ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଗେଷ୍ଟ ହାଉସ୍‌ରେ ଡିଏଫ୍‌ଓଙ୍କୁ କ୍ରାଇମବ୍ରାଞ୍ଚର ଜେରା

ପାରଳାଖେମୁଣ୍ଡି,୨୧ା୮: ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଶନିବାର ଗଜପତି ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରାଙ୍କୁ କ୍ରାଇମବ୍ରାଞ୍ଚ ପଚରାଉଚରା କରିଛି। ପାରଳାଖେମୁଣ୍ଡି ପୋଲିସ ଗେଷ୍ଟ ହାଉସ୍‌ରେ ୪ ଜଣିଆ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ପଚରାଉଚରା ଜାରି ରଖିଛି। ତେବେ ଗୁରୁବାର ଡିଏଫ୍‌ଓଙ୍କ ଏକ ଭାଇରାଲ ଭିଡିଓ ସାମ୍ନାକୁ ଆସିଥିଲା, ଯେଉଁଥିରେ ଡିଏଫ୍‌ଓ ସୌମ୍ୟଙ୍କ ମୃତ୍ୟୁକାଳୀନ ଜମାନବନ୍ଦୀ ରେକର୍ଡ ସମୟରେ ଉପସ୍ଥିତ ଥିବା ଦେଖିବାକୁ ମିଳିଥିଲା। ତେବେ ଏଠାରେ ପ୍ରଶ୍ନ ଉଠୁଛି, ସୌମ୍ୟଙ୍କ ଜମାନବନ୍ଦୀ ରେକର୍ଡ ବେଳେ ସେଠାରେ ଡିଏଫ୍‌ଓ କ’ଣ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ୧୦ମ ଶ୍ରେଣୀ ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମାର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬) ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri