ଏସିଡିଟିରୁ ଦୂରେଇ ରହିବାକୁ ଚାହୁଁଛନ୍ତି; ସକାଳେ ଅଧୁଆ ମୁହଁରେ କରନ୍ତୁ ଏପରି…

ପ୍ରତିଦିନ ସକାଳେ ମୁହଁ ନ ଧୋଇ ଦେଢ଼ ଗ୍ଲାସ୍‌ ବାସି ପାଣି ପିଇଲେ ଅନେକ ଉପକାର ମିଳିଥାଏ। ଏନେଇ ଆୟୁର୍ବେଦରେ ଉଲ୍ଲେଖ ରହିଛି। ଏପରି କଲେ ପାଚନ କ୍ରିୟା ସ୍ବାଭାବିକ ହେବା ସହିତ ଏସିଡିଟି ସମସ୍ୟାରୁ ମୁକ୍ତି ମିଳିଥାଏ । କୋଷ୍ଠକାଠିନ୍ୟ ଏହା ଦ୍ୱାରା ହୋଇଥାଏ ଦୂର। ମେଦବହୁଳତାରେ ଏହା ଅମୃତ ତୁଲ୍ୟ କାର୍ଯ୍ୟ କରିଥାଏ। ରକ୍ତ ସଞ୍ଚାଳନ ପ୍ରକିୟାକୁ ଏହା ସ୍ବାଭାବିକ କରି ହାର୍ଟ ଆଟାକରୁ ମୁକ୍ତି ଦେଇଥାଏ। ଏହା ଦ୍ୱାରା ଯୁବ ସୁଲଭ ଠାଣି ମଧ୍ୟ ବଜାୟ ରହିଥାଏ। ସେହିପରି କିଡ୍‌ନୀ ସମସ୍ୟାକୁ ଏହା ଦୂର କରେ ବୋଲି ଆୟୁର୍ବେଦରେ ସୂଚିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ରାଜ୍ୟରେ ଲାଗୁ ହେଉ ରାଷ୍ଟ୍ରପତି ଶାସନ’

ମୁମ୍ବାଇ,୨୫।୬: ମହାରାଷ୍ଟ୍ରର ରାଜନୀତି ବର୍ତ୍ତମାନ ସରଗରମ ରହିଥିବା ବେଳେ ଦିନକୁ ଦିନ ଅସ୍ଥିରତା ବୃଦ୍ଧି ପାଉଛି। ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ସରକାରଙ୍କ ସମେତ ଦଳକୁ ବଞ୍ଚାଇବାକୁ...

ଲଖ୍‌ଭିଙ୍କୁ ମିଳିବ ମାସିକ ଖର୍ଚ୍ଚ

ନୂଆଦିଲ୍ଲୀ, ୧୨।୧୨: ୨୬/୧୧ ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ଲଶ୍କର-ଇ-ତୋଇବା ନେତା ଜାକିଉର ରେହମନ ଲଖ୍‌ଭିଙ୍କୁ ତାଙ୍କ ଆକାଉଣ୍ଟରୁ ମୌଳିକ ଖର୍ଚ୍ଚ ଯୋଗାଇଦେବାକୁ ଜାତିସଂଘ ସୁରକ୍ଷା ପରିଷଦ...

ଲକ୍‌ଡାଉନ ମଧ୍ୟରେ ହେବ ସିବିଏସ୍‌ଇ ଦଶମ-ଦ୍ୱାଦଶ ପରୀକ୍ଷା: ସ୍ବତନ୍ତ୍ର ବସ୍‌ରେ ଯିବେ ପରୀକ୍ଷାର୍ଥୀ; ଶାହା

ନୂଆଦିଲ୍ଲୀ,୨୦।୫: କରୋନା ଲକ୍‌ଡାଉନ ଯୋଗୁ ପିଲାଙ୍କ ପାଠପଢ଼ା, ପରୀକ୍ଷା ଓ ଖାତାଦେଖା ବାଧାପ୍ରାପ୍ତ ହୋଇଛି। ସ୍କୁଲ, କଲେଜ ବନ୍ଦ ଥିବାରୁ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଲାଗି ସରକାର...

