Posted inଖେଳ

ଏସିଆ ମହିଳା ରଗ୍‌ବୀ ଚାମ୍ପିୟନଶିପ୍‌: ଭାରତୀୟ ଦଳରେ ଓଡ଼ିଶାର ୭

ଭୁବନେଶ୍ୱର, ୧୭।୬(କ୍ରୀଡ଼ା ପ୍ରତିନିଧି)- ଫିଲିପାଇନ୍ସର ମାନିଲାଠାରେ ଏସିଆ ମହିଳା ରଗ୍‌ବୀ ଚାମ୍ପିୟନଶିପ୍‌ ଚଳିତମାସ ୧୯ରୁ ୨୩ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିପାଇଁ ରବିବାର ଘୋଷିତ ଭାରତୀୟ ଦଳରେ ଓଡ଼ିଶାର ୭ ଖେଳାଳି ସାମିଲ ହୋଇଛନ୍ତି। ସେମାନେ ହେଲେ ମୀନାରାଣୀ ହେମ୍ବ୍ରମ, ରଜନୀ ସବର, ଲକ୍ଷ୍ମୀପ୍ରିୟା ସାହୁ, ପାର୍ବତୀ କିସ୍କୁ, ହୁପି ମାଝି, ସୁମିତ୍ରା ନାୟକ ଓ ଶୁଭଲକ୍ଷ୍ମୀ ବାରିକ। ମହାରାଷ୍ଟ୍ରର ଭାବିଜ ଭରୁଚାଙ୍କୁ ଦଳର ଅଧିନାୟିକା ମନୋନୀତ କରାଯାଇଛି। ଭାରତୀୟ ଦଳର ଟ୍ରେନିଂ କ୍ୟାମ୍ପ ଏଠାରେ ଅନୁଷ୍ଠିତ ହେବାପରେ ଦଳ ଘୋଷଣା କରାଯାଇଛି। ତେଣୁ ଦଳ ରବିବାର ରାତିରେ ଭୁବନେଶ୍ୱର ବିମାନବନ୍ଦରରୁ ଫିଲିପାଇନ୍ସ ଅଭିମୁଖେ ଯାତ୍ରା କରିଛି।
ଭାରତୀୟ ଦଳ: ହିମାନି ଦତ୍ତ, ସୁଲତାନା ଖାତୁନ, ଶିଖା ଯାଦବ, ପ୍ରିୟା, ଲାଚ୍‌ମି ଏକ୍କା, ଜ୍ୟୋତି ଚୌଧୁରୀ, ଆଶା ଓରାଅନ, ସଙ୍ଗୀତା ବେରା, ରାମନିକ କୌର, ଚନ୍ଦା ଓରାଅନ, ଗୋହର ଆରା, ମୀନାରାଣୀ ହେମ୍ବ୍ରମ, ରଜନୀ ସବର, ସ୍ବେତା ଶାହି, ନମିତା ଭୋଜ, ପ୍ରିୟା ବୈଶଲା, ଭାବିଜ ଭରୁଚା(ଅଧିନାୟିକା), ନେହା ପରଦେଶୀ, ନେହା ସିନାନ୍ଦି, ସ୍ବିଟି ଚୌଧାରୀ, ଲକ୍ଷ୍ମୀପ୍ରିୟା ସାହୁ, ପ୍ରଭାତି କିସ୍କୁ, ଶୀତଲ ଶର୍ମା, ହୁପି ମାଝି, ସୁମିତ୍ରା ନାୟକ, ଶୁଭଲକ୍ଷ୍ମୀ ବାରିକ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦେଶର ଡୋପ ଟେଷ୍ଟ ଲାବ୍‌ ସସ୍‌ପେଣ୍ଡ

ନୂଆଦିଲ୍ଲୀ,୨୩।୮(ପି.ଟି.): ବିଶ୍ୱ ଆଣ୍ଟି ଡୋପିଂ ଏଜେନ୍ସି (ଓ୍ବାଡା) ଶୁକ୍ରବାର ଭାରତୀୟ ଅଲିମ୍ପିକ୍‌ ଆସୋସିଏଶନ (ଆଇଓଏ)କୁ ଭର୍ତ୍ସନା କରି ଦେଶରେ ଥିବା ଏକମାତ୍ର ଓ୍ବାଡା ସ୍ବୀକୃତି ପ୍ରାପ୍ତ...

