Posted inଖେଳ

ଏସିଆନ ଚାମ୍ପିୟନଶିପ୍‌ ଭାରତୀୟ ଦଳରେ ଦୂତୀ, ପୂର୍ଣ୍ଣିମା

ନୂଆଦିଲ୍ଲୀ, ୧୮ା୪ (ପି.ଟି.)-ଦୋହାଠାରେ ଏପ୍ରିଲ ୨୧ରୁ ଆରମ୍ଭ ହେବାକୁଥିବା ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ପାଇଁ ବୁଧବାର ଚୂଡ଼ାନ୍ତ ୪୩ ଜଣିଆ ଦଳ ଘୋଷଣା କରାଯାଇଛି।  ଏଥିରେ ଓଡ଼ିଶାର ଦୂତୀ ଚାନ୍ଦ ଓ ପୂର୍ଣ୍ଣିମା ହେମ୍ବ୍ରମ ସ୍ଥାନ ପାଇଛନ୍ତି। ଦୂତୀ ମହିଳା ୧୦୦ ଓ ୨୦୦ ମିଟର ରେସ୍‌ ଏବଂ ମହିଳା ୪x୧୦୦ମିଟର ରିଲେ ରେସ୍‌ ପାଇଁ ମନୋନୀତ ହୋଇଛନ୍ତି। ସେହିପରି ପୂର୍ଣ୍ଣିମା ହେପ୍ଟାଥ୍ଲନରେ ପ୍ରତିନିଧିତ୍ୱ କରିବେ। ଅନ୍ୟପକ୍ଷରେ ନିକଟରେ ଓ୍ବାଲର୍‌ଡ ଗଭର୍ନିଂବଡିର ଆଥଲେଟିକ୍ସ ଇଣ୍ଟିଗ୍ରିଟି ୟୁନିଟ୍‌ ଦ୍ୱାରା ଡୋପିଂ ଅଭିଯୋଗରୁ ମୁକ୍ତି ପାଇଥିବା ଜାଭେଲିନ ଥ୍ରୋୟର ଡେଭିନ୍ଦର ସିଂ କାଙ୍ଗ୍‌ଙ୍କୁ ଦଳରେ ସାମିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

BCCI ବୈଠକ ଶେଷ; ଲକ୍ଷ୍ମଣ ହେବେ ନାହିଁ ନିର୍ଦ୍ଦେଶକ; ଆସିଲା ୫ ଅପଡେଟ

ନୂଆଦିଲ୍ଲୀ,୩।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଗୁରୁବାର (ସେପ୍ଟେମ୍ବର ୩) ଏକ ବୈଠକ କରିଥିଲା, ଯେଉଁଥିରେ ପୁରୁଷ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର, ପୁରୁଷ…

ମେସି ପରେ ଫୁଟବଲରୁ ଅବସର ନେବେ ଏହି କିମ୍ବଦନ୍ତୀ, ଜାଣନ୍ତୁ…

ସରାଜେଭୋ,୩ା୯: ମେସି ପରେ ବୋସନିଆ ଓ ହର୍ଜଗୋଭିନା ଫୁଟବଲ କିମ୍ବଦନ୍ତୀ ଏଡିନ ଜେକୋ ଆସନ୍ତା ମାସରେ ଅନ୍ତର୍ଜାତୀୟ ଫୁଟବଲରୁ ଅବସର ନେବାକୁ ଯାଉଛନ୍ତି। ଏ ନେଇ ଗୁରୁବାର…

ଧୋନିଙ୍କ IPL ଭବିଷ୍ୟତକୁ ନେଇ ଆସିଲା ନୂଆ ଖବର; ‘Impact Player’ ନିୟମକୁ ନେଇ ପୂର୍ବତନ ସାଥୀ ଖେଳାଳି ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୩।୯: ଏମଏସ ଧୋନି ଆଇପିଏଲ 2027 ରେ ଖେଳିବେ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଠୋସ ସୂଚନା ନାହିଁ। 45 ବର୍ଷୀୟ ପୂର୍ବତନ ଭାରତୀୟ…