ତିହାର ଜେଲ୍‌ରେ ଖଲିସ୍ତାନୀ ସକ୍ରିୟ, ସହାୟତା ଯୋଗାଇ ଦେଉଛନ୍ତି ଗ୍ୟାଙ୍ଗଷ୍ଟର- ଜେଲ୍‌ କର୍ମଚାରୀ…

ତିହାର, ୨।୬ : ପଞ୍ଜାବରେ ଗାୟକ ସିଦ୍ଧୁ ମୁସେୱାଲାଙ୍କ ହତ୍ୟା ରାଜ୍ୟରେ ସୁରକ୍ଷା ପ୍ରସଙ୍ଗ ଉପରେ ପୁଣି ଥରେ ପ୍ରଶ୍ନ ଉଠାଇଛି। ଅପରପକ୍ଷରେ, ଖଲିସ୍ତାନୀ ଗୋଷ୍ଠୀର...

ଅନ୍ତିମ ସଂସ୍କାର ପୂର୍ବରୁ ସୁଶାନ୍ତଙ୍କର ହେବ କରୋନା ଟେଷ୍ଟ

ମୁମ୍ବାଇ, ୧୫।୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ସୋମବାର ମୁମ୍ବାଇ ସ୍ଥିତ ପବନ ହଂସ ଶ୍ମଶାନ ନିକଟ ଭିଲେ ପାର୍ଲେରେ ଅନ୍ତିମ ସଂସ୍କାର କରାଯିବ।...

ପ୍ରଧାନମନ୍ତ୍ରୀଙ୍କ ଲକ୍‌ଡାଉନ୍‌ ନିଷ୍ପତ୍ତିକୁ ପ୍ରଶଂସା କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୧।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲକ୍‌ଡାଉନ୍‌ ନିଷ୍ପତ୍ତିକୁ ପ୍ରଶଂସା କରିଛନ୍ତି। କେଜରିଓ୍ବାଲ ଟୁଇଟ୍‌ କରି କହିଛନ୍ତି ଯେ, କରୋନା ସଂକ୍ରମଣ...

ଭିନ୍ନ ଧର୍ମର ଯୁବତୀଙ୍କ ସହ ସମ୍ପର୍କ ରଖିବାରୁ ହତ୍ୟା

ବେଙ୍ଗାଲୁରୁ, ୨।୧୦: କର୍ନାଟକର ଏକ ରେଳ ଧାରଣାରୁ ଗତ ୨୮ ତାରିଖରେ ମୁଣ୍ଡ କଟାଯାଇଥିବା ଜଣେ ୨୫ ବର୍ଷୀୟ ଯୁବକଙ୍କ ମୃତଦେହ ମିଳିଥିଲା। ଅର୍ବାଜ ମୁଲ୍ଲା...

ଆତଙ୍କବାଦୀଙ୍କ ସହ କଂଗ୍ରେସର ବରିଷ୍ଠ ନେତାଙ୍କ ସମ୍ପର୍କକୁ ନେଇ ସମନ ଜାରି କଲା ଏନ୍‌ଆଇଏ

ଶ୍ରୀନଗର,୧୦।୨: ଜମ୍ମୁ-କଶ୍ମୀରରେ କଂଗ୍ରେସର ବରିଷ୍ଠ ନେତା ଗୁଲାମ ମହମ୍ମଦ ସରୁରୀଙ୍କର ଆତଙ୍କବାଦୀଙ୍କ ସହ ସମ୍ପର୍କ ଥିବା ନେଇ ରାଷ୍ଟ୍ରୀୟ ଯାଞ୍ଚ ଏଜେନ୍ସି (ଏନ୍‌ଆଇଏ)କୁ ସୂଚନା ମିଳିଛି।...

Advertisement
Archives

Model This Week