ଏସବୁ ସମସ୍ୟା ଦୂର କରେ କଳାଜିରା

ସାଧାରଣତଃ କଳାଜିରା ଖାଦ୍ୟର ସ୍ବାଦ ବୃଦ୍ଧି ପାଇଁ ବ୍ୟବହାର କରାଯାଇଥାଏ। ମାତ୍ର ଏହାର ବହୁ ଉପକାରୀ ଗୁଣ ରହିଛି ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ ମତ ଦିଅନ୍ତି। ତେବେ ଆସନ୍ତୁ ଜାଣିବା ଏ ସମ୍ପର୍କରେ…

୧. ଥଣ୍ଡା,କାଶ, କଫ ଦୂର ପାଇଁ କଳାଜିରା ବହୁ ଲାଭଦାୟକ। ଅଳ୍ପ କିଛି କଳା ଜିରାକୁ ଭାଜି ତାହାକୁ କପଡ଼ାରେ ବାନ୍ଧି ଶୁଙ୍ଘିଲେ ଏସବୁ ସମସ୍ୟା ଦୂର ହୋଇଥାଏ।

୨. କଳାଜିରା ହଜମ ପ୍ରକ୍ରିୟାରେ ମଧ୍ୟ ସହାୟକ ହୋଇଥାଏ। ଏଥିରେ ଆଣ୍ଟି ମାଇକ୍ରୋବିୟଲ ନାମକ ଏକ ତତ୍ତ୍ୱ ରହିଛି। କିଛି କଳାଜିରା ପାଟିରେ ପକାଇଲେ ପେଟ ଯନ୍ତ୍ରଣାରୁ ମୁକ୍ତି ମିଳିଥାଏ।

୩. ମୁଣ୍ଡ ବିନ୍ଧା ସମୟରେ କିଛି କଳା ଜିରାକୁ ସୋରିଷ ତେଲରେ ପକାଇ ଗରମ କରି ମୁଣ୍ଡରେ ମାଲିସ କଲେ ମୁଣ୍ଡ ବିନ୍ଧା କମି ଯାଇଥାଏ। ସେହିପରି ଦାନ୍ତ ବିନ୍ଧୁଥିବା ବେଳେ ମଧ୍ୟ ଗରମ ପାଣିରେ ଏହି ତେଲ କିଛି ବୁନ୍ଦା ପକାଇ କୁଳି କଲେ ଆରାମ ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ରସାବଳି

ଆବଶ୍ୟକ ସାମଗ୍ରୀ- ଏକ କପ୍‌ ପନିର, ଚିନି ପାଉଡର- ୧ କପ୍‌, ସୁଜି- ୨ ଚାମଚ, ବେକିଂ ସୋଡା- ଅଳ୍ପ ପରିମାଣରେ, ଅଳେଇଚ ପାଉଡର- ୧...

ପନିର ଲେଟ୍‌ମିକାଏ

ପନିର ଲେଟ୍‌ମିକାଏ ସ୍ନାକ୍ସ ଆଇଟମ୍‌ ଭେଜିଟେରିଆନଙ୍କର ଅଧିକ ପସନ୍ଦ। କ୍ରିସ୍‌ପି ଲାଗୁଥିବା ଏହି ପକୋଡାଟି ଚିଲି ଓ ଟମାଟୋ ଦୁଇଟି ଯାକ ସସ୍‌ରେ ଖାଇହେବ। ସଫ୍ଟ...

ନିଜ ପାଇଁ କିଛି କଥା

ଦୈନନ୍ଦିନ ଜୀବନରେ ଆମେ ଜାଣତରେ ହେଉ ଅବା ଅଜାଣତରେ କିଛି ନା କିଛି ଭୁଲ୍‌ କରିଥାଉ; ଯାହା ଭବିଷ୍ୟତରେ ଆମ ପାଇଁ ବିପଦର କାରଣ ସାଜିଥାଏ।...

ନୂଆ ଘର ପାଇଁ ବାସ୍ତୁ

ବାସ୍ତୁଶାସ୍ତ୍ର ଅନୁସାରେ ଘରଟିଏ ତୋଳିଲେ ଘରେ ସକାରାତ୍ମକ ଊର୍ଜା ଉତ୍ପନ୍ନ ହୋଇ ପରିବାରରେ ସୁଖଶାନ୍ତି ବଢିବା ସହ ପରିବାର ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଆସିଥାଏ...

କୋଷ୍ଠକାଠିନ୍ୟ, ଗ୍ୟାସ ସମସ୍ୟାରୁ ମୁକ୍ତି ଲାଗି ଆପଣାନ୍ତୁ କିଛି ଘରୋଇ ଉପଚାର

ବର୍ତ୍ତମାନର ଜୀବନଶୈଳୀ ଓ କର୍ମବ୍ୟସ୍ତତା ପାଇଁ ଅଧିକାଂଶ ଲୋକ ସ୍ବାସ୍ଥ୍ୟପ୍ରତି ଯତ୍ନଶୀଳ ହୋଇପାରି ନ ଥାନ୍ତି। ଫଳରେ ବିଭିନ୍ନ ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଯାଇଥାଏ। ତନ୍ମଧ୍ୟରୁ କୋଷ୍ଠକାଠିନ୍ୟ...

ମଧୁମେହ ରୋଗୀଙ୍କ ପାଇଁ ବରଦାନ ସଦୃଶ ଭେଣ୍ଡି: ଜାଣନ୍ତୁ କିପରି କରିବେ ସେବନ

ବର୍ତ୍ତମାନ ଜୀବନଶୈଳୀ ନେଇ ଡାଇବେଟିସ ବା ମଧୁମେହ ଏକ ସାଧାରଣ ରୋଗରେ ପରିଣତ ହେଲାଣି। ଫଳରେ ଏହି ରୋଗୀଙ୍କୁ ମିଠା ଜାତୀୟ ଖାଦ୍ୟ ଖାଇବାଠାରୁ ଦୂରେଇ...

ଡାଇବେଟିସ୍‌ ଆଶଙ୍କା ଦୂର କରେ…

ଆଜିକାଲି ଅଧିକାଂଶ ଲୋକ ଡାଇବେଟିସ୍‌ ରୋଗର ଶିକାର ହେଉଛନ୍ତି। ଏହା ଭାରି ମାରାତ୍ମକ। ଡାଇବେଟିସ୍‌ ରୋଗୀଙ୍କୁ ହୃଦ୍‌ଘାତ ଆଶଙ୍କା ରହିଥାଏ। ତେଣୁ ଏଥିପ୍ରତି ମୂଳରୁ ସଚେତନ...

ଘରୁ ବାହାରିବା ବେଳେ ଏସବୁ ଦେଖିବା ଶୁଭ

ଯେତେବେଳେ ଆମେ କୌଣସି କାମ ଅଥବା ଯାତ୍ରା ପାଇଁ ଘରୁ ବାହାରୁ ସେତେବେଳେ ଭଗବାନଙ୍କ ସାମ୍ନାରେ ହାତ ଯୋଡ଼ି ବାହାରିବାକୁ ଘରର ବୟୋଜ୍ୟେଷ୍ଠମାନେ କହିଥାନ୍ତି। କୁହାଯାଏ...

Advertisement
Archives

Model This Week