Posted inଫୁରସତ

ଏସିଆର ପରିଷ୍କାର ଗାଁ: ଲୋକେ କୁହନ୍ତି ଭଗବାନଙ୍କ ବଗିଚା…

ଏପରି ଏକ ଗାଁ ରହିଛି ଯେଉଁଠି ସଫେଇ ପାଇଁ ସରକାରଙ୍କ ଉପରେ ନିର୍ଭର କରି ନ ଥାନ୍ତି ଏଠାକାର ବାସିନ୍ଦା। ଗାଁର ପିଲାଠାରୁ ବୁଢ଼ା ପର୍ଯ୍ୟନ୍ତ ସଭିଏଁ ଗଁାକୁ ସଫା ସୁତୁରା ରଖିବା ପାଇଁ ଦିନସାରା ଲାଗି ରୁହନ୍ତି। ପରିବେଶକୁ ସୁନ୍ଦର ରଖିବା ପାଇଁ ସଚେତନତା ଆବଶ୍ୟକ ବୋଲି କୁହନ୍ତି ଏହି ଗାଁରେ ଲୋକେ। ମେଘାଳୟର ପୂର୍ବ ଖାସି ଜିଲାରେ ଥିବା ଏହି ଗାଁର ନାମ ହେଉଛି ମାନ୍‌ଓ୍ବଲ୍ୟାନ୍ନାଙ୍ଗ। ୨୦୦୩ରେ ଡିସକଭର ଇଣ୍ଡିଆ ପକ୍ଷରୁ ଏସିଆର ପରିଷ୍କାର ଗାଁ ଭାବେ ସମ୍ମାନୀତ କରାଯାଇଥିଲା। ଗାଁରେ ଶତ ପ୍ରତିଶତ ଲୋକ ସାକ୍ଷର । ଗାଁରେ ଖାସି ସମ୍ପ୍ରଦାୟର ଲୋକେ ବାସ କରନ୍ତି। ଗାଁରେ ରହିଛି ଏକ ପରମ୍ପରା। ପରିବାରର ସମସ୍ତ ସମ୍ପତ୍ତି ବଡ଼ ଝିଅକୁ ଦିଆଯାଇଥାଏ। ଫଳରେ ବିବାହ ପରେ ଜ୍ୱାଇଁ ଶ୍ୱଶୁର ଘରେ ହିଁ ରୁହେ। ଏଠାକାର ସୁନ୍ଦର ପରିବେଶ ସମସ୍ତଙ୍କୁ ଆକୃଷ୍ଟ କରିଥାଏ। ପ୍ରତିବର୍ଷ ଏଠାକୁ ଦେଶ ବିଦେଶରୁ ଅନେକ ପର୍ଯ୍ୟଟକ ଆସିଥାନ୍ତି। ଏତେ ସୁନ୍ଦର ଏହି ଗାଁକୁ ଲୋକେ ଭଗବାନଙ୍କ ବଗିଚା କହିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ

କୋକସରା,୨୮ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ପଞ୍ଚାୟତ ଭାଲିଆଯୋର ଗ୍ରାମର ଜୟସିଂ ଧଙ୍ଗଡାମାଝୀ (୪୫) ପେଟପାଟଣା ପାଇଁ…

ଗଞ୍ଜେଇ ମାମଲାରେ ଯୁବକଙ୍କୁ ମୋହନାରୁ ଗିରଫ କଲା ତାମିଲନାଡୁ ପୋଲିସ

ମୋହନା, ୨୮।୮ (ମନ୍ମଥ ମିଶ୍ର): ତାମିଲନାଡୁରେ ଗଞ୍ଜେଇ ଜବତ ଘଟଣାର ତଦନ୍ତ କରି ଓଡ଼ିଶାର ଗଜପତି ଜିଲାରେ ପହଞ୍ଚିଛି ତାମିଲନାଡୁ ପୋଲିସ। ଗଞ୍ଜେଇ ଚାଲାଣ ମାମଲାରେ ମୋହନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri