Posted inଜାତୀୟ

ଏସିଡିଟିରୁ ମୁକ୍ତି ପାଇଁ ରାନିଟିଡିନ୍‌ ଔଷଧ ଖାଇଲେ ହୋଇପାରେ କ୍ୟାନସର୍‌: ଡ୍ରଗ୍‌ କଣ୍ଟ୍ରୋଲର୍‌ ମହାନିର୍ଦ୍ଦେଶକ

ନୂଆଦିଲ୍ଲୀ,୨୫।୯: ଏସିଡିଟିରୁ ମୁକ୍ତି ଲାଗି ଡାକ୍ତର ରାନିଟିଡିନ୍‌ ଔଷଧ ଖାଇବାକୁ ପରାମର୍ଶ ଦେଇଥାନ୍ତି। ତେବେ ଏହାକୁ ଖାଇଲେ କ୍ୟାନସର ହେବାର ଆଶଙ୍କା ରହିଥାଏ ବୋଲି ଭାରତୀୟ ଡ୍ରଗ୍‌ କଣ୍ଟ୍ରୋଲର ମହାନିର୍ଦ୍ଦେଶକଙ୍କ ପକ୍ଷରୁ କୁହାଯାଇଛି। ତେଣୁ ଏହାର ଉତ୍ପାଦନ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛିି। ଏନେଇ ଦେଶର ସମସ୍ତ ରାଜ୍ୟ ସରକାରଙ୍କୁ ସତର୍କ ସୂଚନା ଜାରି କରାଯାଇଛି। ଏଥିରେ ଥିବା ନାଇଟ୍ରୋସେମିନ୍‌ କ୍ୟାନସର କରିଥାଏ ବୋଲି ଭାରତୀୟ ଡ୍ରଗ୍‌ କଣ୍ଟ୍ରୋଲର ମହାନିର୍ଦ୍ଦେଶକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଲାମ ନବିଙ୍କ ଇସ୍ତଫା ପରେ ବସିବ କଂଗ୍ରେସ କାର୍ଯ୍ୟକାରିଣୀ ବୈଠକ, ପାର୍ଟି ଅଧ୍ୟକ୍ଷ ନିର୍ବାଚନକୁ ନେଇ ହେବ ଚର୍ଚ୍ଚା

ନୂଆଦିଲ୍ଲୀ,୨୮ ।୮: କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ(ସିଡବ୍ଲୁସି) ରବିବାର ବସିବ । ଏହି ବୈଠକରେ ପାର୍ଟି ଅଧ୍ୟକ୍ଷ ନିର୍ବାଚନ ସହ ଜଡିତ କାର୍ଯ୍ୟକ୍ରମକୁ ମଞ୍ଜୁରି ମିଳିବ ।...

ଓୱାଇସିଙ୍କ ଘର ଉପରୁକୁ ପଥରମାଡ

ନୂଆଦିଲ୍ଲୀ,୨୦ ।୨: ରାଜଧାନୀ ଦିଲ୍ଲୀରେ ଏଆଇଏମଆଇଏମର ମୁଖ୍ୟ ଅସଦୁଦ୍ଦିନ ଓୱାଇସିଙ୍କ ଘର ଉପରକୁ ରବିବାର ସନ୍ଧ୍ୟାରେ ପଥରମାଡ ହୋଇଛି । ଏହି ପଥରମାଡରେ ଓୱାଇସିଙ୍କ ଘରର...

ମଙ୍ଗଳବାର ୮ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ମୋଦି: ଭ୍ୟାକ୍ସିନ ଉପରେ ହୋଇପାରେ ଚର୍ଚ୍ଚା

ନୂଆଦିଲ୍ଲୀ,୨୩।୧୧: ଭାରତରେ ଦିନକୁ ଦିନ କରୋନା ସଂକ୍ରମଣ ବେକାବୁୁ ହେବାରେ ଲାଗିଛି। କିଛି ଦିନରୁ ଭାରତରେ କରୋନା ସଂକ୍ରମଣ ମାମଲା ୫୦ହଜାରୁ ତଳକୁ ଥିବା ବେଳେ...

ସିଜେଆଇ ପଦରୁ ଅବସର ନେଲେ ଜଷ୍ଟିସ୍‌ ଗୋଗୋଇ

ନୂଆଦିଲ୍ଲୀ,୧୮ା୧୧(ପି.ଟି.): ଭାରତର ପ୍ରଧାନ ବିଚାରପତି (ସିଜେଆଇ) ପଦରୁ ଜଷ୍ଟିସ୍‌ ରଞ୍ଜନ ଗୋଗୋଇ ରବିବାର ଅବସର ଗ୍ରହଣ କରିଛନ୍ତି। ଉତ୍ତରପୂର୍ବାଞ୍ଚଳରୁ ପ୍ରଥମ ବ୍ୟକ୍ତି ଭାବେ ସେ ସର୍ବୋଚ୍ଚ...

ପୁଣି ଫେରିବ କରୋନା କଟକଣା, ମୁଖ୍ୟମନ୍ତ୍ରୀ-ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ସୂଚନା…

ମୁମ୍ବାଇ, ୧।୫ : ମହାରାଷ୍ଟ୍ରରେ ପୁଣି କରୋନା କଟକଣା ଫେରିବାକୁ ଯାଉଛି। ଏଠାରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ହୋଇପାରେ। କରୋନା ସଂକ୍ରମଣ ବୃଦ୍ଦି ପାଉଥିବାରୁ ପୁଣି...

ଚାଇନା ସହ ନା ରହିଛି ଯୁଦ୍ଧର ସ୍ଥିତି ନା ରହିଛି ଶାନ୍ତିର ସ୍ଥିତିି: ବାୟୁସେନା ମୁଖ୍ୟ

ନୂଆଦିଲ୍ଲୀ,୨୯ ।୯: ଚାଇନା ସହ ଲାଗି ରହିଥିବା ସୀମା ବିବାଦ ମଧ୍ୟରେ ଉତ୍ତର ସୀମାରେ ଲାଗି ରହିଥିବା ଉତ୍ତେଜନା କମିବାର ନାଁ ନେଉନି । ଏହାକୁ...

ଗ୍ୟାଙ୍ଗଷ୍ଟର ଅତିକ ଅହମଦ, ଭାଇ ଅଶରଫଙ୍କୁ ହତ୍ୟା

ନୂଆଦିଲ୍ଲୀ, ୧୬।୪: ପ୍ରୟାଗରାଜର ଦୁର୍ଦ୍ଦାନ୍ତ ଗ୍ୟାଙ୍ଗଷ୍ଟର ଅତିକ ଅହମଦ ତାଙ୍କ ଭାଇ ଅଶରଫଙ୍କୁ ହତ୍ୟା କରାଯାଇଛି। ଅତିକ ଅହମଦ ଓ ତାଙ୍କ ଭାଇ ଅଶରଫଙ୍କୁ ନେଇ...

କୋଇଲା ଚୋରି ମାମଲା: ମମତାଙ୍କ ପୁତୁରାଙ୍କୁ ପଚରାଉଚରା କରିବ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ

କୋଲକାତା,୧୭।୫: ପଶ୍ଚିମବଙ୍ଗ କୋଇଲା ଚୋରି ମାମଲାରେ ଫଶିଯାଇଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଓ ତାଙ୍କ ବୋହୂ। ଖୁବଶୀଘ୍ର ଉଭୟଙ୍କୁ ୨୪ ଘଣ୍ଟାର ନୋଟିସ ଦେଇ...

Advertisement
Archives

Model This Week