Posted inଖେଳ

ଏସିଆନ ଜୁନିୟର ଟିଟି: ଦକ୍ଷିଣ କୋରିଆକୁ ହରାଇ ଭାରତ ଫାଇନାଲରେ

ଉଳାନବତାର, ୪ା୯(ପି.ଟି.)-ଭାରତର ଜୁନିୟର ବାଳକ ଦଳ ଏଠାରେ ଚାଲିଥିବା ୨୨ତମ ଏସିଆନ ଜୁନିୟର ଓ କ୍ୟାଡେଟ୍‌ ଟେବୁଲ ଟେନିସ (ଟିଟି) ଚାମ୍ପିୟନଶିପ୍‌ର ଫାଇନାଲରେ ପ୍ରବେଶ କରିଛି। ମଙ୍ଗଳବାର ଅନୁଷ୍ଠିତ ସେମିଫାଇନାଲରେ ଦଳ ୩-୨ରେ ଦକ୍ଷିଣ କୋରିଆକୁ ପରାସ୍ତ କରିଛି। ଏହି ବିଜୟ ଦ୍ୱାରା ଭାରତ ନଭେମ୍ବରରେ ଥାଇଲାଣ୍ଡରେ ହେବାକୁଥିବା ବିଶ୍ୱ ଜୁନିୟର ଚାମ୍ପିୟନଶିପ୍‌ ଲାଗି ସିଧାସଳଖ ଯୋଗ୍ୟତା ଅର୍ଜନ କରିଛି। ତାଇପେକୁ ହରାଇ ଚାଇନା ଅନ୍ୟତମ ଦଳ ଭାବେ ଫାଇନାଲରେ ପ୍ରବେଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ମୋନାଲିସା ନାବାଳିକା: ଜେଲ୍‌ ଯିବେ ସ୍ବାମୀ ଫରମାନ! ହେଲା ବଡ଼ ଖୁଲାସା

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରଦେଶ ଏବଂ କେରଳ ରାଜ୍ୟ ସହିତ ଜଡିତ ଏକ ହାଇ-ପ୍ରୋଫାଇଲ ମାମଲାରେ ‘ଭାଇରାଲ ଗର୍ଲ’ ଭାବରେ ପରିଚିତ ମୋନାଲିସା ଭୋଁସଲେଙ୍କ ବିଷୟରେ ଏକ ବଡ଼ ଖୁଲାସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri