Posted inଜାତୀୟ

ଏସିଡିଟିରୁ ମୁକ୍ତି ପାଇଁ ରାନିଟିଡିନ୍‌ ଔଷଧ ଖାଇଲେ ହୋଇପାରେ କ୍ୟାନସର୍‌: ଡ୍ରଗ୍‌ କଣ୍ଟ୍ରୋଲର୍‌ ମହାନିର୍ଦ୍ଦେଶକ

ନୂଆଦିଲ୍ଲୀ,୨୫।୯: ଏସିଡିଟିରୁ ମୁକ୍ତି ଲାଗି ଡାକ୍ତର ରାନିଟିଡିନ୍‌ ଔଷଧ ଖାଇବାକୁ ପରାମର୍ଶ ଦେଇଥାନ୍ତି। ତେବେ ଏହାକୁ ଖାଇଲେ କ୍ୟାନସର ହେବାର ଆଶଙ୍କା ରହିଥାଏ ବୋଲି ଭାରତୀୟ ଡ୍ରଗ୍‌ କଣ୍ଟ୍ରୋଲର ମହାନିର୍ଦ୍ଦେଶକଙ୍କ ପକ୍ଷରୁ କୁହାଯାଇଛି। ତେଣୁ ଏହାର ଉତ୍ପାଦନ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛିି। ଏନେଇ ଦେଶର ସମସ୍ତ ରାଜ୍ୟ ସରକାରଙ୍କୁ ସତର୍କ ସୂଚନା ଜାରି କରାଯାଇଛି। ଏଥିରେ ଥିବା ନାଇଟ୍ରୋସେମିନ୍‌ କ୍ୟାନସର କରିଥାଏ ବୋଲି ଭାରତୀୟ ଡ୍ରଗ୍‌ କଣ୍ଟ୍ରୋଲର ମହାନିର୍ଦ୍ଦେଶକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲତା ଦିଦିଙ୍କୁ ମନେପକାଇ ଭାବପ୍ରବଣ ହେଲେ ପ୍ରଧାନମନ୍ତ୍ରୀ ମୋଦି

ମୁମ୍ବାଇ,୨୪।୪:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମୁମ୍ବାଇରେ ମାଷ୍ଟର ଦିନାନାଥ ମଙ୍ଗେଶକର ପୁରସ୍କାର ବିତରଣ ଉତ୍ସବରେ ଯୋଗ ଦେଇଥିଲେ। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଥମ ଲତା ଦିନାନାଥ ମଙ୍ଗେଶକର...

ନିର୍ବାଚନ ପ୍ରଚାରକୁ ନେଇ ଆସିଲା ନୂଆ ଗାଇଡଲାଇନ୍‌

ନୂଆଦିଲ୍ଲୀ,୩୧।୧: ପାଞ୍ଚଟି ରାଜ୍ୟରେ ହେବାକୁ ଥିବା ନିର୍ବାଚନ ପୂର୍ବରୁ ପ୍ରଚାର ପାଇଁ ନିର୍ବାଚନ ଆୟୋଗ ସୋମବାର ନୂତନ ଗାଇଡଲାଇନ୍‌ ଜାରି କରିଛନ୍ତି। ଏହି ଅନୁଯାୟୀ, ଫେବୃୟାରୀ...

ବିଧାନ ପରିଷଦକୁ ଉଦ୍ଧବ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ମୁମ୍ବାଇ,୧୫।୫(ପି.ଟି.): ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ଓ ଅନ୍ୟ ୮ ଜଣ ରାଜ୍ୟ ବିଧାନ ପରିଷଦକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ନିର୍ବାଚିତ ହୋଇଥିବା ଅନ୍ୟମାନେ ହେଲେ...

ଧଳା ରଙ୍ଗର ପୋଷାକରେ ଉଭୟ ମେଲାନିଆ, ଇଭାଙ୍କା

ନୂଆଦିଲ୍ଲୀ,୨୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଗସ୍ତର ଆଜି ହେଉଛି ଦ୍ୱିତୀୟ ଦିନ। ଦ୍ୱିତୀୟ ଦିନରେ ଟ୍ରମ୍ପଙ୍କ ସହ ତାଙ୍କ ସହଧର୍ମିଣୀ ମେଲାନିଆ ଟ୍ରମ୍ପ...

ଆମେ କଂଗ୍ରେସ ସହ ଅଛୁ: ଦେବଗୌଡା

ନୂଆଦିଲ୍ଲୀ,୧୮।୫: ଜେଡି(ଏସ୍‌) ମୁଖ୍ୟ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌ ଡି ଦେବଗୌଡା କହିଛନ୍ତି ଆମେ କଂଗ୍ରେସ ସହ ଅଛୁ। ହେଲେ ଏ ସମ୍ପର୍କରେ ଏବେ ସେ...

ମାଆଙ୍କ ୧୦୦ତମ ଜନ୍ମଦିନରେ ଆଶୀର୍ବାଦ ନେଲେ ମୋଦି

ଗାନ୍ଧିନଗର,୧୮ ।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାଆ ହିରାବେନ ମୋଦି ୧୦୦ ବର୍ଷରେ ପଦାର୍ପଣ କରିଛନ୍ତି । ଏହି ଅବସରରେ ଶନିବାର ଅର୍ଥାତ୍ ୧୮ ଜୁନରେ...

ଜୀବନ ନେଲା ଶେଷ ପରୀକ୍ଷା,ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରୀକ୍ଷା ଦେବାକୁ ଯାଉଥିବା ୫ ଛାତ୍ରଙ୍କ ମୃତ୍ୟୁ…

ଜୟପୁର,୨୫।୯: ଆର୍‌ଇଇଟି ପରୀକ୍ଷା ଦେବାକୁ ଯାଉଥିବା ୫ ଛାତ୍ରଙ୍କ ସମତେ ୬ ମୃତ୍ୟୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଘଟିଛି। ରାଜସ୍ଥାନର ଚାକସୁରସ୍ଥିତ ନିମୋଡ଼ିଆ ରୋଡ଼ରେ...

ମୁମ୍ବାଇ ଆକ୍ରମଣର ମାଷ୍ଟର ମାଇଣ୍ଡ ହାଫିଜ ସଇଦକୁ ୧୦ ବର୍ଷ ଜେଲ୍‌

ନୂଆଦିଲ୍ଲୀ,୧୯।୧୧- ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ତଥା ଆତଙ୍କବାଦୀ ସଙ୍ଗଠନ ଜମାତ୍‌ ଉଦ୍‌ ଦାଓ୍ବା (ଜେୟୁଡି) ମୁଖ୍ୟ ହାଫିଜ୍‌ ସଇଦଙ୍କୁ ଗୁରୁବାର ୧୦ ବର୍ଷ ଜେଲ...

Advertisement
Archives

Model This Week