ଏସବୁ ପାଇଁ ପାଳନ କରାଯାଏ ବଡ଼ ଓଷା…

କାର୍ତ୍ତିକ ମାସ ଶୁକ୍ଳପକ୍ଷ ତ୍ରୟୋଦଶୀରେ ବଡ଼ ଓଷା ପାଳିତ ହୋଇଥାଏ । ଏହି ଓଷା ଭୀଷ୍ମ ପଞ୍ଚକ ମଧ୍ୟରେ ବଡ଼ ଏକାଦଶୀ ବା ଦେବ ଉତ୍‌ଥାନ ଏକାଦଶୀ ପରେ ପାଳିତ ହୋଇଥାଏ। ଏହି ଏକାଦଶୀରେ ଚତୁର୍ମାସ୍ୟାରୁ ନିଦ୍ରା ଯାଇଥିବା ଦେବତାମାନେ ନିଦ୍ରାତ୍ୟାଗ କରିଥାନ୍ତି। ପଦ୍ମପୁରାଣରେ ଉଲ୍ଲେଖ ଅଛି ବ୍ରହ୍ମାଙ୍କ ଶାପରୁ ମୁକ୍ତ ହେବା ପାଇଁ ଇନ୍ଦ୍ର ଦେବ ପ୍ରଭୁ ଧବଳେଶ୍ୱର ମହାଦେବଙ୍କ ନିକଟରେ ବଡ଼ ଓଷା ବ୍ରତ ରଖି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ବୁଡ଼ ପକାଇଥିଲେ। ଫଳରେ ତାଙ୍କର ବ୍ରହ୍ମ ଅଭିଶାପ କ୍ଷୟ ହୋଇଥିଲା। ବଡ଼ଓଷାରେ ମନସ୍କାମନା ପୂରଣ ପାଇଁ ଶ୍ରଦ୍ଧାଳୁ ଅରୁଆ ଚାଉଳ ଚୂନାରେ ଏକ ପ୍ରକାର ସ୍ବତନ୍ତ୍ର ପିଠା ଧବଳେଶ୍ୱରଙ୍କ ପାଖରେ ଲାଗି କରିଥାନ୍ତି। ଏହାକୁ ଗଜ ପିଠା କୁହାଯାଏ। ଏହି ପିଠାରେ ଖଳି, ନଡ଼ିଆ, ଗୁଡ଼, ଗୁଜୁରାତି ଆଦି ବ୍ୟବହୃତ ହୋଇଥାଏ। ଗଜ ଭୋଗ ସେବନ ପରେ ଶ୍ରଦ୍ଧାଳୁ ବ୍ରତ ଭଙ୍ଗ କରିନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ଅମ୍ପନ ତାଣ୍ଡବ: ପଶ୍ଚିମବଙ୍ଗରେ ଧନଜୀବନ କ୍ଷତିକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ; ସହଯୋଗ ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ସାମୁଦ୍ରିକ ଝଡ ଅମ୍ଫନ କେବଳ ଓଡିଶା ନୁହେଁ, ପଶ୍ଚିମବଙ୍ଗରେ ମଧ୍ୟ ବ୍ୟାପକ କ୍ଷତି ଘଟାଇଛି। ସେଠାରେ ଅନେକ ଲୋକ ପ୍ରାଣ ହରାଇଥିବା ବେଳେ ବହୁ...

କାଜୁ ଉତ୍ପାଦନ, ପ୍ରକ୍ରିୟାକରଣ, ରପ୍ତାନିକୁ ଗୁରୁତ୍ୱ: ୨୩ରେ ଓଡ଼ିଶାରେ ହେବ ଜାତୀୟ ସମ୍ମିଳନୀ

ଭୁବନେଶ୍ୱର,୯ା୧୨(ବ୍ୟୁରୋ): ସାରା ଦେଶରେ ଓଡ଼ିଶା ଅନ୍ୟତମ ପ୍ରମୁଖ କାଜୁ ବାଦାମ ଉତ୍ପାଦନ କରୁଥିବା ରାଜ୍ୟ। କାଜୁ ପୁଷ୍ଟିସାର ଜାତୀୟ ଖାଦ୍ୟ ହୋଇଥିବାରୁ ଏହାର ଦେଶ,ବିଦେଶରେ ଚାହିଦା...

ସଞ୍ଜୀବନୀର ସନ୍ଧାନ, ମୃତଦେହ ପୁଣି ବଞ୍ଚିବ !…

ଓ୍ବାଶିଂଟନ,୨୫।୧୦: ମାନବ ଇତିହାସରେ, ବହୁ ଲୋକ ଅମରତ୍ୱ ପାଇଁ ଇଚ୍ଛା କରିଥିବାର ଉଦାହରଣ ରହିଛି। କିନ୍ତୁ, ବିଜ୍ଞାନର ଜଟିଳତା ହେତୁ ତାଙ୍କ ସ୍ବପ୍ନ ପୂରଣ ହୋଇପାରି...

ବିଏମ୍‌ସିରେ ମିଶିଲା ୯ ନୂଆ ପାର୍କ

ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ଭୁବନେଶ୍ୱରରେ ପାର୍କର ସୁପରିଚାଳନା ପାଇଁ ସହରାଞ୍ଚଳ କର୍ତ୍ତୃପକ୍ଷ ସ୍ବତନ୍ତ୍ର ରଣନୀତି କରିଛନ୍ତି। ପାର୍କଗୁଡ଼ିକର ଆୟତନ ଅନୁସାରେ ଏହାର ଶ୍ରେଣୀଭୁକ୍ତ କରାଯାଇଛି। ଏହି ଅନୁସାରେ ଅଧ...

ମୁଁ ରେସ୍‌ରେ ନ ଥିଲି, ଖାଇ ବସିଥିଲି ଫୋନ୍‌ ଆସିଲା: ସ୍ବରୂପ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ):ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ସୋମବାର ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ତିର୍ତ୍ତୋଲ ପାଇଁ ଦଳ ଦିବଂଗତ ବିଧାୟକ ବିଷ୍ଣୁ ଦାସଙ୍କ ପୁଅ...

ଓଡ଼ିଶା ଆସିଲା ଆଉ ୧ ଲକ୍ଷ ଡୋଜ୍‌ କୋଭିଶିଲ୍ଡ ଟିକା

ଭୁବନେଶ୍ୱର,୮।୫(ବ୍ୟୁରୋ): ଆମ ରାଜ୍ୟରେ ଶନିବାର ଆଉ ୧ ଲକ୍ଷ ଡୋଜ୍‌ କୋଭିଶିଲ୍ଡ ଟିକା ପହଞ୍ଚିଛି। ରାଜ୍ୟ ସରକାରଙ୍କ ଦ୍ବାରା କିଣାଯାଇଥିବା ଏହି କୋଭିଶିଲ୍ଡ ଟିକା ଏକ...

ମସ୍ତିଷ୍କର ଆକାର, ବିକାଶ ଯୋଗୁ ଦେଖାଦିଏ ଏସବୁ …

ଅନ୍ୟକୁ ଭଲ ପାଇବା ଏବଂ ଇର୍ଷା କରିବା ଆଦି ସମ୍ବେଦନଶୀଳ ଗୁଣ ମଣିଷ ମଧ୍ୟରେ ରହିଥାଏ। ଏହା ଦ୍ୱାରା ମଣିଷ ଅନ୍ୟ ପ୍ରତି ସହାନୁଭୁତି, ଇର୍ଷା...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗୌତମ ଆଦାନୀ

ଭୁବନେଶ୍ୱର,୯ା୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶନିବାର ଜଣାଶୁଣା ଶିଳ୍ପପତି ଗୌତମ ଆଦାନୀ ନବୀନ ନିବାସରେ ଭେଟିଛନ୍ତି। ଏହି ବୈଠକରେ ଆଦାନୀ ଗ୍ରୁପ୍‌ର ରାଜ୍ୟରେ ପୁଞ୍ଜିନିବେଶ ସମ୍ପର୍କିତ...

Advertisement
Archives

Model This Week