ରୋହିତ ଶର୍ମାଙ୍କ ଉପରେ ଝୁଲୁଛି ଖଣ୍ଡା: ସବୁ ନିଷ୍ପତି ନେବ BCCI

ମୁମ୍ବାଇ,୩।୯: BCCI ବୈଠକ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହେବାକୁ ଯାଉଛି । ଏଠାରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବାର ସମ୍ଭାବନା ଅଛି। ଆୟରଲାଣ୍ଡ ଏବଂ…

ରୋହିତଙ୍କ ସନ୍ନ୍ୟାସକୁ ନେଇ ସାମ୍ନାକୁ ଆସିଲା ବଡ଼ ଖବର: ଚୟନକର୍ତ୍ତାମାନେ ଦେଇଥିଲେ ଏମିତି ସୂଚନା

ନୂଆଦିଲ୍ଲୀ,୩।୯: ଭାରତୀୟ କ୍ରିକେଟର ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କୁ ନେଇ ଏକ ବଡ଼ ଖୁଲାସା ସାମ୍ନାକୁ ଆସିଛି। ପ୍ରାୟ ଦୁଇ ମାସ ପୂର୍ବରୁ ରୋହିତଙ୍କ ସନ୍ନ୍ୟାସକୁ ନେଇ ଚର୍ଚ୍ଚା…

ବିଶ୍ୱକପ ୨୦୨୭ ପାଇଁ BCCIର ମାଷ୍ଟରପ୍ଲାନ୍‌! ବୁଝନ୍ତୁ ବଡ଼ ସମୀକରଣ

ନୂଆଦିଲ୍ଲୀ, ୩।୯: ଟିମ ଇଣ୍ଡିଆର ଆଗାମୀ ବଡ଼ ଲକ୍ଷ୍ୟ ହେଉଛି ୨୦୨୭ ଦିନିକିଆ ବିଶ୍ୱକପ ଟ୍ରଫି ଜିତିବା। ଏହି ବିଶ୍ୱକପକୁ ନଜରରେ ରଖି ଭାରତୀୟ କ୍ରିକେଟ କଣ୍ଟ୍ରୋଲ…

ସଙ୍କଟରେ ଏହି ୭ ଭାରତୀୟ ଖେଳାଳିଙ୍କ କ୍ୟାରିୟର: ଟିମ ଇଣ୍ଡିଆକୁ ଫେରିବା ରାସ୍ତା କଷ୍ଟକର, ଲିଷ୍ଟରେ ଅଛନ୍ତି…

ନୂଆଦିଲ୍ଲୀ,୩।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ୩ ମ୍ୟାଚରେ ଟି-୨୦ ସିରିଜକୁ ନେଇ କ୍ରିକେଟ ମହଲରେ ଚର୍ଚ୍ଚା ଜୋର ଧରିଛି। ବିସିସିଆଇ ସେପ୍ଟେମ୍ବର ୧ରେ…

ଟଙ୍କା ନା ଫର୍ମ? କାହିଁକି ସଂନ୍ୟାସ ନେବାକୁ ଚାହୁଁନାହାନ୍ତି ରୋହିତ, ଶାମି-ଭୁବନେଶ୍ୱର; ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ଦାବି!

ନୂଆଦିଲ୍ଲୀ,୨।୯: ଭାରତୀୟ କ୍ରିକେଟ୍‌ର ଅଭିଜ୍ଞ ଖେଳାଳି ରୋହିତ ଶର୍ମା, ମହମ୍ମଦ ଶାମି ଓ ଭୁବନେଶ୍ୱର କୁମାରଙ୍କ କ୍ୟାରିୟର ଶେଷ ହେବାକୁ ଯାଉଛି ଏବଂ ଚୟନକର୍ତ୍ତାମାନେ ସେମାନଙ୍କଠାରୁ ଆଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri