ସବୁଠାରୁ ଧନୀ ଗାଁ: ଏଠି ସବୁ କୃଷକ ଲକ୍ଷପତି

ନୂଆଦିଲ୍ଲୀ,୨।୨: ହିମାଚଳ ପ୍ରଦେଶର ରାଜଧାନୀ ଶିମଲାଠାରୁ ପାଖାପାଖି ୯୨ କିଲୋମିଟର ଦୂରରେ ଅବସ୍ଥିତ ମଡାବଗ ଗାଁ। ଏହା ଏସିଆର ସବୁଠାରୁ ଧନୀ ଗାଁ ବୋଲି କୁହାଯାଏ। ୭ ହଜାର ଫୁଟ ଉଚ୍ଚରେ ଥିବା ଏହି ଗାଁର ଲୋକେ ସେଓ ଚାଷ କରିଥାଆନ୍ତି। ଏଠାରେ ଗୋଟିଏ ପରିବାର ବର୍ଷକୁ ୭୦-୭୫ ଲକ୍ଷ ଟଙ୍କା ଆୟ କରିଥାଆନ୍ତି ବୋଲି କୁହାଯାଏ। ଏଠାରେ ସବୁଠାରୁ ଭଲ ଗୁଣବତ୍ତା ଥିବା ସେଓ ଚାଷ କରାଯାଏ ବୋଲି କୁହାଯାଏ। ରୟାଲ ଆପଲ, ରେଡ ଗୋଲ୍ଡ, ଗେଲ ଗାଲା ଭଳି ସେଓର ଭଲ କ୍ୱାଲିଟି ଚାଷ କରାଯାଇଥାଏ। ଏହାସହ ଏଠାରେ ଫଳୁଥିବା ସେଓର ଆକାର ମଧ୍ୟ ସବୁଠାରୁ ଭିନ୍ନ। ବରଫ ପଡିଲେ ମଧ୍ୟ ଏହି ସେଓ ଶୀଘ୍ର ନଷ୍ଟ ହୋଇ ନ ଥାଏ। ଏହି ସେଓ ଚାଷ ପାଇଁ ପରିବାରର ସମସ୍ତ ସଦସ୍ୟ ଶ୍ରମଦାନ କରିଥାଆନ୍ତି। ୮୦ ଦଶକ ପରଠାରୁ ଏଠାରେ ଫଳୁଥିବା ସେଓର ଚାହିଦା ବେଶ୍‌ ବୃଦ୍ଧି ପାଇଛି ବୋଲି କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟରୁ ରାଶନ ଚୋରି କରୁଥିଲେ ପ୍ରଧାନଶିକ୍ଷକ, ସଭାପତି: ହଠାତ୍‌ ପହଞ୍ଚିଗଲେ ଗ୍ରାମବାସୀ, ଆଉ ତା’ପରେ…

ବୁଗୁଡ଼ା, ୧୮।୫(କାଳିଚରଣ ଦାଶ ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କରସିଙ୍ଗି ଗ୍ରାମର ଉନ୍ନୀତ ଉଚ୍ଚ ବିଦ୍ୟାଳୟରୁ ଚୋରି କରୁଥିବାବେଳେ ପ୍ରଧାନଶିକ୍ଷକ , ସଭାପତିଙ୍କୁ ମାଡ଼ିବସିଲେ ଗ୍ରାମବାସୀ।…

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…

ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ…

ଅଧିକାରୀଙ୍କ ବିରୋଧରେ ଅସନ୍ତୋଷ ଝାଡିଲେ ସ୍ଥାନୀୟ ଲୋକେ, ପଞ୍ଚାୟତ କାର୍ଯ୍ୟାଳୟ ସାମ୍ନାରେ…

ଥୁଆମୂଳ ରାମପୁର, ୧୮ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପ ଓ…

ସାମ୍ନାକୁ ଆସିଲା ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର: ଦେଖିବାକୁ…

ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର ସାମ୍ନାକୁ ଆସିଛି। ଏହି ଟ୍ରେନ୍‌ଟି ଗୁଜରାଟରେ ପ୍ରଥମଥର ପାଇଁ ଚାଲିବାକୁ ଯାଉଛି। ଏଥିରେ ଏକ କେଶର ରଙ୍ଗ(ଗେରୁଆ) ରହିବ।…

ଏବେ ଶେଷ ହୋଇଯିବ ଯୁଦ୍ଧ! ଇରାନ ଆମେରିକାକୁ ପଠାଇଲା ଏଭଳି ଏକ ଜିନିଷ, ଦେଖିଲେ କ’ଣ ରାଜି ହୋଇଯିବେ ଟ୍ରମ୍ପ?

ନୂଆଦିଲ୍ଲୀ,୧୮।୫: ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମାପ୍ତ କରିବା ପାଇଁ ଇରାନ ଆମେରିକା ସହିତ ଏକ ସଂଶୋଧିତ ଶାନ୍ତି ପ୍ରସ୍ତାବ ଶେୟାର କରିଛି। ସୋମବାର ଏକ ପାକିସ୍ତାନୀ…

ପେଟ୍ରୋଲ ପମ୍ପ ଉପରେ ଅଚାନକ ଚଢାଉ କଲେ ଜିଲାପାଳ, ଏସପି: କହିଲେ ଜିଲାରେ ଆହୁରି ଏତେ ଲିଟର ତେଲ ଗଚ୍ଛିତ

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ତୈଳ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ ଆସିଛି। ଯାହାକୁ ନେଇ ସୋମବାର ଜିଲାପାଳ ପାୱାର ସଚିନ ପ୍ରକାଶ,ଏସପି ନାଗରାଜ ଦେବରକୋଣ୍ଡା…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri