Posted inଜାତୀୟ

ଏସସିଓରେ ଚାଇନା ରାଷ୍ଟ୍ରପତି ସି ଜନପିଙ୍ଗ୍‌ଙ୍କୁ ଭେଟିବେ ମୋଦି

ନୂଆଦିଲ୍ଲୀ, ୯।୬: ଦ୍ୱିତୀୟଥର ପ୍ରଧାନମନ୍ତ୍ରୀ ହେବାପରେ ନରେନ୍ଦ୍ର ମୋଦି ଚାଇନା ରାଷ୍ଟ୍ରପତି ସି ଜନପିଙ୍ଗ୍‌ଙ୍କୁ ପ୍ରଥମଥର ପାଇଁ ଭେଟିବାର କାର୍ଯ୍ୟକ୍ରମ ରହିଛି। କିିର୍ଗିିଜିସ୍ତାନର ରାଜଧାନୀ ବିଶକେକଠାରେ ଆୟୋଜିତ ହେବାକୁ ଥିବା ସାଂଘାଇ କୋଅପରେସନ ଅର୍ଗାନାଇଜେସନ (ଏସସିଓ)ର ବୈଠକରେ ଉଭୟ ନେତା ସାକ୍ଷାତ କରିବେ ବୋଲି ଜଣାପଡିଛି। ଏହି ସାକ୍ଷାତ୍‌ କୁଟନୈତିକ ଦୃଷ୍ଟିକୋଣରୁ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ଗତବର୍ଷ ଉହାନ୍ଠାରେ ଏହି ଦୁଇ ରାଷ୍ଟ୍ରମୁଖ୍ୟଙ୍କ ଭେଟ ଦୁଇ ରାଷ୍ଟ୍ର ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ସୁଦୃ କରିବାରେ ପ୍ରମୁଖ ଭୂମିକା ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ରୂପ ନେଲା ଯୁଦ୍ଧ: ୟୁକ୍ରେନ ଉପରେ ୩ହଜାର କେଜିର ବୋମା ମାଡ଼, ସାରା ବିଶ୍ୱ ସ୍ତବ୍ଧ

ରୁଷିଆ,୧୫।୭: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ଏବେ ଭୟଙ୍କର ରୂପ ନେଇଛି। ସୋମବାର ରୁଷିଆ ସେନା ୟୁକ୍ରେନର ଜାପୋରିଝିଆ ଅନ୍ତର୍ଗତ ଓରିଖୋଭ ସହର ଉପରେ…

୫୦୦୦ ଟଙ୍କା ପାଇଁ ମହିଳାଙ୍କୁ ଜିଅନ୍ତା ଜାଳିଦେଲେ ପଡ଼ୋଶୀ

ପାଟନ୍‌,୧୫।୭: ମାତ୍ର ୫୦୦୦ଟଙ୍କା ଋଣ କାରବାରକୁ କେନ୍ଦ୍ରକରି ଗୁଜରାଟର ପାଟନ୍‌ ଜିଲାରେ ପିଙ୍କିବେନ ପଟନୀ(୩୫) ନାମକ ଜଣେ ବିଧବା ମହିଳାଙ୍କୁ ପଡ଼ୋଶୀ ବାବୁଭାଇ ରାବଲ୍‌ ପେଟ୍ରୋଲ ଢାଳି…

ଏହି ଜିଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର, ୧୫।୭: ପ୍ରବଳ ବର୍ଷା ପାଇଁ ଆଜି ପୁରୀ ଜିଲାରେ ସମସ୍ତ ସ୍କୁଲ ବନ୍ଦ ରହିବ। ସରକାରୀ, ବେସରକାରୀ ଓ ଅନୁଦାନପ୍ରାପ୍ତ ସ୍କୁଲ ପାଇଁ ଛୁଟି ଘୋଷଣା।…

କଫ ସିରପ୍‌ର ହବ୍‌ ପାଲଟିଛି ବରଗଡ଼: ରାଜଧାନୀକୁ ଚେର

ବରଗଡ଼,୧୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ନିଶା କାରବାରର ହବ ପାଲଟିଛି। ଏଠାରେ କଫ୍‌ ସିରପଠାରୁ ଆରମ୍ଭ କରି ଗଞ୍ଜେଇ, ବ୍ରାଉନସୁଗାର ଆଦି ନିଶା କାରବାର ଚାଲିଛି। ପୋଲିସ ଥରକୁଥର ଚଢ଼ାଉ…

ଜୋର୍‌ଦାର ହେଲା ଆମେରିକା-ଇରାନ ଯୁଦ୍ଧ: ଭୟରେ ଥରହର ସାରା ବିଶ୍ୱ

ଦୁବାଇ,୧୫ା୭: ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ସୁରକ୍ଷିତ ଜାହାଜ ଚଳାଚଳ ପାଇଁ ଆମେରିକା ୨୦ ପ୍ରତିଶତ ଟିକସ ଲଗାଇବା ସହ ଇରାନୀୟ ବନ୍ଦରଗୁଡ଼ିକ ଉପରେ ପୁଣିଥରେ ଅବରୋଧ ଲଗାଇବାକୁ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଭୀଷଣ ବର୍ଷା ଆଲର୍ଟ

ଭୁବନେଶ୍ୱର,୧୫।୭: ଉତ୍ତର ଓଡ଼ିଶା-ପଶ୍ଚିମ ବଙ୍ଗୋପସାଗର ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଏହି ଲଘୁଚାପ। ବୁଧବାର ସକାଳ ୫.୩୦ରେ…

ବ୍ରେକ ଡାଉନ ଟ୍ରକ ପଛ ପଟେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ପଦ୍ମପୁର ରାସ୍ତାର କରକଚିଆ ସ୍କୁଲ ନିକଟରେ ବ୍ରେକ ଡାଉନ ପଡ଼ିଥିବା ଏକ ଟ୍ରକ ପଛପଟେ ମଙ୍ଗଳବାର ରାତିରେ…

ଜରାଜୀର୍ଣ୍ଣ ଘରେ ଜୀବନ କାଟୁଛନ୍ତି ତ୍ରିପୁରା: ସରକାରୀ ସହାୟତା ଅପେକ୍ଷାରେ …

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ):ବୟସର ଅପରାହ୍ନରେ ଜୀବନ ସହ ଲଢେଇ କରୁଛନ୍ତି ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଲତରପାଲି ଗ୍ରାମର ୭୭ ବର୍ଷୀୟା ଅସହାୟ ବୃଦ୍ଧା ତ୍ରିପୁରା ମହାନନ୍ଦ। ସ୍ବାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri