Posted inଖେଳ

ଏସିଆନ ଆର୍ଚେରୀ ଚାମ୍ପିୟନଶିପ୍‌: ଅତନୁଙ୍କୁ ବ୍ରୋଞ୍ଜ

ବ୍ୟାଙ୍କକ୍‌, ୨୬।୧୧ (ପି.ଟି.)- ଭାରତୀୟ ତୀରନ୍ଦାଜ ଅତନୁ ଦାସ ଏଠାରେ ଚାଲିଥିବା ଏସିଆନ ଆର୍ଚେରୀ ଚାମ୍ପିୟନଶିପ୍‌ରେ ବ୍ରୋଞ୍ଜ ପଦକ ଜିତିଛନ୍ତି। ପୁରୁଷ ରିକର୍ଭ ବ୍ୟକ୍ତିଗତ ଇଭେଣ୍ଟରେ ଅତନୁ ଏହି ସଫଳତା ପାଇଛନ୍ତି। ଭାରତୀୟ ତୀରନ୍ଦାଜୀ ମହାସଂଘକୁ ବାସନ୍ଦ କରାଯାଇଥିବାରୁ ଅତନୁ ନିରପେକ୍ଷ ପତାକା ତଳେ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ବ୍ରୋଞ୍ଜ ପଦକ ମ୍ୟାଚ୍‌ରେ ଅତନୁ ୬-୫ରେ କୋରିଆର ଜିନ୍‌ ହେୟକଙ୍କୁ ପରାସ୍ତ କରିଥିଲେ। ଏଥିପୂର୍ବରୁ ଦୀପିକା କୁମାରୀଙ୍କୁ ସାଥୀ କରି ଅତନୁ ରିକର୍ଭ ମିକ୍ସଡ ଟିମ୍‌ ଇଭେଣ୍ଟରେ ମଧ୍ୟ ବ୍ରେଞ୍ଜ ପଦକ ଜିତିଥିଲେ। କମ୍ପାଉଣ୍ଡ ମିକ୍ସଡ ଟିମ୍‌ ଇଭେଣ୍ଟର ଫାଇନାଲରେ ଭାରତର ଅଭିଷେକ ବର୍ମା ଓ ଜ୍ୟୋତି ସୁରେଖା ବର୍ମା ଯୋଡ଼ି ପ୍ରବେଶ କରିଛନ୍ତି। ଫାଇନାଲରେ ବୁଧବାର ଅଭିଷେକ ଓ ଜ୍ୟୋତିଙ୍କ ମୁକାବିଲା ଚାଇନିଜ ତାଇପେଇ ଯୋଡ଼ିଙ୍କ ସହ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ତୃତୀୟ ଟି୨୦ରେ ଇତିହାସ ରଚିପାରନ୍ତି ୟୁଜବେନ୍ଦ୍ର ଚହଲ: ବୁମରାହଙ୍କ ଏହି ବଡ ରେକର୍ଡ ଭାଙ୍ଗିବା ଉପରେ ନଜର

ନୂଆଦିଲ୍ଲୀ,୭।୧୨: ଅଷ୍ଟ୍ରେଲିଆ ବିପକ୍ଷ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ସବୁଠାରୁ ଅଧିକ ଉଇକେଟ ନେଇଥିବା ଖେଳାଳି ପାଲଟିଛନ୍ତି ୟୁଜବେନ୍ଦ୍ର ଚହଲ। ବୁମରାହଙ୍କଠାରୁ କମ୍‌ ମ୍ୟାଚ୍‌ ଖେଳିଥିଲେ ହେଁ...

ବିରାଟ କୋହଲି କରୋନା ପଜିଟିଭ୍‌

ଲଣ୍ଡନ,୨୨।୬: ଇଂଲଣ୍ଡ ବିପକ୍ଷରେ ବର୍ମିଂହାମ ଟେଷ୍ଟ ପାଇଁ ଟିମ ଇଣ୍ଡିଆର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହାପୂର୍ବରୁ ଭାରତୀୟ ଦଳର ଅନେକ ଖେଳାଳି କରୋନା ଆକ୍ରାନ୍ତ ହୋଇଛନ୍ତି।...