ବଲ ଟାମ୍ପରିଂ କରି ଶେହଜାଦ ଦଣ୍ଡିତ

କରାଚୀ,୨।୧୧- ପାକିସ୍ତାନର ଟେଷ୍ଟ ଓପନର ଅହମ୍ମଦ ଶେହଜାଦ କୁଏଦ-ଇ-ଆଜାମ ଟ୍ରଫିରେ ଶୁକ୍ରବାର ସେଣ୍ଟ୍ରାଲ ପଞ୍ଜାବ ଓ ସିନ୍ଧି ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ବଲ ଟାମ୍ପରିଂ କରିଛନ୍ତି।...

ବାବରଙ୍କଠାରୁ ପଛରେ କୋହଲି

କରାଚୀ,୩୦।୯: ପାକିସ୍ତାନ ଷ୍ଟାର ବ୍ୟାଟ୍ସମ୍ୟାନ ବାବର ଆଜାମ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟରେ ୧୧ତମ ଶତକ ଲଗାଇବାରେ ଭାରତୀୟ ସେନସେଶନ ବିରାଟ କୋହଲିଙ୍କୁ ପଛରେ ପକାଇଛନ୍ତି। ଭାରତୀୟ...

ମ୍ୟାଚ୍‌ ହାରିବା ପରେ ରାଗିଯାଇ ଗାଙ୍ଗୁଲିଙ୍କୁ ଏପରି କହିଥିଲେ ସଚିନ: ଶୋଇଥିବା ରୁମ୍‌ରେ ଭର୍ତ୍ତି କରିଦେଇଥିଲେ ପାଣି

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଅଧ୍ୟକ୍ଷ ସୌରଭ ଗାଙ୍ଗୁଲୀ ଓ ସଚିନ ତେନ୍ଦୁଲକର ଶହେରୁ ଅଧିକ ମ୍ୟାଚ୍‌ ଏକାସଙ୍ଗେ ଖେଳିଛନ୍ତି। ଏଥିପାଇଁ ସଚିନଙ୍କ ସହ...

ଅନ୍ତିମ ବିଦାୟ ନେଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ମେଲବର୍ଣ୍ଣ,୮।୧୦: ଅଷ୍ଟ୍ରେଲିଆର ପ୍ରସିଦ୍ଧ କ୍ରିକେଟର୍‌ ଡିନ୍‌ ଜୋନ୍ସଙ୍କୁ ମେଲବର୍ଣ୍ଣ କ୍ରିକେଟ୍‌ ଗ୍ରାଉଣ୍ଡରେ ଅନ୍ତିମ ବିଦାୟ ଦିଆଯାଇଛି। ଜୋନ୍ସଙ୍କ ସେପ୍ଟେମ୍ବର ୨୪ରେ ମୁମ୍ବାଇରେ ହୃଦଘାତରେ ପରଲୋକ ଘଟିଥିଲା।...

ମୁମ୍ବାଇ ପାଇଁ କିଛି ଅସମ୍ଭବ ନୁହେଁ

ଆବୁଧାବି,୮।୧୦: ପ୍ଲେ-ଅପ୍‌ରେ ସ୍ଥାନ ନିଶ୍ଚିତ କରିବା ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠୁ ଜରୁରୀ ଥିଲା ହାଇଦ୍ରାବାଦ୍‌ ଆଗରେ ଏକ ବିଶାଳ ଟାର୍ଗେଟ ଛିଡ଼ା କରିବା। ପ୍ରଥମେ...

ଲିଲିମା ଖେଳିଲେ ୧୫୦ତମ ମ୍ୟାଚ

ନୂଆଦିଲ୍ଲୀ, ୨୨।୮- ଟୋକିଓରେ ଅନୁଷ୍ଠିତ ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟ ମହିଳା ହକିର ଜାପାନ ବିପକ୍ଷ ଫାଇନାଲ ଖେଳି ଏକ ମାଇଲଖୁଣ୍ଟ ସ୍ପର୍ଶ କରିଛନ୍ତି ଓଡ଼ିଶାର ଲିଲିମା...

ରୁଷିଆନ୍‌ ବକ୍ସିଂ ଟୁର୍ନାମେଣ୍ଟ: କ୍ୱାର୍ଟରରେ ଗୌରବ, ଜାଙ୍ଗ୍ରା

ନୂଆଦିଲ୍ଲୀ, ୩୧।୭ (ପି.ଟି.): ରାଜ୍ୟଗୋଷ୍ଠୀ କ୍ରୀଡ଼ା ପଦକ ବିଜେତା ଗୌରବ ସୋଲାଙ୍କି (୫୬ କିଗ୍ରା) ଓ ପିଙ୍କି ଜାଙ୍ଗ୍ରା (୫୧ କିଗ୍ରା) ରୁଷିଆର କାସ୍‌ପିୟାସ୍କଠାରେ ଚାଲିଥିବା...

Advertisement
Archives

Model This Week