ରେ କରନ୍ତୁ ନାହିଁ ବିଶ୍ୱାସ: ଜାଣନ୍ତୁ ଏପରି କାହିଁକି କହିଲେ ଚାଣକ୍ୟ

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ର ପୁସ୍ତକରେ ଜୀବନ ସହ ଜଡିତ ଅନେକ କଥା ବିଷୟରେ କହିଛନ୍ତି। ଲୋକେ ଚାଣକ୍ୟଙ୍କ ଏହି ନୀତକୁ ଅନୁସରଣ କରି ଅନେକ...

ସନ୍ତୁଳିତ ଓଜନ ପାଇଁ..

ଆଜିକାଲି ଓଜନ ବଢ଼ିବା ଏକ ସାଧାରଣ ସମସ୍ୟା। ଏହାକୁ ନିୟନ୍ତ୍ରଣରେ ନ ରଖିଲେ ତାହା ପରୋକ୍ଷରେ କେତେକ ରୋଗର କାରଣ ସାଜିଥାଏ। ତେଣୁ ଏଥିପାଇଁ ମେଦବହୁଳ...

ଲିଭର ରୋଗ ଚିହ୍ନଟର ନୂଆ ଉପାୟ

ଲିଭର ରୋଗକୁ ଚିହ୍ନଟ କରିବାର ଏକ ନୂଆ ଉପାୟ ନିକଟରେ ଉଦ୍ଭାବିତ ହୋଇଛି। ଏ କ୍ଷେତ୍ରରେ ସଫଳତା ଅର୍ଜନ କରିଛନ୍ତି ଆମେରିକାସ୍ଥିତ ଜର୍ଜିଆ ୟୁନିଭର୍ସିଟିର ବିଶେଷଜ୍ଞମାନେ।...

କରୋନା ଦ୍ୱିତୀୟ ଲହରରେ ପ୍ରଭାବିତ ହେଉଛନ୍ତି ଶିଶୁ: ଜାଣନ୍ତୁ କିଭଳି ଥାଏ ଲକ୍ଷଣ; ରହିବେ ସତର୍କ

ନୂଆଦିଲ୍ଲୀ,୧୨।୫: କୋଭିଡ ୧୯ର ଚିକିତ୍ସା କରୁଥିବା ଡାକ୍ତରମାନେ ମହାମାରୀର ଦ୍ୱିତୀୟ ଲହରକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି। ଏହି ମହାମାରୀ ଏବେ ଶିଶୁମାନଙ୍କୁ ଅଧିକ ପ୍ରଭାବିତ...

ଦିନେ ଯାତ୍ରା ଦେଖୁ ନ ଥିଲେ, ଏବେ ଯାତ୍ରା କଳାକାର

ଓଡ଼ିଆ ଯାତ୍ରା ଜଗତର ଜଣେ ଆଗଧାଡ଼ିର ଯୁବ କଳାକାର ହେଉଛନ୍ତି ଅରୁଣ କୁମାର ଲେଙ୍କା। ଲୋକପ୍ରିୟ ନାଟକ ‘ଗୁପ୍ତ ସମ୍ପର୍କ’ରେ ଜନଜାତି ଚରିତ୍ରରେ ଅଭିନୟ କରି...

ବାପା-ପୁଅର ମେଳ ଭିତରେ ଅମେଳ

”ଏହି ଟ୍ୟୁବର (କ୍ରୁକସ ଟ୍ୟୁବ୍‌) ନେଗେଟିଭ ଇଲେକ୍ଟ୍ରୋଡରୁ ଯେଉଁ ଇଲେକ୍ଟ୍ରୋନ୍‌ ସ୍ରୋତ ନିର୍ଗତ ହୁଏ ତାହା ହେଉଛି କ୍ୟାଥୋଡ ରେ’। ଏହା ମଧ୍ୟ କେତେକ ଇଲେକ୍ଟ୍ରୋନ୍‌...

Advertisement


Archives

Model This Week