ରୋହିତ, ଧାଓ୍ବନ ଆହତ

ରାଜକୋଟ,୧୮।୧(ପି.ଟି.)- ଦୁଇ ଭାରତୀୟ ଓପନର ଶିଖର ଧାଓ୍ବନ ଓ ରୋହିତ ଶର୍ମା ଆହତ ହୋଇଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ ଖେଳିବା ଅବସରରେ ଏହି...

ଆଜିଠୁ ଆଇପିଏଲ୍‌: ଟାଇଟଲ୍‌ ପାଇଁ ଲଢ଼ିବେ ଏହି ୮ ଅଧିନାୟକ; ଜାଣନ୍ତୁ କିଏ ବୟସରେ…

ନୂଆଦିଲ୍ଲୀ,୯।୪: ଆଇପିଏଲ୍‌ ୨୦୨୧ରେ ପୁଣି ଥରେ ଟାଇଟଲ ହାସଲ ପାଇଁ ୮ ଟି ଦଳ ପରସ୍ପର ମୁହାଁମୁହିଁ ହେବେ। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ ଶୁକ୍ରବାର ମୁମ୍ବାଇ...

କିମ୍ବଦନ୍ତୀ ପ୍ରଥମଶ୍ରେଣୀ ସ୍ପିନର ରାଜିନ୍ଦର ଗୋଏଲଙ୍କ ଦେହାନ୍ତ

ନୂଆଦିଲ୍ଲୀ, ୨୨ା୬ (ପି.ଟି.)-କିମ୍ବଦନ୍ତୀ ପ୍ରଥମଶ୍ରେଣୀ ସ୍ପିନର ରାଜିନ୍ଦର ଗୋଏଲଙ୍କର ରବିବାର ପରାଲୋକ ଘଟିଛି। ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ରାଜିନ୍ଦରଙ୍କୁ ୭୭ ବର୍ଷ ହୋଇଥିଲା।...

ଅସ୍ତ୍ରୋପଚାର ପରେ କାନ୍ଧରୁ ବାହାରିଲା ତୀର

ନୂଆଦିଲ୍ଲୀ,୧୧।୧- ଏମ୍ସ ଟ୍ରମା ସେଣ୍ଟରର ଡାକ୍ତରଙ୍କ ଦୀର୍ଘ ସମୟ ଅସ୍ତ୍ରୋପଚାର ପରେ ଆସାମର ତୀରନ୍ଦାଜ ଶିଭାଙ୍ଗିନୀ ଗୋହେନଙ୍କ କାନ୍ଧରୁ ସଫଳତାର ସହ ତୀର ବାହାର କରି...

ଆହତ ସତ୍ତ୍ୱେ ବୋଲିଂ କରିପାରିବ କି ବୋଲି ସାଇନିଙ୍କୁ ପଚାରିଥିଲେ ରାହାନେ, ମିଳିଥିଲା ଏଭଳି ଜବାବ

ନୂଆଦିଲ୍ଲୀ,୨୩।୧: ଆହତ କାରଣରୁ ବ୍ରିସବେନ ଟେଷ୍ଟରେ ନିଜର ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିପାରି ନ ଥିଲେ ନବଦୀପ ସାଇନି। ହେଲେ ଏତେ ବଡ଼ ସୁଯୋଗକୁ ହାତ ଛଡ଼ା...

ତୃତୀୟ ଟି୨୦: ଅଗରଙ୍କୁ ୬ ଉଇକେଟ, ଅଷ୍ଟ୍ରେଲିଆ ବିଜୟୀ

ଓ୍ବେଲିଂଟନ,୪।୩(ଏପି): ଅଲରାଉଣ୍ଡର ଗ୍ଲେନ୍‌ ମ୍ୟାକ୍ସଓ୍ବେଲ, ଅଧିନାୟକ ଆରୋନ ଫିଞ୍ଚ୍‌ଙ୍କ ଦମ୍‌ଦାର ବ୍ୟାଟିଂ ଓ ପରେ ଆଷ୍ଟନ ଅଗରଙ୍କ ଘାତକ ବୋଲିଂ ବଳରେ ଅଷ୍ଟ୍ରେଲିଆ ତୃତୀୟ ଟି୨୦...

Advertisement
Archives

Model This Week