ଏସବୁ ପାଇଁ ମହିଳାଙ୍କଠାରେ ଆଣ୍ଠୁଗଣ୍ଠି ଯନ୍ତ୍ରଣା ଅଧିକ ଦେଖାଦିଏ…

ନୂଆଦିଲ୍ଲୀ: କେତେକ ମହିଳାଙ୍କଠାରେ ଆଣ୍ଠୁଗଣ୍ଠି ଯନ୍ତ୍ରଣା ଦେଖାଦେଇଥାଏ। ଏହାପଛରେ କିଛି କାରଣ ରହିଛି। ସାଧାରଣତଃ ମହିଳାମାନେ ଘରେ ଅଧିକ ସମୟ କାମ କରନ୍ତି। ସକାଳୁ ଉଠି ପ୍ରତିଦିନର ବାସି ପାଇଟି ସାରିବା ସେମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ କାମ। ଏହାଦ୍ୱାରା ରାତିରେ ଭଲରେ ସେମାନେ ଶୋଇପାରନ୍ତି ନାହିଁ। ଲଗାତାର କମ୍‌ ଶୋଇବା ସମସ୍ୟା ଲାଗି ରହିଲେ ଏହା ପରବର୍ତ୍ତୀ ସମୟରେ ଓଷ୍ଟିପାୟୋରେସିସ୍‌ ସୃଷ୍ଟି କରିଥାଏ। ଏନେଇ ଏକ ରିପୋର୍ଟ ନ୍ୟୁ ହେଲଥ୍‌ ଆଡଭାଇଜର ପତ୍ରିକାରେ ପ୍ରକାଶ ପାଇଛି। ଏକ ଅଧ୍ୟୟନରେ ୧୧ ହଜାରରୁ ଅଧିକ ମହିଳାଙ୍କୁ ସାମିଲ୍‌ କରାଯାଇଥିଲା। ଜଣାପଡ଼ିଥିଲା ୫ ଘଣ୍ଟାରୁ କମ୍‌ ସମୟ ଶୋଉଥିବା ମହିଳାଙ୍କ କ୍ଷେତ୍ରରେ ଆଣ୍ଠୁଗଣ୍ଠି ଯନ୍ତ୍ରଣା ଦେଖାଦେବାର ଆଶଙ୍କା ରହିଥାଏ। ସେହିପରି ଯେଉଁ ମହିଳାଙ୍କର ଏଷ୍ଟ୍ରୋଜେନ୍‌ କ୍ଷରଣ ବନ୍ଦ ହୋଇଯାଇଥାଏ ଅବା ସ୍ବାଭାବିକ ଭାବେ କ୍ଷରିତ ହେଉ ନ ଥାଏ ସେମାନଙ୍କଠାରେ ଆଣ୍ଠୁଗଣ୍ଠି ଯନ୍ତ୍ରଣା ଦେଖାଦେଇଥାଏ ବୋଲି ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭା ଭିତରେ ଷ୍ଟାଲିନଙ୍କ ନକଲ କଲେ ମୁଖ୍ୟମନ୍ତ୍ରୀ ବିଜୟ, ତାଳିରେ କମ୍ପିଲା ଗୃହ, ଦେଖନ୍ତୁ VIDEO

ଚେନ୍ନାଇ,୨୩।୬: ତାମିଲନାଡୁ ବିଧାନସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ଭାଷଣର ଶେଷ ଭାଗ ମଧ୍ୟ ସେତିକି ଚର୍ଚ୍ଚାରେ ରହିଥିଲା, ଯେତିକି ତାଙ୍କର ସମ୍ପୂର୍ଣ୍ଣ ସମ୍ବୋଧନ ଥିଲା। ଭାଷଣ…

ମାତ୍ର ୫୦ ଟଙ୍କା ନିବେଶ କଲେ ମିଳିବ ୩୫ ଲକ୍ଷର ଦମଦାର୍‌ ରିଟର୍ନ; ଆପଣଙ୍କୁ ଧନୀ କରିବ ପୋଷ୍ଟ ଅଫିସର ଏହି ଯୋଜନା

ଭୁବନେଶ୍ୱର, ୨୩।୬: ମାସ ଶେଷରେ ଦରମା ବା ପାରିଶ୍ରମିକ ଯାହା ବି ହେଉ ନା କାହିଁକି, ସଞ୍ଚୟ କରିବା ନିହାତି ଜରୁରୀ ଯେପରି ଭବିଷ୍ୟତରେ ଆବଶ୍ୟକତା ସମୟରେ…

ଜିଲାପାଳ ପରାମର୍ଶ କ୍ରମେ ଜୋର୍‌ ସୋରରେ ଚାଲିଛି ସଫେଇ ଅଭିଯାନ, ସାମିଲ ହେଲେ…

ଗଞ୍ଜାମ,୨୩।୬(ବିଦ୍ୟାଧର ସାହୁ ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହୱାନ ଓ ଗଞ୍ଜାମ ଜିଲାପାଳ ଭି କୀର୍ତ୍ତି ଭାସନଙ୍କ ପରାମର୍ଶ କ୍ରମେ ଜିଲାର ବିଭିନ୍ନ ସ୍ଥାନରେ ସଫେଇ ଅଭିଯାନ…

ବିଶ୍ୱକପ୍‌ରେ ମେସିଙ୍କ ରେକର୍ଡ, ନକ୍‌ଆଉଟ୍‌ରେ ପହଞ୍ଚିଲା ଆର୍ଜେଣ୍ଟିନା

ଆର୍ଲିଟନ,୨୩ା୬: ଲିଓନେଲ ମେସିଙ୍କ ରେକର୍ଡ ଡବଲ ଗୋଲ ବଳରେ ଖେଳାଯାଇଥିବା ଗ୍ରୁପ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୦ ଗୋଲରେ ଅଷ୍ଟ୍ରିଆକୁ ପରାସ୍ତ କରିଛି। ଏହି ବିଜୟ ସହ ଡିଫେଣ୍ଡିଂ…

ହତ୍ୟା ରହସ୍ୟ ଉନ୍ମୋଚିତ: ଏହି କାରଣରୁ ମହିଳାଙ୍କୁ ଜୀବନରୁ ମାରିଦେଇଥିଲେ ରମାକାନ୍ତ

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଶମ ପ୍ରଶାଖା ଛକ କେନାଲ ଘାଟ ନିକଟର ରବିବାର ଉଦ୍ଧାର ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚିତ ହୋଇଛି। ମୃତ…

ଚନ୍ଦ୍ରିକା ମୃତ୍ୟୁ ମାମଲା: ୨ ଦିନିଆ ରିମାଣ୍ଡରେ ଗଲେ ବୟଫ୍ରେଣ୍ଡ ଭୀମସେନ

ବାରଙ୍ଗ,୨୩।୬: ବାରଙ୍ଗ ଥାନା ପୋଲିସ ମଙ୍ଗଳବାର ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଗିରଫ OAS ବୟଫ୍ରେଣ୍ଡ ଭୀମସେନ ଟୁଡୁଙ୍କୁ ୨ ଦିନିଆ ରିମାଣ୍ଡରେ ଆଣିଛି। ପୋଲିସ ଭୀମସେନଙ୍କୁ ୩…

ଆକ୍ସନ ମୋଡ୍‌ରେ ପୋଲିସ: ବିପୁଳ ଦେଶୀମଦ ଜବତ

ଦାରିଙ୍ଗବାଡି, ୨୩।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପୋଲିସ ପକ୍ଷରୁ ବସଷ୍ଟାଣ୍ଡ ଅଞ୍ଚଳରେ ଚଢ଼ାଉ କରି ବିପୁଳ ପରିମାଣର ମହୁଲ ପୋଚ ଜବତ ଓ ତାକୁ…

ଘର କାମ କରୁଥିଲେ ଶୋଭାରାଣୀ, ଲାଗିଲା କରେଣ୍ଟ୍‌: ଆଉ ତା’ପରେ..

ଖଇରା,୨୩।୬(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ମହାତିପୁର ପଞ୍ଚାୟତ ଅଧୀନ ଚକ ଗ୍ରାମର ବୈକୁଣ୍ଠ ସାମଲ (୩୫)ଙ୍କ ପତ୍ନୀ ଶୋଭାରାଣୀ ମଙ୍ଗଳବାର ବିଦ୍ୟୁତ ସଂସ୍ପର୍ଶରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri